Home

ମାଲାଲାଙ୍କୁ ଧମକ ଦେଇ ପାକ୍‌ ମୌଲବୀ ଗିରଫ

ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍‌ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶ ମରଓ୍ବାତ ଜିଲାର ମୌଲବୀ…

5 years ago

ଦିଲ୍ଲୀରେ ଡ୍ୟାମେଜ୍‌ କଣ୍ଟ୍ରୋଲ୍‌

ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି।…

5 years ago

ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ

ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍‌ରେ ପ୍ରାୟ…

5 years ago

ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା

ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍‌ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ…

5 years ago

ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ…

5 years ago

ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି

ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା କରୁଥିଲେ।…

5 years ago

ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ

କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍‌ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର ଅଧିକ…

5 years ago

ଧାଓ୍ବନଙ୍କୁ ନେତୃତ୍ୱ: ଭାରତୀୟ ଦଳରେ ୬ ନୂଆ ମୁହଁ

ମୁମ୍ବାଇ,୧୦।୬: ଜୁଲାଇରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍‌ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଯାଇଛି। ବରିଷ୍ଠ ଓପନର ଶିଖର…

5 years ago

ଜିତିନ୍‌ ଦଳ ଛାଡିବା ପରେ କଂଗ୍ରେସରେ କନ୍ଦଳ: କପିଲ ସିବଲ କହିଲେ, ମୁଁ ମଲା ପରେ..

ନୂଆଦିଲ୍ଲୀ,୧୦।୬: କଂଗ୍ରେସର ପୂର୍ବତନ ନେତା ଜିତିନ ପ୍ରସାଦ ଦଳ ଛାଡି ଭାଜପାରେ ଯୋଗଦେବା ପରେ ପୁଣି ଥରେ କଂଗ୍ରେସ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଜିତିନ ପ୍ରସାଦଙ୍କ…

5 years ago

ମହିଳା ଆୟୋଗ ସଦସ୍ୟଙ୍କ ବିବାଦୀୟ ମନ୍ତବ୍ୟ: ଝିଅମାନଙ୍କୁ ମୋବାଇଲ୍‌ ଦେବା ଉଚିତ୍‌ ନୁହେଁ

ଆଲିଗଡ,୧୦।୬: ଉତ୍ତରପ୍ରଦେଶର ରାଜ୍ୟ ମହିଳା ଆୟୋଗର ସଦସ୍ୟ ମୀନା କୁମାରୀ ବିବାଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ପବ୍ଲିକ ୱାର୍କର୍ସ ଗେଷ୍ଟ ହାଉସରେ ମହିଳାଙ୍କ ଉପରେ ହେଉଥିବା…

5 years ago

This website uses cookies.