ଯାଜପୁର ଅଫିସ/କାଳିଆପାଣି, ୧୯।୬(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା ତହସିଲଦାର ବୁଲ୍ବୁଲ୍ ବେହେରାଙ୍କୁ ରାଜ୍ୟ ସରକାର ଶୁକ୍ରବାର ନିଲମ୍ବନ କରିଥିବା ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସୂଚନା ଦେଇଛନ୍ତି। ଗତ ମେ ୨୧ରେ ତହସିଲଦାର ବେହେରା ନିଜ ଭାଇ ବାହାଘର ପାଇଁ ବରଯାତ୍ରୀ ସହ ଜଗତସିଂହପୁର ଜିଲାର ତିର୍ତ୍ତୋଲ ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗଁାକୁ ଯାଇଥିଲେ। କିନ୍ତୁ ସେଠାରେ ଜଣେ ରାଜସ୍ବ ଅଧିକାରୀ ହୋଇ ବି କରୋନା ଆଇନକୁ ଉଲ୍ଲଂଘନ କରି ଶତାଧିକ ଲୋକଙ୍କ ସମାଗମରେ ନୃତ୍ୟ ପ୍ରଦର୍ଶନ କରିଥିବା ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ଏପରିକି ନିଜେ ମାସ୍କ ମଧ୍ୟ ପିନ୍ଧି ନ ଥିବା ନେଇ ସେତେବେଳେ ଜୋର ଚର୍ଚ୍ଚା ହୋଇଥିଲା। ସ୍ଥାନୀୟ ସରପଞ୍ଚ ସିଲାରାଣୀ ଖଣ୍ଡୁଆଳଙ୍କ ଲିଖିତ ଅଭିଯୋଗ କ୍ରମେ ଜଗତସିଂହପୁର ପୋଲିସ ଏକ ମାମଲା ରୁଜୁ କରିଥିଲା। ଏହାସହ ଯାଜପୁର ଜିଲା ପ୍ରଶାସନ ପକ୍ଷରୁ ଏହି ଅଭିଯୋଗ ଉପରେ ଯାଞ୍ଚ କରି ସରକାରଙ୍କୁ ରିପୋର୍ଟ ଦିଆଯାଇଥିଲା।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.