କରୋନାରେ ଡ୍ରିମ୍ଗର୍ଲ ଫେମ୍ ରିଙ୍କୁ ସିଂଙ୍କ ପରଲୋକ
ମୁମ୍ବାଇ,୪।୬: ବଲିଉଡ୍ ଅଭିନେତା ଆୟୁଷ୍ମାନ ଖୁରାନା ଷ୍ଟାରର ଫିଲ୍ମ ‘ଡ୍ରିମ୍ଗର୍ଲ’ର ଅଭିନେତ୍ରୀ ରିଙ୍କୁ ସିଂହ ନିକୁମ୍ଭଙ୍କ ପରଲୋକ ଘଟିଛି। କରୋନାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ମେ’୨୫ରେ ରିଙ୍କୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହାପରେ ସେ ହୋମ୍ ଆଇସୋଲେଶନ୍ରେ...
ସ୍ବାମୀ ଅନିଲ ଅମ୍ବାନୀଙ୍କୁ ଜନ୍ମଦିନରେ ଏମିତି ହୃଦୟସ୍ପର୍ଶୀ ବାର୍ତ୍ତା ଲେଖିଲେ ଟିନା
ଆଜି ଅର୍ଥାତ୍ ଜୁନ୍ ୪ରେ ହେଉଛି ବିଶିଷ୍ଟ ଶିଳ୍ପପତି ଅନିଲ ଅମ୍ବାନୀଙ୍କ ଜନ୍ମଦିନ। ଏହି ଅବସରରେ ସ୍ତ୍ରୀ ଟିନା ଅମ୍ବାନୀ ସ୍ବାମୀ ଅନିଲଙ୍କ ପାଇଁ ଜନ୍ମଦିନର ଏକ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କରିଛନ୍ତି। ଏହି ପୋଷ୍ଟରେ ସେ ଅନିଲଙ୍କୁ ପରିବାର...
ବିଶାଳ ସମୁଦ୍ର ଉପରେ ଗାଁ: ୧୩୦୦ ବର୍ଷରୁ ସେଭଳି ଅଛି; ଉତ୍ପତି ଇତିହାସ କିଛି…
ନୂଆଦିଲ୍ଲୀ: ଦୁନିଆରେ ବହୁତ ଅଦ୍ଭୁତ ଜିନିଷ ଅଛି, କିନ୍ତୁ ଆପଣ ସମୁଦ୍ର ଉପରେ ଥିବା ଗାଁ ବିଷୟରେ ଶୁଣିଛନ୍ତି? ହୁଏତ ନା। ଚାଇନାରେ ଏଭଳି ଏକ ଗାଁ ରହିଛି। ଏହା ଚାଇନାର ଫୁଜିଆନ ପ୍ରଦେଶର ନିଙ୍ଗଡେ ସହର ନିକଟରେ ଅବସ୍ଥିତ।...
କ୍ରିକେଟର ‘ବଲ ଅଫ ଦି ସେଞ୍ଚୁରୀ’: ଜାଣନ୍ତୁ କେଉଁ ବୋଲର୍ ପକାଇଥିଲେ
ଅଷ୍ଟ୍ରେଲିଆର ମହାନ ଲେଗ ସ୍ପିନର ସଚିନ ୱାର୍ନ ୧୪ ବର୍ଷ ପୂର୍ବେ ତାଙ୍କର ଶେଷ ଟେଷ୍ଟ ଖେଳିଥିଲେ। କିନ୍ତୁ ଆଜି ମଧ୍ୟ ତାଙ୍କର ‘ବଲ ଅଫ ଦି ସେଞ୍ଚୁରୀ’ ବିଷୟରେ ଚର୍ଚ୍ଚା ହେଉଛି। ଟେଷ୍ଟ କ୍ରିକେଟରେ ୭୦୦ରୁ ଅଧିକ ଉଇକେଟ...
ଗତ ୨୪ ଘଣ୍ଟାରେ ୭୪ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ
ଚଣ୍ଡିଗଡ଼,୪।୬: ହରିଆଣାରେ ବ୍ଲାକ୍ ଫଙ୍ଗସ୍ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୪ ନୂଆ ବ୍ଲାକ୍ ଫଙ୍ଗସ୍ ରୋଗୀ ଚିହ୍ନଟ ହୋଇଥିବା ବେଳେ ୬ଜଣଙ୍କ ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ...
ଯୁକ୍ତ ୨ ପରୀକ୍ଷା ବାତିଲ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। କରୋନା ପାଇଁ ପରୀକ୍ଷା ସମ୍ଭବ ହେଉ ନ ଥିବାରୁ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷାଠାରୁ ଛାତ୍ରୀଛାତ୍ରଙ୍କ ଜୀବନ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ପରିସ୍ଥିତି...
ରଥଖଳାରେ ସେବାୟତ ହାତାହାତି
ପୁରୀ ଅଫିସ,୪ା୬: ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ବଡ଼ଦାଣ୍ଡରେ ଚାଲିଛି ରଥ ନିର୍ମାଣ। ରଥ କାମରେ ବିଶ୍ୱକର୍ମା ମହାରଣା ନିୟୋଜିତ ହୋଇଛନ୍ତି। ତେବେ ଏହି ପବିତ୍ର କାମ ମଧ୍ୟରେ ପୁରୀ ଶ୍ରୀନହରସ୍ଥିତ ରଥଖଳାରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। କୌଣସି...
ଟ୍ରମ୍ପ କହିଲେ, ମୋ ଅନୁମାନ ଠିକ୍ ଥିଲା
ନ୍ୟୁୟର୍କ, ୪।୬: କରୋନା ଭୂତାଣୁ ଚାଇନାର ଉହାନ ଲ୍ୟାବରୁ ଆସିଥିବା ଅନେକ ଅନୁସନ୍ଧାନରୁ ଜଣାପଡିଛି। ପୂର୍ବରୁ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ କରୋନା ଭୂତାଣୁ ଚାଇନାରୁ ଆସିଛି ବୋଲି ଦାବି କରିଥିଲେ। ଏବେ ବିଭିନ୍ନ ଅନୁସନ୍ଧାନ ଏହା...
ଖବରଦାତାଙ୍କ ସୁରକ୍ଷା ଦାବିରେ ମୁଖ୍ୟମନ୍ତ୍ରୀଙ୍କୁ ସ୍ମାରକପତ୍ର
ପୁରୁଷୋତ୍ତମପୁର,୪ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରେସ କ୍ଲବ ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯିବା ସହ ସମସ୍ତ ଖବରଦାତା ତହସିଲ କାର୍ଯ୍ୟାଳୟକୁ ଯାଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ତହସିଲଦାର ନୀତିଶ କୁମାର ତ୍ରିପାଠୀଙ୍କୁ ପ୍ରଦାନ କରିଛନ୍ତି। ଖବରଦାତାମାନେ...
ସଚିନ ତେନ୍ଦୁଲକରଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି
କ୍ରିକେଟର୍ ଭଗବାନ କୁହାଯାଉଥିବା ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର କ୍ରିକେଟରୁ ଅବସର ନେବା ପରେ ବି ଚର୍ଚ୍ଚାରେ ରହୁଚନ୍ତି। ୨୪ ବର୍ଷର ଅନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟର୍ରେ ସେ ଅନେକ ରେକର୍ଡ କରିଚନ୍ତି। କ୍ରିକେଟ୍ ଛଡା ସେ ବିଜ୍ଞାପନରେ ମଧ୍ୟ ସକ୍ରିୟ। ଆଜି...