ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା
ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ...
ରାଜ୍ୟରେ ୮ରୁ ବଢ଼ିବ ବର୍ଷା
ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର...
ଖୁବ୍ଶୀଘ୍ର ଏସ୍ସିବିରେ ଏକ୍ମୋ ଚିକିତ୍ସା
ଭୁବନେଶ୍ୱର,୭।୬(ବ୍ୟୁରୋ): ଏସ୍ସିବି ମେଡିକାଲରେ ଏକ୍ମୋ ଚିକିତ୍ସା ସେବା ଖୁବ୍ଶୀଘ୍ର ଆରମ୍ଭ ହେବ। ଏଥିପାଇଁ ୬ଟି ମେଶିନ ଆସିବାକୁ ଥିବାବେଳେ କାର୍ଡିଓଥେରାସିସ୍ ବିଭାଗରେ ସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଥିବା ଡିଏମ୍ଇଟି ସିବିକେ ମହାନ୍ତି ରବିବାର ସୂଚନା ଦେଇଛନ୍ତି। ଫଳରେ ଏଣିକି ଏହି...
ଆଜି ରାଜ୍ୟରୁ ୬୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, କଟକରୁ ସର୍ବାଧିକ
ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ ଲଗାତର କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୬୧୧୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୯,୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...
ଟିକାକୁ ନେଇ ଟଣାଓଟରା: ଓଡ଼ିଶାରେ ୬୦୦ କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୭।୬(ବ୍ୟୁରୋ): କେନ୍ଦ୍ର ସରକାର ରାଜ୍ୟଗୁଡ଼ିକୁ ପର୍ଯ୍ୟାପ୍ତ କୋଭିଡ୍ ଭାକ୍ସିନ ଯୋଗାଇ ଦେଉଛୁ ବୋଲି ଦାବି କରୁଥିବା ବେଳେ ଓଡ଼ିଶାରେ ଟିକା ଅଭାବରୁ ପ୍ରାୟ ୬୦୦ଟିକାକରଣ କେନ୍ଦ୍ର ବନ୍ଦ ପଡ଼ିଛି। ରାଜ୍ୟରେ ଏବେ ବି ଟିକା ସମସ୍ୟା ଲାଗି ରହିଛି। ଓଡ଼ିଶା...
ଆଣ୍ଠୁମାଡି ସ୍ତ୍ରୀଙ୍କ ଫଟୋ ଉଠାଇଲେ କୋହଲି: ମହିଳା କ୍ରିକେଟର୍ କଲେ ଖୁଲାସା
ଭାରତୀୟ ମହିଳା ଏବଂ ପୁରୁଷ ଦଳ କେବଳ ଜୁନ ୩ରେ ଇଂଲଣ୍ଡରେ ପହଞ୍ଚିଛନ୍ତି। ଉଭୟ ଦଳ ଏବେ ସାଉଥମ୍ପଟନରେ କ୍ୱାରାଣ୍ଟାଇନ୍ରେ ଅଛନ୍ତି। ମହିଳା ଦଳ ଜୁନ୍ ୧୬ରେ ଆୟୋଜକ ଇଂଲଣ୍ଡ ବିପକ୍ଷରେ ଏକମାତ୍ର ଟେଷ୍ଟ ମ୍ୟାଚ ଖେଳିବ। ଏଥି ସହିତ...
କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ
ନୂଆଦିଲ୍ଲୀ,୬।୬: କରୋନା ଚିକିତ୍ସା ପାଇଁ ଆଉ ଏକ ଔଷଧ ପରୀକ୍ଷଣ ଆରମ୍ଭ ହୋଇଛି। ସିଏସଆଇଆର ଇଣ୍ଡିଆ ଏବଂ ଲକ୍ସାଇ ଲାଇଫ ସାଇନ୍ସ ଏହି କ୍ଲିନିକାଲ ଟ୍ରାଏଲ ଆରମ୍ଭ କରିଛନ୍ତି। ଏହାର ପ୍ରଭାବ, ନିରାପତ୍ତା ଏବଂ ସହନଶୀଳତାକୁ ଆକଳନ କରିବା ପାଇଁ...
ମୋଦିଙ୍କୁ ଭେଟିଲେ ନଡ୍ଡା
ନୂଆଦିଲ୍ଲୀ,୬।୬: ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସମସ୍ତ ଜାତୀୟ ସାଧାରଣ ସଚିବଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ତାଙ୍କ ବାସଭବନରେ ୭ ଲୋକ କଲ୍ୟାଣ ମାର୍ଗରେ ପହଞ୍ଚିଛନ୍ତି। ସୂଚନାନୁସାରେ, ଉତ୍ତରପ୍ରଦେଶର ରାଜନୀତି ଠାରୁ...
ଦଳକୁ ଫେରିବାକୁ ଚାହୁଁଛନ୍ତି ଆଉ ଜଣେ ଟିଏମ୍ସି ନେତା
କୋଲକାତା,୬।୬: ପଶ୍ଚିମବଙ୍ଗରେ କିଛି ପୂର୍ବତନ ତୃଣମୂଳ କଂଗ୍ରେସ (ଟିଏମ୍ସି) ବିଧାୟକ ନିର୍ବାଚନ ପୂର୍ବରୁ ଭାଜପାରେ ଯୋଗ ଦେଇଥିଲେ। କିନ୍ତୁ ବର୍ତ୍ତମାନ ସେମାନେ ମତ ବଦଳାଇ ପୂର୍ବ ଦଳକୁ ଫେରିବା ଲାଗି ଇଚ୍ଛା ପ୍ରକାଶ କରିଛନ୍ତି। ଏହି ଘଟଣାରେ ପ୍ରଦୀପ ବିଶ୍ୱାସ...
ଭୁଲ୍ ସ୍ବୀକାର କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୬।୬: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ନିଜର ଏକ ଭୁଲ୍କୁ ସ୍ବୀକାର କରିଛନ୍ତି। ୨୦୧୯ରେ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାରଙ୍କ ସହ ମିଶି ସରକାର ଗଠନ ପାଇଁ ନିଷ୍ପତ୍ତି ନେବା ଭୁଲ୍ ଥିଲା ବୋଲି...