ବିନା ଭକ୍ତରେ ସ୍ନାନ କଲେ ମହାପ୍ରଭୁ
ଖୋର୍ଦ୍ଧା ଅଫିସ,୨୪ା୬: ଖୋର୍ଦ୍ଧା ଜାଗୁଳାଇପାଟଣାସ୍ଥିତ ଶ୍ରୀ ଅନନ୍ତ ପୁରୁଷୋତ୍ତମ ଦେବଙ୍କ ପବିତ୍ର ଦେବସ୍ନାନ ଯାତ୍ରା ବିନା ଭକ୍ତରେ ବିଧି ଅନୁଯାୟୀ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୦୮ ଗରା ସୁବାସିତ ଜଳରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ ପରେ ଗଜ ବେଶରେ ଦର୍ଶନ ଦେଇଛନ୍ତି।...
ଧାନ କିଣାବିକା ସମସ୍ୟା: ତେଜୁଛି ଆନ୍ଦୋଳନ
ବରଗଡ଼ ଅଫିସ,୨୪ା୬: ବରଗଡ଼ ଜିଲାରେ ଧାନ ବିକ୍ରି ସମସ୍ୟା ଯେଭଳି ବଢ଼ି ଚାଲିଛି, ପ୍ରତିବାଦରେ ଆନ୍ଦୋଳନ ମଧ୍ୟ ସେଭଳି ତେଜି ଉଠିଛି । ଗୁରୁବାର ଅତାବିରା ଓକିଲ ସଂଘ ଧାନ ଉଠାଣ ଏବଂ ଚାଷୀମାନଙ୍କୁ ଫସଲ କ୍ଷତି ଦାବିରେ ବରଗଡ଼...
ଗଞ୍ଜାମର ଏହି ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ
ଛତ୍ରପୁର,୨୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ସହ ସକ୍ରିୟଙ୍କ ସଂଖ୍ୟା ବହୁତ କମ୍ ଥିବାରୁ ଜିଲା ଗ୍ରୀନ୍ ଜୋନରେ ରହିଛି। ଅପରପକ୍ଷରେ ଜିଲାର ୨୨ ବ୍ଲକ ମଧ୍ୟରୁ ଶେରଗଡ଼ ବ୍ଲକ ସମ୍ପୂର୍ଣ୍ଣ କରୋନା ମୁକ୍ତ ହୋଇଛି। ସେହିପରି ଜିଲାର...
ଫାଇଜର-ମର୍ଡେନା ଭାକ୍ସିନ୍କୁ ନେଇ ଆତଙ୍କ, ଯୁବବର୍ଗଙ୍କଠାରେ ସୃଷ୍ଟି ହେଉଛି ହାର୍ଟ ସମସ୍ୟା …
ଓ୍ବାଶିଂଟନ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ଜନକ ସ୍ଥିତି ସୃଷ୍ଟି ହୋଇଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ବିଭିନ୍ନ ଦେଶରେ ସାର୍ବଜନୀକ ଭାକ୍ସିନ୍ ପ୍ରଦାନ ଅଭିଯାନ ଜାରି ରହିଛି। ତେବେ ଦିଆଯାଉଥିବା ଭାକ୍ସିନ୍ ଯୋଗୁ ଯୁବବର୍ଗଙ୍କଠାରେ ହାର୍ଟ...
ଧଳା କେଶ ପୁଣି ହେବ କଳା…
କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ। ଅବସାଦ ଦୂର ହେବାପରେ ଏଭଳି ସମ୍ଭବ ହେବ ବୋଲି କଲମ୍ବିଆ ବିଦ୍ୟାଳୟରେ ହୋଇଥିବା...
କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି) ବିଶ୍ୱକପ୍ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛି।...
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ...
ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ
ଛତ୍ରପୁର,୨୪ା୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି,...
ଡବ୍ଲ୍ୟୁଟିସି ଫାଇନାଲ୍ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା କାହିଁକି ଉଭୟ ବିରାଟ କୋହଲି ଏବଂ କେନ ୱିଲିୟମସନ୍ ପରସ୍ପର ପ୍ରତି ପାରସ୍ପରିକ...
ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ...