ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କଲେ ବାର୍ ମାଲିକ, ଦେଲେ ଏମିତି ଦଣ୍ଡ; ଜାଣିଲେ…
ବାର୍ସାଲୋନା,୩ା୬: ସ୍ପେନ୍ର ଏକ ବାର୍ରେ କାମ କରୁଥିବା ଜଣେ ଯୁବତୀ ତାଙ୍କ ମାଲିକଙ୍କ ପ୍ରାଇଭେଟ ପାର୍ଟକୁ ଛୁରିରେ କାଟି ଦେଇଛନ୍ତି। କାରଣ ବାର୍ ମାଲିକ ତାଙ୍କୁ ବଳାତ୍କାର ପାଇଁ ଉଦ୍ୟମ କରୁଥିଲେ। ଏହି ଯୁବତୀଙ୍କୁ ପୋଲିସ ଗିରଫ କରିଥିବା ବେଳେ...
ସିମ୍ କାର୍ଡ କୋଣ କାହିଁକି କଟାଥାଏ: ଜାଣନ୍ତୁ ରହସ୍ୟ
ବିଶ୍ୱରେ ଏପରି କୌଣସି ମୋବାଇଲ ନାହିଁ, ଯାହା ସିମ କାର୍ଡ ବିନା ଚାଲିଥାଏ। ପ୍ରତ୍ୟେକ ଫୋନରେ ସିମ ସ୍ଲଟ ରହିଛି। ସିମ କାର୍ଡର ନିଜସ୍ବ ଆକାର ଅଛି। ସିମ କାର୍ଡ ସହିତ ଜଡିତ ଏକ ମଜାଦାର ତଥ୍ୟ ଆଜି କହିବୁ।...
୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
କାବୁଲ,୩।୬: ସୁରକ୍ଷାକର୍ମୀଙ୍କ ସହିତ ମୁହାଁମୁହିଁ ହେବା ପରେ ଆଫଗାନିସ୍ତାନରେ ୧୦୦ ତାଲିବାନ୍ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଛି। ଏହି ଘଟଣାରେ ୫୦ ଜଣ ଆତଙ୍କବାଦୀ ଆହତ ହୋଇଥିବା ଆଫଗାନିସ୍ତାନ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶର...
କେହି ମାଲିକଙ୍କ ଘର କବାଟ ବାଡେଇଲେ ଛାତ ଉପରୁ ଥାଇ ଇଟା ଫିଙ୍ଗିଥାଏ ଏହି କୁକୁର; ଏବେ ଘଟିଲା କିଛି…
ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱାସୀ କୁକୁର ବୋଲି କୁହାଯାଏ। କାରଣ ସେ ମାଲିକର ସୁରକ୍ଷା କରିବା ସହ ତାଙ୍କର ସବୁକଥା ଅକ୍ଷରେ ଅକ୍ଷରେ ପାଳନ କରିଥାଏ। ହେଲେ କିଛି ଲୋକ ଏଭଳି ଥାଆନ୍ତି ଯେଉଁମାନେ ପଶୁମାନଙ୍କ ଦ୍ୱାରା ଅନ୍ୟମାନଙ୍କୁ ଡରାଇଥାନ୍ତି।...
ସ୍ତ୍ରୀ ଅନ୍ୟ ଜଣଙ୍କୁ ବାହା ହେଉଥିବା ସୋସିଆଲ ମିଡିଆରେ ଦେଖିଲେ ସ୍ବାମୀ, ଆଉ ତା’ ପରେ…
ଚାଇନାର ଜଣେ ମହିଳା ୧୯ ଜଣଙ୍କୁ ବାହା ହୋଇ ବର୍ତ୍ତମାନ ଚର୍ଚ୍ଚାରେ ରହିଛନ୍ତି। ଖାଲି ଏତିକି ନୁହେଁ, ବିବାହ ନାଁରେ ଲୋକଙ୍କୁ ୨ କୋଟିରୁ ଅଧିକ ଟଙ୍କା ଠକିଛନ୍ତି ମଧ୍ୟ। ଯାହା ପରେ ତାଙ୍କୁ ମହଙ୍ଗା ପଡ଼ିଛି। ଏହି ମାମଲା...
‘ବିବାହ ଉପରୁ ଭରସା ତୁଟି ଗଲାଣି’
ଟିଭି ଶୋ’ ‘ୟେ ରିସ୍ତା କ୍ୟା କେହଲାତା ହୈ’ ଫେମ୍ ଅଭିନେତା କରଣ ମେହେରା ଏବଂ ତାଙ୍କ ସ୍ତ୍ରୀ ନିଶା ରାୱଲଙ୍କ ବୈବାହିକ ଜୀବନରେ ସଙ୍କଟ ଦେଖଦେଇଛି। ପାରସ୍ପରିକ ବିବାଦ ପରେ ନିଶା ତାଙ୍କ ସ୍ବାମୀଙ୍କ ବିରୋଧରେ ଅନେକ ଅଭିଯୋଗ...
ବସ୍-ବନ୍ଦ ଘରେ କରୋନା ସଂକ୍ରମଣ ଆଶଙ୍କା ଅଧିକ…
ଲଣ୍ଡନ/ନୂଆଦିଲ୍ଲୀ,୩।୬: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ କରୋନା ସଂକ୍ରମଣ କେଉଁଠି ଅଧିକ ହୋଇଥାଏ ସେ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି। ଇଂଲଣ୍ଡର ଜନ୍ ହପକିନ୍ସ୍ ବି ବିଦ୍ୟାଳୟ ପକ୍ଷରୁ ହୋଇଥିବା ଏକ...
ଝଗଡ଼ା କରୁକରୁ ବାଲକୋନୀରୁ ୨୫ ଫୁଟ ତଳକୁ ଖସିପଡ଼ିଲେ ସ୍ବାମୀ-ସ୍ତ୍ରୀ: ଭିଡିଓ ଦେଖିଲେ ଆପଣ ବି…
ନୂଆଦିଲ୍ଲୀ: ପରିବାର ମଧ୍ୟରେ ସ୍ବାମୀସ୍ତ୍ରୀଙ୍କ ଝଗଡ଼ା କିଛି ନୂଆ କଥା ନୁହେଁ। ହେଲେ ବେଳେବେଳେ ଝିମିଟି ଖେଳରୁ ମହାଭାରତ ପରି ସାମାନ୍ୟ କଳି ମାରପିଟ୍ ପର୍ଯ୍ୟନ୍ତ ଯାଇଥାଏ। ସୋସିଆଲ ମିଡିଆରେ ସ୍ବାମୀସ୍ତ୍ରୀ ମଧ୍ୟରେ ଝଗଡ଼ାର ଏଭଳି ଏକ ଭିଡିଓ ଭାଇରାଲ...
୮ ବର୍ଷ ତଳେ କରିଥିଲେ ଟୁଇଟ୍: ଏବେ ମାଗିଲେ କ୍ଷମା
ଇଂଲଣ୍ଡ ଦ୍ରୁତ ବୋଲର ଓଲି ରବିନ୍ସନ ନିକଟରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଡେବ୍ୟୁ ମ୍ୟାଚ୍ ଗୋଟିଏ ଦିନ ପୂର୍ବରୁ ନିଜର ପ୍ରାୟ ୮ ବର୍ଷ ପୁରୁଣା ଟୁଇଟ୍ ପାଇଁ ତାଙ୍କୁ କ୍ଷମା ମାଗିବାକୁ ପଡିଛି। ରବିନସନଙ୍କୁ ମାତ୍ର...
ରଚନାଙ୍କୁ ଦ୍ୱିତୀୟ ବିବାହ କରିବା ବେଳେ ଅସୁବିଧାରେ ପଡ଼ିଥିଲେ ବାବୁଲ ସୁପ୍ରିଓ: ବିରୋଧୀ ସତ୍ତ୍ୱେ ଏଭଳି ସହାୟତା କରିଥିଲେ ମମତା
ବମ୍ବେ: ଅଭିନୟଜଗତରେ ନାମ କମାଇବା ପରେ ରାଜନୀତିକୁ ବାଛି ନିଅନ୍ତି ଅନେକ କଳାକାର। ସେ ଅଭିନେତା ହୁଅନ୍ତୁ ଅବା ଗାୟକ, ରାଜନୀତିରେ ନିଜର ପତିଆରା ବିସ୍ତାର ପାଇଁ ଲାଗିପଡ଼ନ୍ତି। ସେଭଳି ଜଣେ ହେଲେ ବାବୁଲ ସୁପ୍ରିଓ। ପେସାରେ ସେ ଜଣେ...