Home

ଟିକା ନେବାକୁ ଡରୁଛନ୍ତି ଲୋକେ

ବୁଗୁଡ଼ା,୧୪ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ଗୋଲିଆ ପଞ୍ଚାୟତରେ ଟିକା ନେବାକୁ ଲୋକେ ଡରୁଛନ୍ତି l ଏହି ପଞ୍ଚାୟତର ଦୁଇଟି ଆଦିବାସୀ ଗ୍ରାମ ମରେଇପଲ୍ଲୀ ଓ…

5 years ago

ଗୁଜରାଟରେ ବିଧାନସଭା ନିର୍ବାଚନ ଲଢ଼ିବ ଏଏପି

ଅହମଦାବାଦ,୧୪।୬: ଆସନ୍ତା ବର୍ଷ ଗୁଜରାଟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନକୁ ନେଇ ଏବେଠାରୁ ରାଜନୈତିକ ଉଷ୍ମତା ଦେଖାଦେଇଛି। ଏହିକ୍ରମରେ ଆମ ଆଦମୀ ପାର୍ଟି(ଏଏପି) ମଧ୍ୟ ସାମିଲ…

5 years ago

ସ୍ମରଣୀୟ କାରଲ ଲ୍ୟାଣ୍ଡଷ୍ଟେନର

୧୯୦୧ ମସିହାରେ ରକ୍ତ ବିଜ୍ଞାନରେ ଏକ ବୈପ୍ଳବିକ ପରିବର୍ତ୍ତନ ଘଟିଥିଲା। ଡା. କାରଲ ଲ୍ୟାଣ୍ଡଷ୍ଟେନର ନିଜ ଶରୀରରୁ ଓ ନିଜ ଅଧୀନରେ ଗବେଷଣା କରୁଥିବା ଗବେଷକଙ୍କ ଶରୀରରୁ…

5 years ago

ଆଖିବୁଜିଲେ ଜାତୀୟ ପୁରସ୍କାର ବିଜେତା ଏହି ଅଭିନେତା

ଜାତୀୟ ପୁରସ୍କାର ବିଜେତା କନ୍ନଡ ଅଭିନେତା ସଞ୍ଚାରୀ ବିଜୟ ସୋମବାର ପରଲୋକ ଘଟିଛି। ଶନିବାର ରାତିରେ ବେଙ୍ଗାଲୁରୁ ନିକଟରେ ବିଜୟଙ୍କର ଗାଡି ଦୁର୍ଘଟଣା ଘଟିଥିଲା। ଏଥିରେତାଙ୍କ ମୁଣ୍ଡରେ…

5 years ago

ବିବାହ ସମୟରେ ଆରବୀ ଶବ୍ଦ କହିଲା ବେଳେ ଝୁଣ୍ଟିଲେ ବର: ମୌଲବୀଙ୍କୁ ସନ୍ଦେହ ହେବାରୁ ଜଣାପଡ଼ିଲା ସତ

ଲକ୍ଷ୍ନୌ,୧୪।୬: ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲାରୁ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ବିବାହ ସମୟରେ ଜଣେ ବରଙ୍କ ମିଥ୍ୟା ପଦାକୁ ଆସିଛି। ବିବାହ ସମୟରେ ଆରବୀ ଶବ୍ଦ…

5 years ago

୧୬ରୁ ଖୋଲିବ ଐତିହ୍ୟସ୍ଥଳୀ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ଆସନ୍ତା ୧୬ ତାରିଖରୁ ରାଜ୍ୟର ଐତିହ୍ୟସ୍ଥଳୀ ଖୋଲିବ। ପ୍ରତ୍ନତତ୍ତ୍ୱ ବିଭାଗ ଦ୍ୱାରା ସଂରକ୍ଷିତ ଐତିହ୍ୟସ୍ଥଳୀ ଖୋଲିବ। ଏନେଇ ଏଏସ୍‌ଆଇ ପକ୍ଷରୁ ବିଜ୍ଞାପ୍ତି ପ୍ରକାଶ ପାଇଛି। ପର୍ଯ୍ୟଟକଙ୍କ…

5 years ago

ଏଲିଅନ୍‌ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ

ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍‌ଓ ଦୃଶ୍ୟକୁ ଦେଖି…

5 years ago

ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍‌ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା…

5 years ago

ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍‌ ଜୁନ୍‌…

5 years ago

ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…

ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି…

5 years ago

This website uses cookies.