E-Paper
  • logo
  • Wednesday 23rd September 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଜାତୀୟ

ଭାଜପା ଟାର୍ଗେଟରେ ମୁକୁଲ
9:04 pmJune 18, 2021

କୋଲକାତା,୧୮ା୬: ଭାଜପା ଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ଯୋଗ ଦେଇଥିବା ବରିଷ୍ଠ ନେତା ମୁକୁଲ ରୟ ଏବେ ଭାଜପା ଟାର୍ଗେଟରେ। ତାଙ୍କ ବିଧାୟକ ପଦ ରଦ୍ଦ ଦାବିରେ ବାଚସ୍ପତି ବିମନ ବାନାର୍ଜୀଙ୍କୁ ନିବେଦନ କରିଛି ଭାଜପା। କ୍ରିଷ୍ଣନଗର ଉତ୍ତର ବିଧାନସଭା ନିର୍ବାଚନ ମଣ୍ଡଳିରୁ ମୁକୁଲଙ୍କ ବିଧାୟକ ପଦ ରଦ୍ଦ କରାଯାଉ। ଯଥା ଶୀଘ୍ର ଏ ନେଇ ପଦକ୍ଷେପ ନେବାକୁ ମୁଁ ଅନୁରୋଧ କରୁଛି ବୋଲି ଶୁଭେନ୍ଦୁ ନିବେଦନ କରିଛନ୍ତି।

ଭାଜପା ଟିକେଟରେ କ୍ରିଷ୍ଣନଗର ଉତ୍ତର ନିର୍ବାଚନ ମଣ୍ଡଳିରୁ ଜିତିଲା ପରେ ମୁକୁଲ ଟିଏମ୍‌ସିରେ ଯୋଗ ଦେଇଛନ୍ତି। ଏଣୁ ଆଣ୍ଟି-ଡିଫେକଶନ ଆଇନ ଆଧାରରେ ବିଧାୟକ ପଦରୁ ମୁକୁଲ ଇସ୍ତଫା ଦେବା ଉଚିତ ବୋଲି ଅଧିକାରୀ କହିଛନ୍ତି। ”ଭଙ୍ଗା ଭଙ୍ଗି କରି ଯୋଡ଼ିବା ଟିଏମ୍‌ସି ରାଜନୀତିର ଅଂଶ। ସେମାନେ ଏଭଳି ରାଜନୀତି ଗତ ୧୦ ବର୍ଷ ହେଲା କରୁଛନ୍ତି। କେହି ଏହାକୁ ବିରୋଧ କରୁ ନ ଥିଲେ। କିନ୍ତୁ ଏବେ ଆମେ ଏହାକୁ ବିରୋଧ କରୁଛୁ ଓ ଆଣ୍ଟି-ଡିଫେକଶନ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଗତ ୧୫ ତାରିଖରେ ଗଣମାଧ୍ୟମ ଆଗରେ ନନ୍ଦିଗ୍ରାମ ଆସନରୁ ବିଧାୟକ ଥିବା ଶୁଭେନ୍ଦୁ କହିଥିଲେ।

ଏଥି ପୂର୍ବରୁ ଶୁଭେନ୍ଦୁଙ୍କ ନେତୃତ୍ୱରେ ଭାଜପାର ୫୦ ବିଧାୟକ ମୁକୁଲଙ୍କ ଇସ୍ତଫା ଦାବିରେ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକରଙ୍କୁ ସ୍ମାରକପତ୍ର ଦେଇଥିଲେ।


[mc4wp_form id="252536"] All Right Reserved By Dharitri.Com

Posted inଜାତୀୟ View All

ଘରେ ରାଶନ ପହଞ୍ଚାଇବା ଯୋଜନା ନେଇ ମୋଦି-କେଜରିଓ୍ବାଲ ମୁହାଁମୁହିଁ: କେନ୍ଦ୍ର କାହିଁକି କରୁଛି ଝଗଡ଼ା, ମୁଖ୍ୟମନ୍ତ୍ରୀ କଲେ ପ୍ରଶ୍ନ…

ନୂଆଦିଲ୍ଲୀ,୬।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଘରେ ଘରେ ରାଶନ ପହଞ୍ଚାଇବା ଯୋଜନାକୁ କେନ୍ଦ୍ରର ଅନୁମତି ମିଳି ନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କହିଛନ୍ତି...

ଟୁଇଟର-କେନ୍ଦ୍ର ଶୀତଳଯୁଦ୍ଧ

ନୂଆଦିଲ୍ଲୀ,୬।୬: ୩ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀଙ୍କ ଆନ୍ଦୋଳନ ବେଳେ କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଲାଟ୍‌ଫର୍ମ ଟୁଇଟର ମଧ୍ୟରେ ଆରମ୍ଭ ହୋଇଥିବା...

ଭାଜପା ସମର୍ଥକଙ୍କ ଉପରେ ଗଙ୍ଗାଜଳ ଛିଞ୍ଚିଲା ଟିଏମ୍‌ସି

ବୀରଭୂମ୍‌,୧୯।୬: ପଶ୍ଚିମବଙ୍ଗ ବୀରଭୂମ୍‌ ଜିଲାର ୩୦୦ ଭାଜପା ସମର୍ଥକ ତୃଣମୂଳ କଂଗ୍ରେସ (ଟିଏମ୍‌ସି)କୁ ଫେରିଛନ୍ତି। ଦଳକୁ ଫେରିବା ପାଇଁ ସେମାନେ ବୀରଭୂମ୍‌ସ୍ଥିତ ଟିଏମ୍‌ସି କାର୍ଯ୍ୟାଳୟ ଆଗରେ...

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ...

ରାମଦେବ ଭର୍ସେସ ଡାକ୍ତର: ବେକରେ ପୋଷ୍ଟର-ପିପିଇ କିଟ୍‌ ପିନ୍ଧି ବିରୋଧ ପ୍ରଦର୍ଶନ

ନୂଆଦିଲ୍ଲୀ,୧।୬: ଏଲୋପାଥି ଚିକିତ୍ସା ଓ ଡାକ୍ତରଙ୍କୁ ନେଇ ଯୋଗଗୁରୁ ବାବା ରାମଦେବ ଦେଇଥିବା ବୟାନର ବିବାଦ ଥମିବାର ନା ନେଉନି। ଏହି ମାମଲାରେ ବାବା ରାମଦେବ...

ଟପ୍‌ ୨୦୦ ମଧ୍ୟରେ ଭାରତର ୩ ବିଶ୍ୱବିଦ୍ୟାଳୟ

ନୂଆଦିଲ୍ଲୀ, ୯।୬: ବିଶ୍ୱର ୨୦୦ ଶ୍ରେଷ୍ଠ ଶିକ୍ଷାନୁଷ୍ଠାନ ମଧ୍ୟରେ ଭାରତର ୩ଟି ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ବୁଧବାର ପ୍ରକାଶିତ କ୍ୟୁଏସ୍‌ ଓ୍ବାଲର୍‌ଡ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌ରେ ଇଣ୍ଡିଆନ...

କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା

ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ...

ଅଧିକ ଆଣ୍ଟିବଡି ସୃଷ୍ଟି କରୁଛି କୋଭିଶିଲ୍ଡ

ନୂଆଦିଲ୍ଲୀ,୭।୬: କୋଭାକ୍ସିନ ଅପେକ୍ଷା କୋଭିଶିଲ୍ଡ ଟିକା ଅଧିକ ଆଣ୍ଟିବଡି ସୃଷ୍ଟି କରୁଥିବା ଏକ ଅଧ୍ୟୟନରୁ ଜଣାପଡ଼ିଛି। ଉପରୋକ୍ତ ଟିକାର ଦୁଇଟି ଡୋଜ୍‌ ନେଇଥିବା ସ୍ବାସ୍ଥ୍ୟ କର୍ମଚାରୀଙ୍କ...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର
Next Post Next post:
ଏନ୍‌କାଉଣ୍ଟରରେ ମହିଳା ମାଓବାଦୀ ନିହତ

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts