E-Paper
  • logo
  • Tuesday 27th January 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଆମ ଜିଲା ଖବର, ଭଦ୍ରକ

ଦେହରେ କିରୋସିନି ଢାଳି କର୍ମଚାରୀଙ୍କ ଆତ୍ମାହୂତି ଉଦ୍ୟମ
3:58 pmJune 26, 2021June 28, 2021

ବାସୁଦେବପୁର,୨୬ା୬(ଡି.ଏନ୍‌.ଏ.): ଦୀର୍ଘ ୫ ବର୍ଷ ଧରି ଦରମା ମିଳି ନ ଥିବାରୁ ଜଳ ସେଚନ ବିଭାଗର ଜଣେ ଠିକା କର୍ମଚାରୀ ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ସେ ଦେହରେ କିରୋସିନି ଢାଳି ଥିବା ବେଳେ ପୋଲିସ ତାଙ୍କୁ କାବୁ କରିନେଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲା ବାସୁଦେବପୁରେ। ସମ୍ପୃକ୍ତ ବ୍ୟକ୍ତି ହେଲେ ଠିକା କର୍ମଚାରୀଙ୍କ ଦିବାକର ଦାସ। ଦିବାକର ବାସୁଦେବପୁରସ୍ଥିତ ଜଳ ସେଚନ ଉପବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟ କରନ୍ତି। ୧୯୮୩ ମସିହାରେ ସେ ଚାକିରିରେ ଯୋଗ ଦେଇଥଲେ। ୧୯୮୯ରେ ତାଙ୍କୁ ଛଟେଇ କରି ଦିଆଯାଇଥିଲା। ଏହା ବିରୋଧରେ ସେ କୋର୍ଟଙ୍କ ଆଶ୍ରୟ ନେଇଥିଲେ। ଏହା ପରେ ୨୦୧୬ ରେ ତାଙ୍କୁ ପୁନଃନିଯୁକ୍ତି ମିଳିଥିଲା। କିନ୍ତୁ ସେହି ଦିନଠାରୁ ସେ ଦରମା ପାଇନାହାନ୍ତି। ତେବେ ପୂର୍ବରୁ ଅନେକ ଥର ଅନଶନରେ ବସିଥିଲେ ମଧ୍ୟ କିଛି ଲାଭ ହୋଇ ନଥିଲା। ନିରାଶ ହେବା ପରେ ଶେଷରେ ସେ ବାସୁଦେବପୁରସ୍ଥିତ ଜଳ ସେଚନ ଉପବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆତ୍ମାହୂତି ଉଦ୍ୟମ କରିଥିଲେ। ସେ ଦେହରେ କିରୋସିନି ଢାଳି ଦେଇଥିଲେ। ତେବେ ନିଆଁ ଲଗାଇବା ପୂର୍ବରୁ ପୁଲିସ ତାଙ୍କୁ କାବୁ କରି ନେଇଥିଲା।


[mc4wp_form id="252536"] All Right Reserved By Dharitri.Com

Posted inଆମ ଜିଲା ଖବର, ଭଦ୍ରକ View All

ଗେମ୍‌ ଖେଳିବାକୁ ମନା କରିବାରୁ ଏଭଳି ନିଷ୍ପତ୍ତି ନେଲେ ସ୍କୁଲ ଛାତ୍ର

ବାହାନଗା,୧୯ା୬: ମୋବାଇଲରେ ଗେମ୍‌ ଖେଳିବାକୁ ପରିବାର ଲୋକେ ବିରୋଧ କରିବାରୁ ଜଣେ ନାବାଳକ ଛାତ୍ର ଆତ୍ମହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ବାହାନଗା ବ୍ଲକ କୁରୁଡା...

ବର୍ଷକଠାରୁ ବଳିଗଲା ମାସକ ମୃତ୍ୟୁ

ଅନୁଗୋଳ ଅଫିସ, ୨ା୬ – କୋଭିଡ୍‌-୧୯ର ଦ୍ୱିତୀୟ ଲହର କେତେ ଭୟଙ୍କର ତାହାର ଚିତ୍ର ମିଳିଛି ଅନୁଗୋଳ ଜିଲାରୁ। ବର୍ଷକ ମଧ୍ୟରେ ଜିଲାରେ ଯେତିକି ସଂଖ୍ୟକ...

ପର କଳିରେ ମୁଣ୍ଡ ପୁରାଇ ଗଲା ଜୀବନ

ହାଟଡିହୀ,୨୬l୬: କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଧୀନ ସାଳକଣିଆ ଗାଁରେ ଘଟିଛି ଅଭାବନୀୟ ଘଟଣା । ସମାଧାନ କରିବାକୁ ଯାଇ ପ୍ରାଣ ହରାଇଛନ୍ତି...

ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ

ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର...

ବଜ୍ରପାତ ନେଲା ୨ ଚାଷୀଙ୍କ ଜୀବନ

ପାଟଣା,୨୧।୬: କେନ୍ଦୁଝର ଜିଲା ପାଟଣା ବ୍ଲକ ଖିରେଇଟାଙ୍ଗିରି ପଞ୍ଚାୟତ ଡଳଙ୍ଗ ଗ୍ରାମରେ ସୋମବାର ବଜ୍ରପାତ ଘଟି ୨ ଚାଷୀଙ୍କ ମୃତ୍ୟୁ ଘଟିଛି। ସେମାନେ ବିଲରେ ତଳି...

ବ୍ୟାଙ୍କରେ ରହୁନି ସାମାଜିକ ଦୂରତା:ଗୋଷ୍ଠୀ ସଂକ୍ରମଣ ଆଶଙ୍କା

ଗଞ୍ଜାମ,୧।୬(ଡି.ଏନ୍‌.ଏ.): ଗଞ୍ଜାମ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି। ଦ୍ୱିତୀୟ ଲହରରେ ଏହି ସହରରୁ ପ୍ରାୟ ୧୦ରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କ କରୋନାରେ ମୃତ୍ୟୁ...

ଜେଆଇପିଟିଏଲ୍‌ ଫାଟକ ସମ୍ମୁଖରେ ମୃତଦେହ ରଖି ଆନ୍ଦୋଳନ

କଣିହାଁ,୭ା୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଡେରେଙ୍ଗସ୍ଥିତ ଜିନ୍ଦଲ ଇଣ୍ଡିଆ ଥର୍ମାଲ ପାଓ୍ବାର ଲିମିଟେଡ୍‌ (ଜେଆଇଟିପିଏଲ୍‌) ଫାଟକ ସମ୍ମୁଖରେ ସୋମବାର ଜନୈକ ବ୍ୟକ୍ତିଙ୍କ ମୃତଦେହ ରଖି...

ନୂଆ ରୂପ ନେବ କୋଇଲା ନଗରୀ

ଅନୁଗୋଳ ଅଫିସ, ୯ା୬ ଅମିତ କୁମାର ସାମଲ  – କଳାହୀରାର ସହର ତାଳଚେରର ହେବ ନବକଳେବର। ନୂଆରୂପ ପାଇବ କୋଇଲା ନଗରୀ। ଆଖି ଝଲସାଇଦେଲା ଭଳି...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବରଣମାଳା ପିନ୍ଧାଇବା ପୂର୍ବରୁ କନ୍ୟାଙ୍କୁ ଦେଖି ବିବାହ ପାଇଁ ମନା କଲେ ବର, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ
Next Post Next post:
କରୋନା ଜନିତ ମୃତ୍ୟୁରେ ଲାଗୁନି ବ୍ରେକ୍‌: ପୁଣି ୩ ଜଣଙ୍କ ନେଲା ଜୀବନ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts