ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ
ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍ପ୍ରେସର ଏବଂ ସୁଗାର ଲେବୁଲରେ ସମସ୍ୟା ଦେଖାଦେଇଥିଲା। ଅଂଶୁଳାଙ୍କୁ ଦେଖିବା ପାଇଁ ତାଙ୍କ ପିତା...
ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍ ନେେଇ ଶରୀରରେ ରୋଗ...
୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…
ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର ବିବାହ ପାଇଁ ଆସି ହଟହଟା ହୋଇଛନ୍ତି। ରାସ୍ତା କାଦୁଅରେ ଭରି ଥିବାରୁ ୩...
ଟିକାଦାନ ଏବେ ଭୋଟ୍ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲୋକଙ୍କ ସୁବିଧା ପାଇଁ ଭୋଟ କେନ୍ଦ୍ରରେ ଟିକାଦାନ କରାଯିବ ବୋଲି...
ଆଖିବୁଜିଲେ ଏହି ଅଭିିନେତ୍ରୀ
ଅଭିନେତ୍ରୀ ତାର୍ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା ତାରଲା ଯୋଶୀଙ୍କର ମୃତ୍ୟୁ ବିଷୟରେ ଅଭିନେତ୍ରୀ ନିଆ ଶର୍ମା ସୋସିଆଲ ମିଡିଆ ଜରିଆରେ...
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର...
ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ ଲାଗି ବାଲେଶ୍ୱରରେ କେନ୍ଦ୍ରୀୟ ଟିମ୍
ବାଲେଶ୍ୱର ଅଫିସ,୭ା୬: ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ଅନୁଧ୍ୟାନ କରିବାକୁ ସୋମବାର କେନ୍ଦ୍ରୀୟ ଟିମ୍ ବାଲେଶ୍ୱରରେ ପହଞ୍ଚିଛନ୍ତ। କେନ୍ଦ୍ର ଗୃହ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ୍ କେନ୍ଦ୍ରରୁ ୭ଜଣ ସଦସ୍ୟ ଆସି ପ୍ରଥମେ ରେମୁଣା ବ୍ଲକ ସାର୍ଥା...
ଏହି ଅଭିନେତ୍ରୀଙ୍କ ସୌନ୍ଦର୍ଯ୍ୟରେ ପାଗଳ ଥିଲେ ଏମ୍ଏଫ୍ ହୁସେନ୍
ବଲିଉଡ୍ ଅଭିନେତ୍ରୀ ଅମୃତା ରାଓ ଆଜି ନିଜର ୪୦ତମ ଜନ୍ମଦିନ ପାଳନ କରୁଛନ୍ତି। ଅମୃତା ଇଶ୍କ-ଭିସ୍କ, ମେଁ ହୁଁ ନା, ବିବାହ, ମସ୍ତି ଏବଂ ଜଲି ଏଲ୍ଏଲ୍ବି ଭଳି ଚଳଚ୍ଚିତ୍ରରେ ଦମ୍ଦାର୍ ଅଭିନୟ ପାଇଁ ବେଶ ଜଣାଶୁଣା। ହିନ୍ଦୀ ଚଳଚ୍ଚିତ୍ର...
ନୂଆ ମାର୍ଗଦର୍ଶିକା ଜାରି କଲେ କେନ୍ଦ୍ର ସରକାର: ଭିଟାମିନ୍ ଟ୍ୟାବଲେଟ୍-ଷ୍ଟିମ୍ ନେବାକୁ ମନା …
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ ନୂଆ କରୋନା ମାର୍ଗଦର୍ଶିକା ଜାରି କରାଯାଇଛି। ଲକ୍ଷଣ ପ୍ରକାଶ ପାଉ ନ ଥିବା କରୋନା ଆକ୍ରାନ୍ତ ଭିଟାମିନ୍ ଟ୍ୟାବଲେଟ୍, ଷ୍ଟିମ୍...
ମଦ ପିଇ ବାହା ହେବାକୁ ଆସିଥିଲେ ବର, କନ୍ୟା ନେଲେ ବଡ଼ ନିଷ୍ପତ୍ତି
ଲକ୍ଷ୍ନୌ,୭ା୬: ଉତ୍ତରପ୍ରଦେଶର ପ୍ରତାପଗଡ଼ର ଜଣେ ବର ମଦ ପିଇ ବିବାହ ପାଇଁ କନ୍ୟା ଘରେ ପହଞ୍ଚିବା ଭାରି ପଡ଼ିଛି। ବରକୁ ଏପରି ଅବସ୍ଥାରେ ଦେଖି କନ୍ୟା ବିବାହ କରିବାକୁ ମନା କରିଦେଇଛନ୍ତି। ଖାଲି ଏତିକି ନୁହେଁ, କନ୍ୟାପକ୍ଷ ବରଙ୍କ ସମେତ...