Home

ଉଠିଲା ଲକ୍‌ଡାଉନ୍‌: ଅପରାହ୍ନ ୫ ପର୍ଯ୍ୟନ୍ତ ଖୋଲିବ ଦୋକାନ ବଜାର

ପାଟନା,୮।୬:ଦେଶରେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମଣ କମିବା ପରେ ବିଭିନ୍ନ ରାଜ୍ୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। ମଙ୍ଗଳବାର ବିହାରରେ ଲକଡାଉନ୍‌ କଟକଣା ଉଠାଇ ଦିଆଯାଇଛି। ଏନେଇ…

5 years ago

ଦିନେ ଟିକା ନେବାକୁ ମନା କରୁଥିଲେ ଅଖିଳେଶ: ଏବେ କହିଲେ, ମୁଁ ବି ନେବି ଟିକା

ଲକ୍ଷ୍ନୌ,୮।୬: ଶେଷରେ ସମାଜବାଦୀ ପାର୍ଟି ସଭାପତି ଅଖିଳେଶ ଯାଦବ ମଙ୍ଗଳବାର କରୋନା ଟିକା ନେବେ ବୋଲି ଘୋଷଣା କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି ଯେ ଜନସାଧାରଣଙ୍କ…

5 years ago

୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଲା ଏହି ପ୍ରାଣୀ…

ମସ୍କୋ,୮।୬: ଦିନେ ଦୁଇ ଦିନ ଅବା ସପ୍ତାହେ ନୁହେଁ। ଏକାଥରେ ୨୪ ହଜାର ବର୍ଷ ଶୋଇବା ପରେ ବରଫ ତଳୁ ନିଦରୁ ଉଠିଛି ଏକ ପ୍ରାଣୀ। ଏହି…

5 years ago

‘ଏମିତି କୁହ ନାହିଁ, ମୋତେ ବହୁତ୍‌ କଷ୍ଟ ହେଉଛି’;କାହିଁକି ଏମିତି କହିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୮।୬: ଟିମ ଇଣ୍ଡିଆର ଅଫ ସ୍ପିନର ଆର ଅଶ୍ୱିନ ତାଙ୍କ ଟୁଇଟ୍‌ରେ ସଞ୍ଜୟ ମଞ୍ଜରେକରଙ୍କୁ ଏକ କଡା ଜବାବ ଦେଇଛନ୍ତି। ଅଶ୍ୱିନ ଟୁଇଟର୍‌ରେ ତାମିଲ ଚଳଚ୍ଚିତ୍ର ଏନିଅନର…

5 years ago

ଭାରତକୁ ଚେତାବନୀ ଦେଲା ଡବ୍ଲ୍ୟୁଏଚ୍‌ଓ: ଶୀଘ୍ର ହଟାଅନି କରୋନା କଟକଣା…

ଜେନେଭା/ନୂଆଦିଲ୍ଲୀ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଏପରିସ୍ଥଳେ ଘୋଷଣା କରାଯାଇଥିବା ଲକ୍‌ଡାଉନ୍‌କୁ ଧୀରେଧୀରେ କୋହଳ କରାଯାଉଛି। ତେବେ ଭାରତକୁ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ ଚେତାବନୀ…

5 years ago

୧୫ ବର୍ଷ ବଡ଼ ଅଭିନେତାଙ୍କୁ ପ୍ରେମରେ ପଡିଥିଲେ ଡିମ୍ପଲ୍‌; ବିବାହ ପରେ ମାନି ନଥିଲେ ଏହି ସର୍ତ୍ତ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ଡିମ୍ପଲ କାପାଡିଆ ଆଜି ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୮ ଜୁନ ୧୯୫୭ରେ ଏକ ଧନୀ ପରିବାରରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ…

5 years ago

୨୮ ବଲ୍‌ରୁ ବିସ୍ଫୋରକ ଶତକ ମାରି ଇତିହାସ ରଚିଲେ ଏହି କ୍ରିକେଟର୍‌

କ୍ରିକେଟରେ ପ୍ରାୟତଃ ଅନେକ ବିସ୍ଫୋରକ ଇନିଂସ ଦେଖିବାକୁ ମିଳିଥାଏ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ୟୁରୋପୀୟ ଟି-୧୦ କ୍ରିକେଟ ଲିଗରେ ପାକିସ୍ତାନୀ ବ୍ୟାଟ୍ସମ୍ୟାନ ଏଭଳି ଏକ ଇନିଂସ…

5 years ago

ଡେଲ୍ଟା ଭାରିଆଣ୍ଟ୍‌ ଅଧିକ ଭୟଙ୍କର: ଏହା ଯୋଗୁ କମୁଛି ଶ୍ରବଣ ଶକ୍ତି, ବଢୁଛି ଅବସାଦ…

ଚେନ୍ନାଇ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଭାରତରେ ଦେଖାଦେଇଥିବା ଡେଲ୍ଟା ଭାରିଆଣ୍ଟ୍‌ ଇତିମଧ୍ୟରେ ପୃଥିବୀର ୬୦ ଦେଶକୁ ବ୍ୟାପିଛି।…

5 years ago

ପ୍ରଧାନମନ୍ତ୍ରୀଙ୍କ ପାଖରେ ପହଞ୍ଚିଲା ଏହି କ୍ରିକେଟର୍‌ଙ୍କ ମାମଲା

ଲଣ୍ଡନ,୮।୬: ଇଂଲଣ୍ଡ ପେସର୍‌ ଓଲି ରବିନ୍‌ସନ୍‌ ବିବାଦୀୟ ଟୁଇଟ୍‌ ପ୍ରସଙ୍ଗ ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିସ ଜନସନଙ୍କ ନିକଟରେ ପହଞ୍ଚିଛି। ଜନସନ ତାଙ୍କ କ୍ରୀଡ଼ା ମନ୍ତ୍ରୀଙ୍କ ମନ୍ତବ୍ୟକୁ ସମର୍ଥନ…

5 years ago

ଏମିତି ଫଟୋ ଛାଡିଲେ ଜାଡେଜା: ପ୍ରଶଂସକ କଲେ ସନ୍ଦେହ

ଲଣ୍ଡନ,୮।୬: ଭାରତୀୟ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଇଂଲଣ୍ଡର ଟିମ ଇଣ୍ଡିଆ ସହିତ ଅଛନ୍ତି ଏବଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ (ଡବ୍ଲୁଟିସି ଫାଇନାଲ) ପାଇଁ ପ୍ରସ୍ତୁତ ହେଉଛନ୍ତି।…

5 years ago

This website uses cookies.