ନୂଆଦିଲ୍ଲୀ,୨ା୬: ମହାମାରୀ ସମୟରେ ଜେଲରେ ଭିଡ଼ କମାଇବା ପାଇଁ କେତେଜଣ କଏଦୀଙ୍କୁ ଜାମିନ ଦିଆଯାଇଛି ସେନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ମଙ୍ଗଳବାର ସୁପ୍ରିମକୋର୍ଟ ବିସ୍ତୃତ ତଥ୍ୟ ମାଗିଛନ୍ତି। ଜେଲ୍ରେ କେତେ ବନ୍ଦୀ କୋଭିଡ୍ ସଂକ୍ରମିତ ହୋଇ ପ୍ରାଣ ହରାଇଛନ୍ତି ତାହାର ରିପୋର୍ଟ ମଧ୍ୟ ମାଗିଛନ୍ତି ଜଷ୍ଟିସ୍ ଏଲ୍. ନାଗେଶ୍ୱର ରାଓ ଏବଂ ଅନିରୁଦ୍ଧ ବୋଷଙ୍କୁ ନେଇ ଗଠିତ ଅବକାଶ କାଳୀନ ଖଣ୍ଡପୀଠ।
ସଂକ୍ରମଣ ବଢ଼ିଚାଲିଥିବାବେଳେ ଜେଲ୍କୁ ଭିଡ଼ମୁକ୍ତ କରିବା ପାଇଁ ବନ୍ଦୀମାନଙ୍କୁ ଅନ୍ତରୀଣ ଜାମିନ ଦେବା କିମ୍ବା ପାରୋଲରେ ଛାଡ଼ିବା ଲାଗି ସର୍ବୋଚ୍ଚ ଅଦାଲତ ଗତମାସରେ ନିର୍ଦ୍ଦେଶ ଦେଇଥିଲେ। ଗତବର୍ଷ ମହାମାରୀ ବେଳେ ଯେଉଁ କଏଦୀମାନଙ୍କୁ ଜାମିନ କିମ୍ବା ପାରୋଲ ମିଳିଥିଲା, ସେମାନଙ୍କୁ ତୁରନ୍ତ ମୁକ୍ତ କରାଯାଉ ବୋଲି ପ୍ରଧାନ ବିଚାରପତି ଜଷ୍ଟିସ୍ ଏନ୍.ଭି. ରମନାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ମେ’ ୭ରେ କହିଥିଲେ।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.