ମୋଦିଙ୍କୁ କୁକିଙ୍କ ନିବେଦନ: ସାର୍ ବିଦାୟ ସମ୍ବର୍ଦ୍ଧନା ତ କରି ଦିଅନ୍ତୁ, +୨ ପଢ଼ୁଥିବା ନେହାଙ୍କୁ ଶାଢ଼ିରେ ଦେଖିବାକୁ ଇଚ୍ଛା ଥିଲା
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକ ପରେ ସିବିଏସ୍ଇର ଦ୍ୱାଦଶ ଶ୍ରେଣୀ ପରୀକ୍ଷା ରଦ୍ଦ କରାଯିବା ନେଇ ଘୋଷଣା କରାଯାଇଥିଲା। କୋଭିଡର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଥିଲା। ଏହାପରେ ସୋସିଆଲ ମିଡିଆରେ...
ରଥରେ ଲାଗିଲା ଅଖ
ପୁରୀ ଅଫିସ,୩ା୬: ଆଜି ଶ୍ରୀକ୍ଷେତ୍ରରେ ଆରମ୍ଭ ହୋଇଛି ଉଭଁରୀ ଯାତ୍ରା। ଏହି ଅବସରରେ ପରମ୍ପରା ଅନୁଯାୟୀ ରଥଯାତ୍ରାର ଆଉ ଏକ ପର୍ଯ୍ୟାୟ ଆରମ୍ଭ ହୋଇଯାଇଛି। ମହାପ୍ରଭୁଙ୍କ ତିନି ରଥର ଚକ ଅଖ ଡେରା ନୀତି ସମ୍ପନ୍ନ ହୋଇଛି। ଆଜି ଶ୍ରୀଜିଉଙ୍କ...
ଆତଙ୍କବାଦୀଙ୍କ ୯ ଗୁଳି ବାଜିବା ପରେ ମୃତ୍ୟୁ ସହ ସଂଗ୍ରାମରେ ବିଜେତା ହୋଇଥିଲେ ଚେତନ ଚିତା; ଏବେ କୋଭିଡ୍ ସହ ଲଢ଼ୁଛନ୍ତି ଯୁଦ୍ଧ
ନୂଆଦିଲ୍ଲୀ,୩।୬: ସାହସିକତାର ଦ୍ୱିତୀୟ ସର୍ବୋଚ୍ଚ ସମ୍ମାନ କିର୍ତ୍ତୀ ଚକ୍ରରେ ପୁରସ୍କୃତ ହୋଇଥିବା କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ(ସିଆର୍ପିଏଫ୍) କମାଣ୍ଡାଣ୍ଟ ଚେତନ ଚିତାଙ୍କ ସ୍ବାସ୍ଥାବସ୍ଥା ଗୁରୁତର ରହିଛି। କୋଭିଡରେ ଆକ୍ରାନ୍ତ ହୋଇଥିବା ଯୋଗୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଛି। ତେବେ...
କରୋନାରେ ୯,୩୪୬ ପିଲା ହୋଇଛନ୍ତି ବେସାହାରା
ନୂଆଦିଲ୍ଲୀ,୩।୬: କରୋନାର ଦ୍ୱିତୀୟ ଲହର ସମଗ୍ର ଦେଶକୁ ପ୍ରଭାବିତ କରିଛି। ମହାମାରୀ ଦ୍ୱାରା ପିଲାମାନେ ଅଧିକ ପ୍ରଭାବିତ ହୋଇଛନ୍ତି। ଏକ ଆକଳନରୁ ଜଣାପଡିଛି ଯେ, ସମଗ୍ର ଦେଶରେ ଏପର୍ଯ୍ୟନ୍ତ ୯୩୪୬ ପିଲା ଅନାଥ କିମ୍ବା ବେସାହାରା ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ...
ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ଅଭିନେତ୍ରୀ, ଭାଙ୍ଗିଯାଇଥିଲା ସମ୍ପର୍କ
ମୁମ୍ବାଇ: ବଲିଉଡ୍ର ଜଣାଶୁଣା ଅଭିନେତ୍ରୀ ସାରିକାଙ୍କ ପରିଚୟର ଆବଶ୍ୟକତା ନାହିଁ। କାରଣ ତାଙ୍କ ଅଭିନୟ ଯିଏ ଦେଖିଛି ସେ ଜାଣିଛି ସେ କେତେ ଦକ୍ଷ। ତାଙ୍କର ଦୀର୍ଘଦିନର ବଲିଉଡ୍ ଯାତ୍ରାରେ ସେ ଅନେକ ଭେଟେରାନ ଅଭିନେତାଙ୍କ ସହ କାମ କରିଛନ୍ତି...
ସାତ ଫେରା ନେବାବେଳେ ଧୀରେ ଧୀରେ ଚାଲୁଥିଲେ କନ୍ୟା: ଆଉ ତା’ପରେ ଘଟିଲା ଏମିତି
ବିବାହ ଅବସରରେ ଏପରି ଅନେକ ରୀତିନୀତି ଅଛି, ଯାହା ସମ୍ପୂର୍ଣ୍ଣ ହେବାକୁ ପ୍ରାୟ ୨-୪ ଘଣ୍ଟା ଲାଗେ। ଏହି ସମୟରେ ପରିବାର ସଦସ୍ୟଙ୍କଠାରୁ ଆରମ୍ଭ କରି ସମ୍ପର୍କୀୟ ଏବଂ ବନ୍ଧୁମାନେ ବର-କନ୍ୟା ମଜା କରିବାକୁ ଭୁଲନ୍ତି ନାହିଁ । ବରଣମାଳା...
ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା: ସନ୍ଦେହ ଘେରରେ ଆମେରିକା ମହାମାରୀ ବିଶେଷଜ୍ଞ…
ଓ୍ବାଶିଂଟନ,୩।୬: ପୃଥିବୀରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଚାଇନାର ଉହାନ୍ ଲ୍ୟାବ୍କୁ ଆର୍ଥିକ ସହାୟତା ଯୋଗାଇ ଦେଇଥିବା ଅଭିଯୋଗ ହୋଇଛି। ଏନେଇ ଆମେରିକାର ମହାମାରୀ ବିଶେଷଜ୍ଞ ଆନ୍ଥୋନୀ ଫୌସି ସନ୍ଦେହ ଘେରରେ ରହିଛନ୍ତି। ଆମେରିକା ଗଣମାଧ୍ୟମ...
ସାବଧାନ ! ମିଛ ହ୍ବାଟସ୍ଆପ୍ ମେସେଜ୍ରେ ମୋବାଇଲ୍ରେ ଭାଇରସ୍ ପ୍ରବେଶ ଆଶଙ୍କା…
ନୂଆଦିଲ୍ଲୀ,୩।୬: ସମ୍ପ୍ରତି ଏକ ମିଛ ହ୍ବାଟସ୍ଆପ୍ ମେସେଜ୍ ମୋବାଇଲ୍ ୟୁଜରଙ୍କ ପାଖକୁ ଅସୁଛି। ଭାରତ ସରକାର ୧୦ କୋଟି ମୋବାଇଲ ୟୁଜରଙ୍କୁ ୩ ମାସର ମାଗଣା ଇଣ୍ଟରନେଟ୍ ଫ୍ରି ଦେଉଥିବା ନେଇ ସେମେଜ୍ରେ ଉଲ୍ଲେଖ କରାଯାଉଛି। ଏହା ସହିତ ଏକ...
ପାଦୁକ ପାଣି ପିଇଲେ ଭଲ ହେଉଛି କରୋନା: ଭିଡ଼ିଓ ଭାଇରାଲ…
ରାଜଗଡ଼,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ମଧ୍ୟପ୍ରଦେଶର ରାଜଗଡ଼ ଜିଲାରେ ପାଦୁକ ପାଣି ପିଇଲେ କରୋନା ଭଲ ହେଉଥିବା ପ୍ରଚାର ହେବାରେ ଲାଗିଛି। ଏହାର ୫୫ ସେକେଣ୍ଡର ଏକ ଭିଡ଼ିଓ ଟୁଇଟରରେ...
କ୍ୟାରିୟରରେ ଗୋଟିଏ ବି ନୋ ବଲ୍ ପକାଇନାହାନ୍ତି ଏହି ୫ ବୋଲର୍: ତାଲିକାରେ କପିଲ-ଇମ୍ରାନଙ୍କ ସହ…
ନୂଆଦିଲ୍ଲୀ,୩।୬: ଅନିଶ୍ଚିତତାର ଖେଳ ହେଉଛି କ୍ରିକେଟ। କାରଣ କେଉଁ ମୂହୁର୍ତ୍ତରେ କ’ଣ ହେବ କୁହାଯାଇ ନ ପାରେ। ଅନେକ ସମୟରେ ଗୋଟିଏ ଭୂଲ, ତାହା ନୋ ବଲ୍ ହେଉ ଅଥବା ଓ୍ବାଇଡ୍ ବଲ୍, କୌଣସି ଟିମ୍କୁ ଅଡ଼ୁଆରେ ପକାଇପାରେ। ବିଶେଷକରି...