ମହାନ କ୍ରିକେଟରଙ୍କ ଭବିଷ୍ୟବାଣୀ: ୪-୦ରେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍ ଜିତିବ ବିରାଟବାହିନୀ
ନୂଆଦିଲ୍ଲୀ,୪।୬: ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଆଗାମୀ ଟେଷ୍ଟ ସିରିଜରେ ବିରାଟ କୋହଲି ନେତୃତ୍ୱାଧୀନ ଭାରତୀୟ ଟିମ୍ ଭଲ ପ୍ରଦର୍ଶନ କରିବ। ଦଳ ଏହି ସିରିଜକୁ ୪-୦ରେ ଜିତିବ ବୋଲି ଦୃଢ଼ୋକ୍ତି ପ୍ରକାଶ କରିଛନ୍ତି ମହାନ କ୍ରିକେଟର ସୁନୀଲ ଗାଭାସ୍କର।...
ଅମ୍ବାଳିଅଠା ନିକଟରେ ସିରିଜ୍ ଦୁର୍ଘଟଣା: ୨ ମୃତ; ଡମ୍ପର ଡ୍ରାଇଭରଙ୍କ ହାତ ଗୋଡ଼ ବାନ୍ଧିଦେଲେ ଲୋକେ
ବାଲେଶ୍ୱର ଅଫିସ, ଜଳେଶ୍ୱର(ଡି.ଏନ୍.ଏ.),୪।୬: ବାଲେଶ୍ୱର ଜିଲା ଜଳେଶ୍ୱର ୫୭ନଂ ରାଜ୍ୟ ରାଜପଥ ନିକଟରେ ଶୁକ୍ରବାର ଏକ ସିରିଜ୍ ଦୁର୍ଘଟଣା ଘଟିଛି। ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆରୁହା ଗ୍ରାମର ସିଦ୍ଧେଶ୍ୱର ବେହେରା ଓ କୁଳମଣି ବେହେରା। ସୂଚନାନୁଯାୟୀ,...
ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ: ଏଣିକି ଜିନ୍ସ,ଟି-ଶାର୍ଟ ପିନ୍ଧି କାର୍ଯ୍ୟାଳୟକୁ ଆସିପାରିବେନି କର୍ମଚାରୀ
ନୂଆଦିଲ୍ଲୀ,୪।୬: ସିବିଆଇ କାର୍ଯ୍ୟାଳୟରେ ବଡ଼ ପରିବର୍ତ୍ତନ ହୋଇଛି। ଏଣିକି ସିବିଆଇ କର୍ମଚାରୀ ଫର୍ମାଲ ଲୁକ୍ରେ ନଜର ଆସିବେ। ସୂଚନାଯୋଗ୍ୟ, ନିକଟରେ କେନ୍ଦ୍ର ଯାଞ୍ଚ ବ୍ୟୁରୋ(ସିବିଆଇ)ର ନୂଆ ନିର୍ଦ୍ଦେଶକ ଭାବେ ଆଇପିଏସ୍ ସୁବୋଧ କୁମାର ଜୟସଓ୍ବାଲ ଦାୟିତ୍ୱ ଗ୍ରହଣ କରିଛନ୍ତି। ନିର୍ଦ୍ଦେଶକ...
ବାପା ହେବାକୁ ଯାଉଛନ୍ତି ଅଭିନେତା ଅପାରଶକ୍ତି, ବିବାହର ୭ ବର୍ଷ ପରେ…
ବମ୍ବେ: ବାପା ହେବାକୁ ଯାଉଛନ୍ତି ବଲିଉଡ୍ ଅଭିନେତା ତଥା ଆୟୁଷ୍ମାନ ଖୁରାନ୍ନାଙ୍କ ଭାଇ ଅପାରଶକ୍ତି। ଖୁବ୍ଶୀଘ୍ର ତାଙ୍କ ଘରକୁ ନୂଆ ଅତିଥି ଆସିବାକୁ ଯାଉଛି। ବିବାହର ସାତ ବର୍ଷ ପରେ ସେ ବାପା ହେବାକୁ ଯାଉଥିବା ନେଇ ସୋସିଆଲ ମିଡିଆରେ...
୧୫ ବର୍ଷ ବୟସରେ ସୁନ୍ଦରତାକୁ ନେଇ କଟୁକଥା ଶୁଣୁଥିଲେ ଏହି ଅଭିନେତ୍ରୀ, ଏବେ କିନ୍ତୁ…
ବମ୍ବେ: କଥାରେ ଅଛି କଷ୍ଟ କଲେ କୃଷ୍ଣ ମିଳନ୍ତି। ଏହାର ତାତ୍ପର୍ଯ୍ୟ ସଫଳତା ପାଇବାକୁ ହେଲେ ସଂଘର୍ଷ କରିବାକୁ ପଡ଼ିଥାଏ। ସେଭଳି କିଛି ଘଟିଛି ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କ କ୍ଷେତ୍ର। ବର୍ତ୍ତମାନ ସମୟରେ ଆଗଧାଡ଼ିର ନାୟିକା ଭାବେ ସେ ଅର୍ଜିଛନ୍ତି...
ଜୁନ ୭ରୁ ୧୦୦ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ ସମସ୍ତ ଘରୋଇ, ସରକାରୀ କାର୍ଯ୍ୟାଳୟ
ଅହମଦାବାଦ, ୪।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଏବେବି ଜାରି ରହିଛି। ହେଲେ ଦୈନିକ ସଂକ୍ରମଣର ପଜିଟିଭ୍ ହାର ତଳକୁ ଖସିଛି। ଗତ ୨ ମାସ ତଳେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୪ହଜାରରୁ ଊର୍ଦ୍ଧ୍ୱ ରହିଥିବା ବେଳେ ବର୍ତ୍ତମାନ...
ନିଶାଙ୍କ ସମର୍ଥନରେ ବାହାରିଲେ ରାମାୟଣର ‘ସୀତା’: ମୁଣ୍ଡର କ୍ଷତ ଦେଖି କହିଲେ…
ବମ୍ବେ: କିଏ ସତ କହୁଛି ଆଉ କିଏ ମିଛ। କିଛି ଜଣାପଡ଼ୁନାହିଁ। ଏପରିସ୍ଥଳେ ଦିନକୁ ଦିନ ନୂଆ ନୂଆ ବିବାଦ ମୁଣ୍ଡ ଟେକୁଛି। ଆମେ କଥା ହେଉଛି ଅଭିନେତ୍ରୀ ନିଶା ରାଓ୍ବଲ ଏବଂ ତାଙ୍କ ସ୍ବାମୀ ତଥା ଅଭିନେତା କରନ୍...
ସତ ହେଲା ନିଶାଙ୍କ କଥା! ଏହି ଯୁବତୀଙ୍କ ପ୍ରେମରେ ପଡ଼ିଛନ୍ତି କରନ୍; ରୋମାଣ୍ଟିକ୍ ଚାଟ୍ ଭାଇରାଲ
ବମ୍ବେ: ନିକଟରେ ଅଭିନେତା କରନ୍ ମେହେରା ଗିରଫ ହେବାକୁ ନେଇ ଚର୍ଚ୍ଚାରେ ରହିଥିଲେ। ସ୍ତ୍ରୀ ତଥା ଅଭିନେତ୍ରୀ ନିଶା ତାଙ୍କ ବିରୋଧରେ ଘରୋଇ ହିଂସାର ଅଭିଯୋଗ ଆଣିଥିଲେ। ଏପରିକି କରନ୍ ଅନ୍ୟ ଯୁବତୀଙ୍କ ପ୍ରେମରେ ପଡ଼ି ପରିବାରକୁ ଅଣଦେଖା କରୁଥିବାରୁ...
ବାତ୍ୟା କ୍ଷତିପୂରଣ ଅର୍ଥ ମିଳୁନି: ଅତିରିକ୍ତ ତହସିଲଦାର, ଆର୍ଆଇଙ୍କୁ ଘେରିଲେ ଲୋକେ
ଖଇରା,୪ା୬(ଡି.ଏନ୍.ଏ.): ବାତ୍ୟା ‘ୟାସ୍’ କୁ ୧୦ଦିନ ବିତିଯାଇଥିଲେ ହେଁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ ଗଣ୍ଡିବେଡ଼ ତଥା ଅନ୍ୟାନ୍ୟ ରାଜସ୍ବ କ୍ଷେତ୍ର ଅଧୀନରେ ବନ୍ୟା ତଥା ବାତ୍ୟା କ୍ଷତିଗ୍ରସ୍ତମାନଙ୍କୁ ଏ ପର୍ଯ୍ୟନ୍ତ ପଲିଥିନ ଓ କ୍ଷତିପୂରଣ ଅର୍ଥ ପ୍ରଦାନ...
ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍ ଦିଆଯିବା ନେଇ ସରକାର ଲକ୍ଷ୍ୟ ରଖିଛନ୍ତି। ଏନେଇ କେନ୍ଦ୍ର ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା(ସିଇଏ) କେ.ବି ସୁବ୍ରମଣ୍ୟମ...