ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍ ଜୁନ୍ ୧୪ରେ ସୁଶାନ୍ତଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଜବତ ହୋଇଥିଲା।
ଆଜିର ଏହି ଦିନରେ ତାଙ୍କର ବଡ଼ ଭାଇ ତଥା ବିହାରର ମନ୍ତ୍ରୀ ନୀରଜ ବବ୍ଲୁ ଏବଂ ତାଙ୍କର ସାଙ୍ଗମାନେ ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସେ କହିଛନ୍ତି, ସୁଶାନ୍ତ ବିହାରର ଆଇକନ ଥିଲେ। ଯିଏ କି କମ୍ ବୟସରୁ ଫିଲ୍ମ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ। ବିହାରର ଯୁବକମାନଙ୍କ ସେ ହୃଦ୍ସ୍ପନ୍ଦନ ଥିଲେ। ଏଠାରେ ତାଙ୍କର ଅନେକ ସ୍ମୃତି ଜଡ଼ିତ ହୋଇରହିଛି।
ନୀରଜ ଆହୁରି ମଧ୍ୟ କହିଛନ୍ତି, ସିବିଆଇର କାର୍ଯ୍ୟକଳାପ ତାଙ୍କୁ ଭଲ ଲାଗୁନାହିଁ। ବର୍ଷେ ପୂରିଲା ତଥାପି ଯାଞ୍ଚ ଠିକ୍ ଢଙ୍ଗରେ ହୋଇନାହିଁ। ତୁରନ୍ତ ଦୋଷୀକୁ ଦଣ୍ଡ ମିଳିବା ଦରକାର।
ସୁନ୍ଦରଗଡ଼,୨୭।୬: ସୁନ୍ଦରଗଡ଼ ଜିଲା ଜିଲା ଶିକ୍ଷା ବିଭାଗର ଖାମଖିଆଲ ଯୋଗୁ ବାହାର ରାଜ୍ୟର ଜଣେ ବ୍ୟକ୍ତିଙ୍କ ଆକାଉଣ୍ଟକୁ ଚାଲିଯାଇଥିଲା ୪୮…
ବରଗଡ଼ ଅଫିସ,୨୮ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢି ଚାଲିଛି ଏହାର ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି…
ବେଗୁନିଆ,୨୮।୬(ଡି.ଏନ୍.ଏ.): ତମାଖୁ ବିକ୍ରି ଓ ସେବନ ରୋକିବା ପାଇଁ ସିଗାରେଟ ଏବଂ ଅନ୍ୟାନ୍ୟ ତମାଖୁ ଦ୍ରବ୍ୟ ନିବାରଣ ଆଇନ(କୋଟପା) ରହିଛି।…
ଜଗତ୍ସିଂହପୁର ଅଫିସ,୨୮ା୬: ଆଳିପିଙ୍ଗଳସ୍ଥିତ ଜଗତ୍ସିଂହପୁର ଉପକାରାଗାର ଏକ ପ୍ରକାର ଅସୁରକ୍ଷିତ ହୋଇପଡିଛି। କାରାଗାର ଦକ୍ଷିଣ ପାର୍ଶ୍ୱରେ ଡି ୱାଲ୍ (ପାଚେରି)…
ଅନୁଗୋଳ ଅଫିସ,୨୮ା୬: ଅନୁଗୋଳ ଜିଲାର ୮ଟି ବ୍ଲକରେ ଥିବା ଡିଲରମାନଙ୍କ ନିକଟରେ ସାଧାରଣ ବଣ୍ଟନ ବ୍ୟବସ୍ଥା (ପିଡିଏସ୍)ରେ ଚାଉଳ ଓ…
ଦେବଗଡ଼,୨୭ା୬: ଦେବଗଡ଼ ଜିଲାରୁ ଚିହ୍ନଟ ହୋଇଥିବା ରାଜ୍ୟର ପ୍ରଥମ ଡେଲ୍ଟା ପ୍ଲସ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ…
This website uses cookies.