ପାଣି ତଳେ ଧାରଣା ଦେଇ ପ୍ରଶାସକଙ୍କୁ ହଟାଇବା ପାଇଁ ଦାବି…
କାଭର୍ତ୍ତିି,୮।୬: ପ୍ରଶାସକଙ୍କୁ ହଟାଇବା ପାଇଁ ଲୋକେ ପାଣିତଳେ ଧାରଣା ଦେଇଛନ୍ତି। ଏଭଳି ନିଆରା ଘଟଣା ଲାକ୍ଷାଦ୍ୱୀପରେ ଘଟିଛି। ପ୍ରଶାସକ ପ୍ରଫୁଲ୍ଲ ପଟେଲଙ୍କୁ ଦାୟିତ୍ୱରୁ ହଟାଇବା ଲାଗି ସୋମବାର ଲୋକେ ପାଣି ତଳେ ପ୍ରଦର୍ଶନ କରିଛନ୍ତି। ଅନ୍ୟ ଲୋକେ ନିଜ ନିଜ...
ମୁହଁରେ ବଲ୍ ବାଜିବାରୁ ବ୍ୟାଟ୍ସମ୍ୟାନ୍ଙ୍କ ପଡିଲା ୭ ଷ୍ଟିଚ୍
କରୋନା କାରଣରୁ ସ୍ଥଗିତ ରଖାଯାଇଥିବା ପାକିସ୍ତାନ ସୁପର ଲିଗ (ପିଏସଏଲ)ର ଏହି ସିଜିନର ଅବଶିଷ୍ଟ ମ୍ୟାଚ ବୁଧବାରଠାରୁ ଆରମ୍ଭ ହେଉଛି। କିନ୍ତୁ ଏହାପୂର୍ବରୁ ଲାହୋର କଲନ୍ଦର୍ସ ଦଳକୁ ଏକ ବଡ଼ ଝଟ୍କା ଲାଗିଛି। ଅଭ୍ୟାସ ସମୟରେ ଦଳର ଷ୍ଟାର ବିଦେଶୀ...
ଭାକ୍ସିନ୍ର ୨ ଡୋଜ୍ ନେଲା ପରେ ବି ସୃଷ୍ଟି ହେଉନି ଆଣ୍ଟିବଡ଼ି, ବିଶେଷଜ୍ଞଙ୍କ ଚିନ୍ତା ବଢ଼ିଲା…
ଲକ୍ଷ୍ନୌ,୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍ର ୨ଟି ଡୋଜ୍ ନେବା ପରେ ବି...
କରୋନାରେ ୩୦ ହଜାର ପିଲା ଅନାଥ
ନୂଆଦିଲ୍ଲୀ, ୮ା୬: କରୋନାରେ ଦେଶର ୩୦,୦୭୧ ପିଲା ଅନାଥ ହୋଇଛନ୍ତି। ଜୁନ୍ ୫ ସୁଦ୍ଧା ରାଜ୍ୟଗୁଡ଼ିକ ପକ୍ଷରୁ ଏ ନେଇ ତଥ୍ୟ ଦାଖଲ ହୋଇଥିବା ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (ଏନ୍ସିପିସିଆର୍) ସୋମବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି। ମୋଟ ୨୬,୧୭୬...
ହାରିସ୍ଙ୍କ ବିମାନରେ ଯାନ୍ତ୍ରିକ ତ୍ରୁଟି
ଆମେରିକା ଉପରାଷ୍ଟ୍ରପତି ହେବା ପରେ ପ୍ରଥମ କରି ବିଦେଶ ଯାତ୍ରାରେ ବାହାରିଥିବା କମଲା ହାରିସ୍ଙ୍କ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁ ଅଧା ବାଟରୁ ଫେରିଆସିଛି। ହାରିସ୍ ରବିବାର ଗୁଏତ୍ମାଲା ଏବଂ ମେକ୍ସିକୋ ଯିବାକୁ ବାହାରିବାର ଅଧଘଣ୍ଟା ପରେ ଯାନ୍ତ୍ରିକ ତ୍ରୁଟି...
ମହାକାଶକୁ ଯିବେ ବେଜୋସ୍
ଆମାଜନ୍ ପ୍ରତିଷ୍ଠାତା ତଥା ସ୍ପେସ୍ କମ୍ପାନୀ ବ୍ଲୁ ଅରିଜନ୍ର ମାଲିକ ଜେଫ୍ ବେଜୋସ୍ ଜୁଲାଇ ୨୦ରେ ମହାକାଶକୁ ଯିବେ। ବ୍ଲୁ ଅରିଜିନ୍ ଦ୍ୱାରା ପଠାଯାଉଥିବା ପ୍ରଥମ ମାନବ ମହାକାଶ ଯାନରେ ସେ ତାଙ୍କ ଭାଇ ମାର୍କଙ୍କ ସହ ସ୍ପେସ୍କୁ ଯିବେ...
ସାନିଟାଇଜର ଫାର୍ମରେ ନିଅଁ।: ୧୮ ମୃତ
ପୁଣେ,୮ା୬: ମହାରାଷ୍ଟ୍ରର ପୁଣେସ୍ଥିତ ଏକ ରାସାୟନିକ କାରଖାନାରେ ସୋମବାର ଅଗ୍ନିକାଣ୍ଡ ଘଟି ୧୮ କର୍ମଚାରୀଙ୍କ ମୃତ୍ୟୁ ହେବା ସହ ଅନ୍ୟ କେତେଜଣ ନିଖୋଜ ଅଛନ୍ତି। ମୃତକଙ୍କ ମଧ୍ୟରେ ୧୫ ଜଣ ମହିଳା ଥିବା ଜଣାପଡ଼ିଛି। ଉକ୍ତ କାରଖାନାରେ ସାନିଟାଇଜର ତିଆରି...
କରୋନା ଗ୍ରାଫ୍ ତଳମୁହାଁ: ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେରୁ କମିଲା…
ନୂଆଦିଲ୍ଲୀ,୮।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା କମିବାରେ ଲାଗିଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମୁଛି। ୬୬ ଦିନ ପରେ ଦେଶରେ ନୂଆ କରୋନା...
ଚାପରେ ଯାଚିଲେ ଟିକା
ନୂଆଦିଲ୍ଲୀ, ୮ା୬: କୋଭିଡ୍-୧୯କୁ ପ୍ରତିହତ କରିବା ଲାଗି ପ୍ରତିଷେଧକ ଭାବେ ଟିକାକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଛି। ହେଲେ ଜନସଂଖ୍ୟା ବହୁଳ ରାଷ୍ଟ୍ର ଭାରତରେ ଅଦ୍ୟାବଧି ମାତ୍ର ୨୩କୋଟିରୁ ସାମାନ୍ୟ ଊର୍ଦ୍ଧ୍ୱ ଲୋକଙ୍କୁ ଟିକା ଦିଆଯାଇଛି। ଚାହିଦା ମେଣ୍ଟାଇବା ପାଇଁ ଉତ୍ପାଦନ...
ବିପଜ୍ଜନକ ହୋଇପାରେ ମୌସୁମୀ
ନୂଆଦିଲ୍ଲୀ, ୮ା୬: ଜୁନ୍ରୁ ସେପ୍ଟେମ୍ବର ମଧ୍ୟରେ ଦକ୍ଷିଣ ଏସିଆ ଅଞ୍ଚଳକୁ ଆସେ ମୌସୁମୀ। ଏଥିଜନିତ ୪ ମାସର ବର୍ଷା ଉପରେ ଏହି ଅଞ୍ଚଳର କୃଷି ଅର୍ଥନୀତି ନିର୍ଭରଶୀଳ। କିନ୍ତୁ ଚଳିତ ଥର ଦକ୍ଷିଣ-ପଶ୍ଚିମ ମୌସୁମୀକୁ ପ୍ରଭାବିତ କରିପାରେ ବ୍ୟାପକ ଜଳବାୟୁ...