E-Paper
  • logo
  • Saturday 28th March 2026 | Today's Paper | Archives
  • Dharitri Logo
  • Thursday, March 28, 2019 | Archives
  • .
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    • ମୟୂରଭଞ୍ଜ
    • ବାଲେଶ୍ୱର
    • ଭଦ୍ରକ
    • କେନ୍ଦୁଝର
    • ଢେଙ୍କାନାଳ
    • ଅନୁଗୋଳ
    • ଯାଜପୁର
    • କେନ୍ଦ୍ରାପଡ଼ା
    • ଜଗତ୍‌ସିଂହପୁର
    • କଟକ
    • ପୁରୀ
    • ଖୋର୍ଦ୍ଧା
    • ନୟାଗଡ଼
    • ଗଞ୍ଜାମ
    • ଗଜପତି
    • କନ୍ଧମାଳ
    • କୋରାପୁଟ
    • ମାଲକାନଗିରି
    • ରାୟଗଡା
    • ନବରଙ୍ଗପୁର
    • କଳାହାଣ୍ଡି
    • ନୂଆପଡ଼ା
    • ବୌଦ୍ଧ
    • ସୁବର୍ଣ୍ଣପୁର
    • ବଲାଙ୍ଗୀର
    • ସମ୍ବଲପୁର
    • ବରଗଡ଼
    • ଝାରସୁଗୁଡ଼ା
    • ଦେବଗଡ଼
    • ସୁନ୍ଦରଗଡ଼
  • ଅନ୍ୟାନ୍ୟ
    • କରୋନା ଭାଇରସ୍‌
    • ଶ୍ରେଷ୍ଠ ପାଞ୍ଚ
    • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
Posted inଖେଳ

ଆଇପିଏଲ ଫାଇନାଲର ଦୁଇ ଦିନ ପରେ ଟି୨୦ ବିଶ୍ୱକପ୍‌
11:20 pmJune 25, 2021

ନୂଆଦିଲ୍ଲୀ,୨୫।୬: ଆଗାମୀ ଟି୨୦ ବିଶ୍ୱକପ୍‌ ଭାରତରେ ହେବ ନାହିଁ। ୧୬ ଦଳକୁ ନେଇ ଖେଳାଯିବାକୁ ଥିବା ଇଭେଣ୍ଟ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ରେ ଖେଳାଯିବ। ଅକ୍ଟୋବର ୧୭ରୁ ନଭେମ୍ବର ୧୪ ତାରିଖ ମଧ୍ୟରେ ଏହି ବିଶ୍ୱକପ୍‌ ଖେଳାଯିବ ବୋଲି ସୂତ୍ରରୁ ଜଣାପଡ଼ିଛି। ୟୁଏଇକୁ ଇଭେଣ୍ଟ ସ୍ଥାନାନ୍ତର ହେଲା ପରେ ମଧ୍ୟ ବିସିସିଆଇ ପାଖରେ ରହିବ ଆୟୋଜନ ଅଧିକାର। ତେବେ ଏ ସମ୍ପର୍କରେ ବିସିସିଆଇ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଦିଆଯାଇ ନାହିଁ।

କୌତୁହଳର କଥା ହେଲା, ସେପ୍ଟେମ୍ବର ୧୯ରୁ ଆରମ୍ଭ ୟୁଏଇରେ ହେବାକୁ ଥିବା ଆଇପିଏଲ-୧୪ର ଅବଶିଷ୍ଟାଂଶ ମ୍ୟାଚ୍‌ ଅକ୍ଟୋବର ୧୫ ତାରିଖରେ ଶେଷ ହେବ। ଅର୍ଥାତ ଏହାର ଦୁଇ ଦିନ ପରେ ଆରମ୍ଭ ହେବ ବିଶ୍ୱକପ୍‌।

ଉଲ୍ଲେଖଯୋଗ୍ୟ, ଟି୨୦ ବିଶ୍ୱକପ୍‌ର ୬ଷ୍ଠ ସଂସ୍କରଣ ଭାରତରେ ହୋଇପାରିବ ନା ନାହିଁ ସ୍ପଷ୍ଟ ଭାବେ ଜଣାଇବା ଲାଗି ଚଳିତ ମାସ ୧ ତାରିଖରେ ବିସିସିଆଇକୁ ଏକ ମାସ ସମୟ ଦେଇଥିଲା ଆଇସିସି।


[mc4wp_form id="252536"] All Right Reserved By Dharitri.Com

Posted inଖେଳ View All

ଟୋକିଓ ଅଲିମ୍ପିକ୍ସ ମହିଳା ହକି ଦଳ:ଓଡ଼ିଶାରୁ କେବଳ ଦୀପ୍‌ ଗ୍ରେସ

ଭୁବନେଶ୍ୱର, ୧୮।୬(କ୍ରୀଡ଼ା ପ୍ରତିନିଧି)-ଟୋକିଓ ଅଲିମ୍ପିକ୍ସ ପାଇଁ ଗୁରୁବାର ୧୬ ଜଣିଆ ଭାରତୀୟ ମହିଳା ହକି ଦଳ ଘୋଷଣା କରାଯାଇଛି। ଏଥର ଦଳରେ ମାତ୍ର ଜଣେ ଓଡ଼ିଆ...

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ...

ଟୋକିଓ ଅଲିମ୍ପିକ୍ସ: ସମସ୍ତ ରାସ୍ତା ସିଲ୍‌

ଟୋକିଓ, ୯ା୬ (ଏପି)-ଟୋକିଓ ଅଲିମ୍ପିକ୍ସ ଭେନ୍ୟୁଗୁଡ଼ିକୁ ଯୋଗାଯୋଗ କରୁଥିବା ସମସ୍ତ ସଡ଼କ ପଥକୁ ସିଲ୍‌ କରାଯାଇଛି। ତନ୍ମଧ୍ୟରେ ୧.୪ ବିଲିୟନ ଆମେରିକୀୟ ଡଲାର ମୂଲ୍ୟରେ ନିର୍ମିତ...

୧୮ ବର୍ଷରୁ କମ୍‌ ଜାତୀୟ ଚେସ୍‌ରେ ଓଡ଼ିଶାରୁ ୮ ଭାଗନେବେ

ଭୁବନେଶ୍ୱର, ୮।୬(କ୍ରୀଡ଼ା ପ୍ରତିନିଧି)- ରାଜ୍ୟ ୧୮ ବର୍ଷରୁ କମ୍‌ ବାଳିକା ଏବଂ ଓପନ ଅନ୍‌ଲାଇନ୍‌ ଚେସ୍‌ ଚାମ୍ପିୟନଶିପ୍‌ ଉଦ୍‌ଯାପିତ ହୋଇଯାଇଛି। ଏହାର ବାଳିକା ବର୍ଗରେ କଟକର...

୭ ବଲ୍‌ରେ ବିସ୍ଫୋରକ ୪୨ ରନ୍‌ କଲେ ଏହି ବ୍ୟାଟ୍ସମ୍ୟାନ୍‌: ରଚିଲେ ଇତିହାସ

ୟୁଏଇ,୨୦।୬: ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ କରାଚି କିଙ୍ଗସ ଏବଂ କ୍ୱେଟା ଗ୍ଲେଡିଏଟର୍ସ ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହୋଇଥିଲା। ପ୍ରଥମେ ବ୍ୟାଟିଂ କରି କରାଚି ନିର୍ଦ୍ଧାରିତ...

କ୍ରାକ୍‌ଜିକ୍‌-ସାଲିସବୁରୀ ଚାମ୍ପିୟନ

ପ୍ୟାରିସ, ୧୧।୬- ଆମେରିକାର ଡେଜାରେ କ୍ରାକ୍‌ଜିକ୍‌ ଓ ବ୍ରିଟେନର ଜୋ ସାଲିସବୁରୀ ଚଳିତ ଫ୍ରେଞ୍ଚ୍‌ ଓପନ ଗ୍ରାଣ୍ଡସ୍ଲାମ ମିକ୍ସଡ ଡବଲ୍ସ ଚାମ୍ପିୟନ ହୋଇଛନ୍ତି। ଗୁରୁବାର ଅନୁଷ୍ଠିତ...

ଚାମ୍ପିଅନ୍‌ ହେବା ପରେ ଭାରତୀୟ ଦଳକୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଦେଲେ ନ୍ୟୁଜିଲାଣ୍ଡ ଅଧିନାୟକ

ସାଉଥାମ୍ପଟନ୍‌,୨୪।୫: କେନ ୱିଲିୟମସନଙ୍କ ଅଧିନାୟକତ୍ୱରେ ନ୍ୟୁଜିଲାଣ୍ଡ ଦଳ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ମୁକୁଟ ଜିତିଛି। ଐତିହାସିକ ବିଜୟ ପରେ ୱିଲିୟମସନ ବିରାଟ କୋହଲି ଏବଂ...

ମେଲବୋର୍ନ କ୍ଲବର କୋଚ୍‌ ହେବେ ଜୟସୁରିୟା

ମେଲବୋର୍ନ,୫।୬(ପି.ଟି.): କ୍ରିକେଟକୁ ପ୍ରତ୍ୟାବର୍ତ୍ତନ କରିବାକୁ ଯାଉଛନ୍ତି ଶ୍ରୀଲଙ୍କା କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସନଥ ଜୟସୁରିୟା। ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ୍‌ (ଆଇସିସି) ଦ୍ୱାରା ଦୁଇ ବର୍ଷ ବାସନ୍ଦ ହେବା...

Archives

Model This Week

Pilanka Dharitri
Metro Mijaj
Why Dharitri

ଛତ୍ରପୁର,୨୮।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଗଞ୍ଜାମ ଥାନା ଅଧୀନ କରପଡା ଗ୍ରାମର ବୃନ୍ଦାବନ ଚର୍ତିଙ୍କ ଘରୁ ବିଳମ୍ବିତ...

 
[mc4wp_form id="252536"]

Post navigation

Previous Post Previous post:
‘ପିନାକ୍‌’ର ସଫଳ ପରୀକ୍ଷଣ
Next Post Next post:
ସାଧାରଣ ବଚ୍‌ସାରୁ ହତ୍ୟା

 

Logo
  • ରାଜ୍ୟ
  • ଜାତୀୟ
  • ମେଟ୍ରୋ
  • ଅନ୍ତର୍ଜାତୀୟ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • About us
  • Contacts
  • Advertise with us

Copyright © Dharitri.com 2016-2026 - All rights reserved

Developed By Ratna Technology

  • Home
  • ରାଜ୍ୟ
  • ଜାତୀୟ
  • ଅନ୍ତର୍ଜାତୀୟ
  • ମେଟ୍ରୋ
  • ଖେଳ
  • ଫୁରସତ
  • ବାଣିଜ୍ୟ
  • ସମ୍ପାଦକୀୟ
  • ଜୀବନଚର୍ଯ୍ୟା
  • ଅପରାଧ
  • ମନୋରଞ୍ଜନ
  • ଆମ ଜିଲା ଖବର
    ▼
    • କଟକ
    • ଅନୁଗୋଳ
    • କେନ୍ଦୁଝର
    • କେନ୍ଦ୍ରାପଡ଼ା
    • ଗଞ୍ଜାମ
    • ସୁନ୍ଦରଗଡ଼
    • କୋରାପୁଟ
    • ଢେଙ୍କାନାଳ
    • କଳାହାଣ୍ଡି
    • ବାଲେଶ୍ୱର
    • କନ୍ଧମାଳ
    • ସୁବର୍ଣ୍ଣପୁର
    • ଜଗତ୍‌ସିଂହପୁର
    • ନୟାଗଡ଼
    • ପୁରୀ
    • ଖୋର୍ଦ୍ଧା
    • ଗଜପତି
    • ଭଦ୍ରକ
    • ଝାରସୁଗୁଡ଼ା
    • ମୟୂରଭଞ୍ଜ
    • ଯାଜପୁର
    • ଦେବଗଡ଼
    • ନବରଙ୍ଗପୁର
    • ନୂଆପଡ଼ା
    • ବରଗଡ଼
    • ବଲାଙ୍ଗୀର
    • ବୌଦ୍ଧ
    • ରାୟଗଡା
    • ମାଲକାନଗିରି
  • କରୋନା ଭାଇରସ୍‌
  • କାର୍ଟୁନ
  • ରାଶିଫଳ
  • ଶ୍ରେଷ୍ଠ ପାଞ୍ଚ
  • ଆଜିର ଫଟୋ
  • ଖେଳନ୍ତୁ ଗେମ୍ସ
  • Model This Week
  • About us
  • Contacts