ସରକାରୀ କର୍ମଚାରୀଙ୍କୁ ମିଳିବ ବୈଦ୍ୟୁତିକ ଯାନ
ପାଣାଜୀ,୬।୬: ବୈଦ୍ୟୁତିକ ଯାନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ଗୋଆ ଏବଂ କେରଳ ସରକାର ସେମାନଙ୍କ ରାଜ୍ୟରେ ସରକାରୀ ଏଜେନ୍ସି ଏବଂ କର୍ମଚାରୀଙ୍କ ପାଇଁ ବୈଦ୍ୟୁତିକ ଯାନ କିଣିବା ପାଇଁ ପଦକ୍ଷେପ ନେଇଛନ୍ତି।...
ପ୍ରଧାନମନ୍ତ୍ରୀ ହେବେ କି; ଉତ୍ତରରେ ସୋନୁ ସୁଦ୍ କହିଲେ..
କରୋନାର ଦ୍ୱିତୀୟ ଲହର ଦେଶରେ ଆତଙ୍କ ଖେଳାଇ ଦେଇଛି। ଏଭଳି ପରିସ୍ଥିତିରେ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କୁ ସମସ୍ତ ଉପାୟରେ ସାହାଯ୍ୟ କରୁଛନ୍ତି। ଅନେକ ଥର ସୋସିଆଲ ମିଡିଆରେ ପ୍ରଶଂସକମାନେ ତାଙ୍କୁ ରାଜନୀତିରେ ଯୋଗଦେବା ବିଷୟରେ ପ୍ରଶ୍ନ କରିଛନ୍ତି।...
ଟିକା ନୁହେଁ, ସରକାର ବ୍ଲୁ-ଟିକ୍ ପାଇଁ ଲଢୁଛନ୍ତି: ରାହୁଲ
ନୂଆଦିଲ୍ଲୀ,୬।୬: ଆଜିକାଲି ମାଇକ୍ରୋ ବ୍ଲଗିଂ ସାଇଟ ଟୁଇଟର ଏବଂ କେନ୍ଦ୍ର ସରକାର ମୁହାଁମୁହିଁ ହୋଇଛନ୍ତି। ପ୍ରଥମେ ଆଇଟିର ନୂତନ ନିୟମକୁ ନେଇ ଟୁଇଟର ଏବଂ ସରକାରଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା ଏବଂ ଏହା ପରେ ଉପରାଷ୍ଟ୍ରପତିଙ୍କ ସମେତ ବହୁ ଆରଏସଏସ...
ଦଳ କହିଲେ ମୁଁ ମୁଖ୍ୟମନ୍ତ୍ରୀ ପଦ ଛାଡିଦେବି: ୟେଦ୍ୟୁରପ୍ପା
ବେଙ୍ଗାଲୁରୁ,୬।୬: କର୍ନାଟକରେ ପୁଣି ରାଜନୈତିକ ଅସ୍ଥିରତା ଦେଖା ଦେଇଛି। କର୍ନାଟକର ମୁଖ୍ୟମନ୍ତ୍ରୀ ବି.ଏସ ୟେଦ୍ୟୁରପ୍ପାଙ୍କ ଭାଜପାର କିଛି ବିଧାୟକଙ୍କ ସହ ମନୋମାଳିନ୍ୟ ରହିଛି। ଏହି କାରଣରୁ ୟେଦ୍ୟୁରପ୍ପା ଖୁବ୍ଶୀଘ୍ର ନିଜ ପଦ ଛାଡିବେ ବୋଲି ଚର୍ଚ୍ଚା ହେଉଛି। ରବିବାର ୟେଦ୍ୟୁରପ୍ପା...
ଜନ୍ମଦିନରେ ସ୍ବାମୀଙ୍କଠାରୁ ଏମିତି ଖାସ୍ ପ୍ରତିଶ୍ରୁତି ପାଇଲେ ନେହା କକ୍କର
ବଲିଉଡ୍ ଗାୟିକା ନେହା କକ୍କର ଆଜି ନିଜର ୩୩ତମ ଜନ୍ମଦିନ ପାଳନ କରୁଛନ୍ତି। ବିବାହ ପରେ ଏହା ତାଙ୍କର ପ୍ରଥମ ଜନ୍ମଦିନ। ସ୍ବାମୀ ରୋହନପ୍ରୀତ ସିଂଙ୍କ ସହ ଏହି ଜନ୍ମଦିନକୁ ଅତି ସ୍ବତନ୍ତ୍ର ଭାବରେ ସେ ପାଳନ କରିଛନ୍ତି। ରୋନପ୍ରୀତ...
ବିନା ସ୍ଲଟ୍ ବୁକିଂରେ ନେଇପାରିବେ ଦ୍ୱିତୀୟ ଡୋଜ୍ ଟିକା
ଭୁବନେଶ୍ୱର,୬ା୬(ବ୍ୟୁରୋ): ଏଣିକି ବିନା ସ୍ଲଟ୍ରେ ଦିଆଯିବ ଦିତୀୟ ଡୋଜ୍ ଟିକା। ଭୁବନେଶ୍ୱରରେ ଦ୍ୱିତୀୟ ଡୋଜ୍ ଟିକାକରଣକୁ ଗୁରୁତ୍ୱ ଦିଆଯାଇଛି। ମେ’ ୧୪ ପୂର୍ବରୁ ଟିକା ନେଇଥିବା ଲୋକଙ୍କୁ ଏହି ମିଳିବ ସୁବିଧା ଉପଲବ୍ଧ ହେବ। ପ୍ରଥମ ଡୋଜ୍ ନେଇଥିବା ୧୮ରୁ...
କ୍ରିକେଟର୍ ସବୁଠୁ ‘ମହଙ୍ଗା ନୋ ବଲ୍’ର କାହାଣୀ ଜାଣନ୍ତୁ
୨୭ ବର୍ଷ ପୂର୍ବେ ଠିକ୍ ଆଜିର ଦିନରେ ମହାନ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା ଇତିହାସ ସୃଷ୍ଟି କରିଥିଲେ। କାରିବିଆନ ତାରକା ଲାରା ପ୍ରଥମ ଶ୍ରେଣୀ କ୍ରିକେଟରେ ୫୦୧ ରନ ସ୍କୋର କରି ବିଶ୍ୱ ରେକର୍ଡ ସୃଷ୍ଟି କରିଥିଲେ। ଆଜି ପର୍ଯ୍ୟନ୍ତ...
ମାଲବାହୀ ଟ୍ରେନ୍ର ୩ ବଗି ଲାଇନ୍ଚ୍ୟୁତ
କେନ୍ଦୁଝର,୬ା୬(ସ୍ବ.ପ୍ର.) କେନ୍ଦୁଝରଗଡ଼ ରେଳ ଷ୍ଟେଶନ ନିକଟରେ ମାଲବାହୀ ଟ୍ରେନ୍ର ୩ଟି ବଗି ଲାଇନ୍ଚ୍ୟୁତ ହେବା ଫଳରେ ଟ୍ରେନ୍ ଚଳାଚଳରେ ବ୍ୟାହତ ସୃଷ୍ଟି ହୋଇଛି। ଆଜି ଦିନ ପ୍ରାୟ ୧୨.୩୦ରେ ନୟାଗଡ଼ ସାଇଡିଂ (ବଡ଼ବିଲ) ଅଭିମୁଖେ ଲୁହା ପଥର ଆଣିବାକୁ ଯାଉଥବା...
ବିଶ୍ୱାସ କରିପାରୁନାହାନ୍ତି ରଣବୀର
ଗତ କିଛି ବର୍ଷ ମଧ୍ୟରେ ରଣବୀର ସିଂ ନିଜକୁ ଜଣେ ଲୋକପ୍ରିୟ ଅଭିନେତା ଭାବରେ ପ୍ରତିପାଦିତ କରିସାରିଛନ୍ତି। ଯେ କୌଣସି ଭୂମିକା ହେଉ ତାହାକୁ ବେଶ୍ ସୁଚାରୂ ରୂପେ ତୁଲାଉଛନ୍ତି। ନିକଟରେ ଏପରି ଏକ ଘଟଣା ଘଟିଛି, ଯାହାକୁ ସେ...
ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ଦେଉଛନ୍ତି କେଜରିଓ୍ବାଲ: କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୬।୬: ଘରେ ରାଶନ ପହଞ୍ଚାଇବା ପାଇଁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ପକ୍ଷରୁ କରାଯାଇଥିବା ଯୋଜନା ନେଇ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁହଁ ଖୋଲିଛନ୍ତି। କେଜରିଓ୍ବାଲ କେନ୍ଦ୍ର ସରକାରଙ୍କ ରାଷ୍ଟ୍ରୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ବାଧା ସୃଷ୍ଟି...