୩ ହଜାର ଜୁନିଅର ଡାକ୍ତର ଦେଲେ ଇସ୍ତଫା
ଭୋପାଳ,୪।୬: ମଧ୍ୟପ୍ରଦେଶରେ ବିଭିନ୍ନ ଦାବି ନେଇ ୬ଟି ମେଡିକାଲ କଲେଜର ଡାକ୍ତରମାନେ ହରତାଳ କରିଥିଲେ। ମାମଲା ହାଇକୋର୍ଟରେ ପହଞ୍ଚିଥିଲା। ଗୁରୁବାର ରାଜ୍ୟର ୬ ଟି ସରକାରୀ ମେଡିକାଲ କଲେଜର ଜୁନିଅର ଡାକ୍ତରମାନଙ୍କୁ ୨୪ ଘଣ୍ଟା ମଧ୍ୟରେ କାମକୁ ଫେରିବାକୁ ନିର୍ଦ୍ଦେଶ...
ଭୋଟର ତାଲିକାରୁ ୩୪ ବାଦ୍
ଜଗତ୍ସିଂହପୁର ଅଫିସ,୪।୬: ଭୋଟର ତାଲିକାରେ ଭାରତର ପ୍ରତ୍ୟେକ ନାଗରିକଙ୍କୁ ସାମିଲ କରିବା ପାଇଁ ପ୍ରତ୍ୟେକ ବର୍ଷ ଉଦ୍ୟମ ହେଉଛି। ଏହା ଭିତରେ ସ୍ପେଶିଆଲ ସମରୀ ରିଭିଜନ୍ ଅଫ୍ ଫଟୋ ଇଲେକ୍ଟୋରାଲ ରୋଲ୍ ୨୦୨୧ ଅନୁଷ୍ଠିତ ହୋଇଯାଇଛି। କିନ୍ତୁ ଦୁଃଖର କଥା,...
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୪।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୧,୩୨,୩୬୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨୭୧୩...
ବର୍ଷେ ଭିତରେ ଏତିକି ଟଙ୍କା ରୋଜଗାର କରିଛନ୍ତି କୋହଲି
କ୍ରମାଗତ ପଞ୍ଚମ ବର୍ଷ ପାଇଁ ଫୋର୍ବସର ଶ୍ରେଷ୍ଠ ୧୦୦ ସର୍ବାଧିକ ପାରିଶ୍ରମିକ ପ୍ରାପ୍ତ ଖେଳାଳିଙ୍କ ମଧ୍ୟରେ ଭାରତୀୟ ଅଧିନାୟକ ବିରାଟ କୋହଲି ସ୍ଥାନ ପାଇଛନ୍ତି। ସେ ଏଭଳି କରିବାରେ ଏକମାତ୍ର କ୍ରିକେଟର ଅଟନ୍ତି। ଗତବର୍ଷ ପ୍ରାୟ ୧୯୭ କୋଟି (୨୬...
ନକଲି ଡାକ୍ତରଙ୍କ ଚିକିତ୍ସାରେ ୨ ମୃତ୍ୟୁ ଅଭିଯୋଗ
ମହାକାଳପଡ଼ା,୪।୬(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଉପକୂଳ ଅଞ୍ଚଳରେ ନକଲି ଡାକ୍ତରଙ୍କ ପ୍ରାଦୁର୍ଭାବ ବଢ଼ି ଚାଲିଛି। ସୁନୀତି ପଞ୍ଚାୟତ ଓ କେବୀ ଦାଣ୍ଡୁଆ ପଞ୍ଚାୟତ ସୀମା ମିଲନ ମୋଡ଼ ବଜାରରେ ବେଆଇନ କ୍ଲିନିକ୍ ଖୋଲାଯାଇଛି। ସେହି କ୍ଲିନିକ୍ରେ ସ୍ଥାନୀୟ...
ପାରାଦୀପରୁ ଆସୁଛି ଅପମିଶ୍ରିତ ଏଫ୍ଓ
ଯାଜପୁର ଅଫିସ,୪ା୬:ପାରାଦୀପ ବନ୍ଦରରୁ ଯାଜପୁର ଜିଲା ଦେଇ ଯାଇଥିବା ୫୩ ନଂ.ଜାତୀୟ ରାଜପଥ କଳାବଜାର କାରବାରର ପେଣ୍ଠସ୍ଥଳୀ ପାଲଟିଛି। ପାରାଦୀପ ବନ୍ଦର ଠାରୁ ୫ କିମି ପରିଧି ମଧ୍ୟରେ ଥିବା ପାରାଦୀପ ଥାନା ଅନ୍ତର୍ଗତ ପିପିଏଲ ସାରରୋଡ, ବାଉରିଆ ପାଳନ୍ଦା,...
ଜେଲ୍ରୁ ମହାନ୍ କ୍ରିକେଟର୍: ଦଳକୁ କରିଥିଲେ ବିଶ୍ୱ ଚାମ୍ପିଅନ୍
ଇଂଲଣ୍ଡ ମହାନ ଖେଳାଳି ବେନ ଷ୍ଟୋକ୍ସ ଆଜି ୩୦ତମ ଜନ୍ମଦିନ ପାଳନ କରୁଛନ୍ତି। ଏବେ ସେ ଦୁନିଆର ସର୍ବୋତ୍ତମ ଅଲରାଉଣ୍ଡରମାନଙ୍କ ମଧ୍ୟରୁ ଜଣେ। ୨୦୧୧ରେ ଇଂଲଣ୍ଡ ପାଇଁ ଡେବ୍ୟୁ କରିଥିବା ଷ୍ଟୋକ୍ସ ପ୍ରଥମ ଦୁଇ ବର୍ଷରେ ଅଧିକ କିଛି କରିପାରି...
ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗ: ସୁପ୍ରିମକୋର୍ଟଙ୍କ ରାୟ ମାନିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୪ା୬(ବ୍ୟୁରୋ): କରୋନା କାଳରେ ଘରୋଇ ସ୍କୁଲର ଛାତ୍ରୀଛାତ୍ରଙ୍କ ଫି’ ଛାଡ଼କୁ ନେଇ ସୁପ୍ରିମ୍କୋର୍ଟଙ୍କ ରାୟକୁ ଆଧାର କରି ରାଜ୍ୟ ସରକାର ଗୁରୁବାର ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି। ଯେଉଁ ସ୍କୁଲଗୁଡ଼ିକ ରାଜ୍ୟ ସରକାରଙ୍କ ଦ୍ୱାରା ହୋଇଥିବା ଏମ୍ଓୟୁରେ ସ୍ବାକ୍ଷର କରିଥିବେ...
ଦାୟିତ୍ୱ ଗ୍ରହଣ କଲେ ସୂଚନା ଓ ଲୋକ ସମ୍ପର୍କ ନିର୍ଦ୍ଦେଶକ
ଭୁବନେଶ୍ୱର,୪ା୬(ବ୍ୟୁରୋ): ଓଡ଼ିଶା ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ଇନ୍ଦ୍ରମଣି ତ୍ରିପାଠୀ ଗୁରୁବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିଭାଗକୁ ଅଧିତ୍କ କ୍ରିୟାଶୀଳ କରିବା ଉପରେ ନୂତନ ନିର୍ଦ୍ଦେଶକ ଗୁରୁତ୍ୱାରୋପ କରିଛନ୍ତି। ସୂଚନା...
ବାଣ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ
ନିମାପଡ଼ା, ୪ା୬(ଡି.ଏନ୍.ଏ.): ଚାରିଛକ ଫାଣ୍ଡି ଅଧୀନ ବ୍ରହ୍ମକୁଣ୍ଡି ଗ୍ରାମ ନିକଟରେ ଥିବା ଏକ ବାଣ ଗୋଦାମରେ ଗୁରୁବାର ମଧ୍ୟାହ୍ନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୋଦାମରେ ଥିବା ବାଣ ସବୁ ବିସ୍ଫୋରଣ ଘଟି ୫ବଖରା ଗୃହ ଓ ପାଚେରି ଭାଙ୍ଗିରୁଜି ଧୂଳିସାତ...