ଭୟ କରନାହିଁ , ଭାକ୍ସିନ୍ ନିଅ, ମାଗଣାରେ ବିୟର ପିଅ: ରାଷ୍ଟ୍ରପତି…
ଓ୍ବାଶିଂଟନ,୩।୬: କରୋନା ମହାମାରୀ ବିରୋଧରେ ପୃଥିବୀ ବ୍ୟାପୀ ଲଢ଼େଇ ଜାରି ରହିଛି। କରୋନା ଲଢ଼େଇରେ ଭାକ୍ସିନ୍ ଏକମାତ୍ର ବିକଳ୍ପ ସାବ୍ୟସ୍ତ ହୋଇଛି। ଏପରିସ୍ଥଳେ ଜନସାଧାରଣଙ୍କୁ ଭାକ୍ସିନ୍ ନେବା ଲାଗି ସଚେତନ କରାଇବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ନିଆରା...
ଜାଣନ୍ତି ବିମାନରେ କାହିଁକି ପୁରୁଷଙ୍କ ତୁଳନାରେ ନିଯୁକ୍ତି ପାଇଥାନ୍ତି ଅଧିକ ମହିଳା କର୍ମଚାରୀ
ଆପଣ କେବେ ବିମାନରେ ଯାତ୍ରା କରିଛନ୍ତି କି? ଯଦି ନା ତେବେ ନିଶ୍ଚିତ କୌଣସି ଫିଲ୍ମ କିମ୍ବା ବ୍ଲଗରେ ବିମାନ ଯାତ୍ରାର ଦୃଶ୍ୟ ଦେଖିଥିବେ। ଏହି ସମୟରେ ନିଶ୍ଚୟ ଗୋଟିଏ କଥା ଲକ୍ଷ୍ୟ କରିଥିବେ ଯେ, ଅଧିକାଂଶ ମହିଳା କର୍ମଚାରୀ...
ଆଧୁନିକ କ୍ରିକେଟରେ କେଉଁ ଖେଳାଳିଙ୍କ ଭଳି ବ୍ୟାଟିଂ କରିବାକୁ ଚାହାନ୍ତି ପ୍ରଶ୍ନରେ ଏଭଳି କହିଲେ ଗାଭାସ୍କର; ଚକିତ କଲା ନାମ…
ନୂଆଦିଲ୍ଲୀ,୩।୬: ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ସୁନିଲ ଗାଭାସ୍କର ଟି୨୦ କ୍ରିକେଟର ବଡ଼ ପ୍ରଶଂସକ ବୋଲି ସ୍ବୀକାର କରିଛନ୍ତି। ତାଙ୍କ ସମୟର ଅନେକ ଖେଳାଳି କ୍ରିକେଟର ଏହି ଫର୍ମାଟକୁ ପସନ୍ଦ କରୁ ନ ଥିବା ବେଳେ ଗାଭାସ୍କର ଭିନ୍ନ...
କରୋନା ମୁକାବିଲା ପାଇଁ ନିଆରା ଉପାୟ ଆପଣାଇଲେ ମହାରାଷ୍ଟ୍ର ସରକାର
ମୁମ୍ବାଇ,୩।୬: କରୋନା ଭାଇରସ୍ ପ୍ରଥମ ଲହରରେ ଗ୍ରାମାଞ୍ଚଳ ସୁରକ୍ଷିତ ରହିଥିଲା କିନ୍ତୁ ଦ୍ୱିତୀୟ ଲହରରେ କରୋନା କାବୁରେ ରହିଛି ଗ୍ରାମାଞ୍ଚଳ। ପୂର୍ବରୁ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା ଅତ୍ୟଧିକ ରହିଥିବା ବେଳେ ବର୍ତ୍ତମାନ ଗାଁଗୁଡ଼ିକରେ ସଂକ୍ରମଣ ଅଧିକ ବ୍ୟାପିବାରେ ଲାଗିଛି। ଇତିମଧ୍ୟରେ...
ବ୍ଲାକ୍ ଫଙ୍ଗସ୍ ନେଲା ୮୯ ଜୀବନ: ଦିଲ୍ଲୀରେ ଏପର୍ଯ୍ୟନ୍ତ ହଜାରେରୁ ଊର୍ଦ୍ଧ୍ୱ ରୋଗୀ ଚିହ୍ନଟ
ନୂଆଦିଲ୍ଲୀ,୩।୬: ଗତ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ କାରୋନାର ସଂକ୍ରମଣ ହ୍ରାସ ପାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପଜିଟିଭ୍ ହାର ୧ପ୍ରତିଶତରୁ କମ୍ ରହିଛି। ଗୋଟିଏ ପଟେ କରୋନା ଆଶ୍ୱସ୍ତିକର ଖବର ଆଣିିଥିବା ବେଳେ ଅନ୍ୟପଟେ ରାଜ୍ୟରେ...
ତୃତୀୟ ଲହର ଆତଙ୍କ: ରିପୋର୍ଟ ନେଗେଟିଭ୍ ଥିଲେ ବି ଫୁସ୍ଫୁସ୍ର ୯୦ ପ୍ରତିଶତ ସଂକ୍ରମିତ…
ପାଟନା,୩।୬: କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଦେଶରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ବିହାରରେ ତୃତୀୟ ଲହର ନେଇ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ରାଜ୍ୟରେ ୬୦୦ରୁ ଅଧିକ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ରାଜଧାନୀ...
ସ୍ତ୍ରୀଙ୍କୁ ପଥରରେ ଛେଚି ହତ୍ୟା କରିବା ପରେ ଆତ୍ମହତ୍ୟା କଲେ ସ୍ବାମୀ
ପୁରୁଷୋତ୍ତମପୁର,୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବେଢ଼ଛେଲୁ ଗ୍ରାମରେ ଜଣେ ମଦ୍ୟପ ସ୍ବାମୀ ଉନ୍ମତ୍ତ କାଣ୍ଡ ଘଟାଇଛନ୍ତି। ସେ ସ୍ତ୍ରୀଙ୍କ ମୁଣ୍ଡକୁ ପଥର ଛେଚି ବୀଭତ୍ସ ଭାବେ ହତ୍ୟା କରିବା ପରେ ନିଜେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...
ସ୍ଫୁଟନିକ୍ ଭି ଭାକ୍ସିନ ତିଆରି ପାଇଁ ଡିସିଜିଆଇକୁ ଅନୁମତି ମାଗିଲା ସେରମ୍ ଇନ୍ଷ୍ଟିଚ୍ୟୁଟ
ନୂଆଦିଲ୍ଲୀ,୩।୬: ଆଗାମୀ ଦିନରେ ଭାରତରେ ରୁଷୀୟ ଭାକ୍ସିନ ସ୍ଫୁଟନିକ ଭିର ନିର୍ମାଣ କରିପାରେ ସେରମ ଇନ୍ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ (ସିଆଇଆଇ)। ଏନେଇ ସେରମ ଇନ୍ଷ୍ଟିଚ୍ୟୁଟ ପକ୍ଷରୁ ଡ୍ରଗ କଣ୍ଟ୍ରୋଲର ଜେନେରାଲ ଅଫ୍ ଇଣ୍ଡିଆ(ଡିସିଜିଆଇ)କୁ ଭାକ୍ସିନ ସ୍ଫୁଟନିକ ଭି ତିଆରି କରିବା...
କନ୍ୟାଙ୍କ ପାଦ ଛୁଇଁଲେ ବର: କହିଲେ ହୃଦୟସ୍ପର୍ଶୀ କଥା
ଭାରତୀୟ ପରମ୍ପରା ଅନୁଯାୟୀ ବିବାହ ପରେ କନ୍ୟା ବରଙ୍କ ପାଦ ଛୁଇଁଥା’ନ୍ତି। କିନ୍ତୁ ନିକଟରେ ସୋସିଆଲ ମିଡିଆରେ ଏକ ଫଟୋ ବହୁତ ଭାଇରାଲ ହେବାରେ ଲାଗିଛି। ଫଟୋରେ ବର କନ୍ୟାଙ୍କ ପାଦ ଛୁଇଁ ଥିବାର ଦେଖାଯାଇଛି। ଏହି ଭାଇରାଲ ଫଟୋ...
ବରଣମାଳା ପାଇଁ ଷ୍ଟେଜ୍ରେ ଅପେକ୍ଷା କରିଥିଲେ ବର; ପ୍ରେମିକଙ୍କ ସହ ଫେରାର ହୋଇଗଲେ କନ୍ୟା; ଆଉ ତା’ ପରେ…
ଚିତ୍ରକୂଟ: ଆପଣ ସିନେମାରେ କନ୍ୟା ହଠାତ୍ ବିବାହ ମଣ୍ଡପରୁ ପ୍ରେମିକଙ୍କ ସହ ଫେରାର ହେବା ଦୃଶ୍ୟ ଦେଖିଥିବେ ନିଶ୍ଚୟ। ହେଲେ ବାସ୍ତବରେ ମଧ୍ୟ ଏଭଳି ଏକ ଘଟଣା ଉତ୍ତରପ୍ରଦେଶ କାନପୁରର ମଊ ଥାନା ଅଞ୍ଚଳରେ ଘଟିଛି। ଏଠାରେ ଏକ ବର...