‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…
ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ କୋର୍ଟରେ ମୋଦି ସରନେମ୍କୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ବିରୋଧରେ ଏକ ମାମଲା...
ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର...
ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ
କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪...
ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ନେଲା ପ୍ରଥମ ଜୀବନ…
ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି।...
୫୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଦେଶ ନ୍ୟୁଜିଲାଣ୍ଡ; ଚାମ୍ପିଅନ୍ ହେବା ପଛରେ ରହିଛି ଏସବୁ କାରଣ
ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଟାଇଟେଲ ଜିତିଛି। ୧୮ରୁ ୨୩ ଅକ୍ଟୋବର ଅର୍ଥାତ୍ ୬ ଦିନ ପର୍ଯ୍ୟନ୍ତ ଚାଲିଥିବା ଟେଷ୍ଟରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟ୍ରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟ ଆଇସିସି ଦ୍ୱାରା ୨୦୧୯ରେ...
ଆସନ୍ତାକାଲି ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ...
ମାସ୍କ୍ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…
ଜେରୁଜେଲମ୍,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗ ଦର୍ଶିକା ଜାରି କରାଯାଇଛି। ତେବେ କିଛି ଦିନ ପୂର୍ବରୁ...
ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ
ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା,...
ଚୁର୍ମାର୍ ହେଲା କୋହଲିଙ୍କ ସ୍ବପ୍ନ: ଗୋଟିଏ ବି ଆଇସିସି ଟ୍ରଫି ନ ଜିତିପାରି କଲେ ହ୍ୟାଟ୍ରିକ୍
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟରେ ପରାସ୍ତ କରିଛି। ଫଳରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପୁଣି ଥରେ ନରାଶ ହେବାକୁ ପଡିଛି। ଅଧିନାୟକ ଭାବରେ ବିରାଟଙ୍କୁ ଇତିହାସ ସୃଷ୍ଟି କରିବାର ସୁଯୋଗ...
ନେପାଳୀ ନାଗରିକଙ୍କୁ ଟିକାକରଣ ନିର୍ଦ୍ଦେଶ
ଭୁବନେଶ୍ୱର, ୨୪।୬ (ବ୍ୟୁରୋ): ଓଡ଼ିଶାରେ ରହି କାର୍ଯ୍ୟ କରୁଥିବା ନେପାଳୀ ନାଗରିକଙ୍କୁ ଟିକାକରଣ କରାଯିବ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ବୁଧବାର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, ଜିଲା...