ଓଏଏସ୍ ସ୍ତରରେ ଅଦଳବଦଳ:ଇନ୍ଦ୍ରମଣି ତ୍ରିପାଠୀ ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ
ଭୁବନେଶ୍ୱର, ୨।୬(ବ୍ୟୁରୋ):ରାଜ୍ୟ ସରକାର ଓଏଏସ୍ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ମଙ୍ଗଳବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ସଚିବ...
ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲାରେ...
ଚିଲିକାରେ ୧୦୬ ପ୍ରଜାତିର ୪୮,୭୨୮ ପକ୍ଷୀ
ବାଲୁଗଁା,୨ା୬(ଡି.ଏନ୍.ଏ.):ପ୍ରଚଣ୍ଡ ରୌଦ୍ରତାପ ସତ୍ତ୍ୱେ ନୀଳାମ୍ବୁ ଚିଲିକାରେ ଏବେ ୧୦୬ ପ୍ରଜାତିର ୪୮ହଜାର ୭୨୮ଟି ପକ୍ଷୀ ଅବସ୍ଥାନ କରିଛନ୍ତି। ବାଲୁଗଁା ବନ୍ୟପ୍ରାଣୀ ବିଭାଗ ପକ୍ଷରୁ କରାଯାଇଥିବା ଗ୍ରୀଷ୍ମକାଳୀନ ପକ୍ଷୀଗଣନା ରିପୋର୍ଟରୁ ଜଣାପଡ଼ିଛି। ଗତବର୍ଷ ଅପେକ୍ଷା ଚଳିତ ବର୍ଷ ପକ୍ଷୀ ସଂଖ୍ୟା ବୃଦ୍ଧି...
ଏଥର ସ୍ବାଭାବିକ ମୌସୁମୀ
ଭୁବନେଶ୍ୱର,୨ା୬(ବ୍ୟୁରୋ):ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ଓଡ଼ିଶାରେ ସ୍ବାଭାବିକ ବର୍ଷା ହେବ। ରାଜ୍ୟରେ ହାରାହାରି ବୃଷ୍ଟିପାତ ୧୧୫ରୁ ୧୨୦ ସେଣ୍ଟିମିଟର ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩ ତାରିଖ ସୁଦ୍ଧା ମୌସୁମୀ କେରଳ...
ଟିକା ଗ୍ଲୋବାଲ ଟେଣ୍ଡରକୁ ଧକ୍କା
ଭୁବନେଶ୍ୱର,୨ା୬(ବ୍ୟୁରୋ):ରାଜ୍ୟ ସରକାର ୧୮ରୁ ୪୪ ବର୍ଷର ଲୋକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇବାକୁ ଘୋଷଣା କରିଛନ୍ତି। ହେଲେ ଟିକା ସଂଗ୍ରହ କରିବା ଏବେ ସରକାରଙ୍କ ପାଇଁ ବଡ଼ ସମସ୍ୟା ପାଲଟିଛି। କେନ୍ଦ୍ର ସରକାର ଆବଶ୍ୟକତା ଅନୁଯାୟୀ ଟିକା ଯୋଗାଇ ପାରୁ...
ମୋଦିଙ୍କ ନିକଟରେ ବଡ଼ ଅଭିଯୋଗ କଲେ କଶ୍ମୀରର ଏହି କୁନି ଝିଅ: ଭିଡିଓ ଦେଖିଲେ କହିବେ…
ନୂଆଦିଲ୍ଲୀ: କଶ୍ମୀରର ଜଣେ ୬ ବର୍ଷ ବାଳିକାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଖୁବ୍ ଭାଇରାଲ୍ ହେବାରେ ଲାଗିଛି। ଭିଡିଓରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ସ୍କୁଲ ପିଲାଙ୍କ ଉପରେ ହୋମଓ୍ବାର୍କ ବୃଦ୍ଧି ଏବଂ ଅଧ୍ୟୟନର ବୋଝକୁ ନେଇ...
ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧।୬: ସେଣ୍ଟ୍ରାଲ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେଶନ୍(ସିବିଏସ୍ଇ) ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପରୀକ୍ଷା ନେଇ ସମୀକ୍ଷା କରିବା ପରେ ଏହାକୁ ବାତିଲ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ତେବେ ଦେଶରେ କରୋନା...
ରାଜଧାନୀରୁ ଆଉ ୯୭୪ ସଂକ୍ରମିତ ଚିହ୍ନଟ: ଜାଣନ୍ତୁ କେଉଁଠୁ କେତେ…
ଭୁବନେଶ୍ୱର,୧।୬(ବ୍ୟୁରୋ): ସଂକ୍ରମଣରେ ରୋକ୍ ଲାଗୁନି। ରାଜଧାନୀ ଭୁବନେଶ୍ୱରରେ ମଙ୍ଗଳବାର ଆଉ ୯୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୦ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୮୦୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ତେବେ ଏହାକୁ ମିଶାଇ ଭୁବନେଶ୍ୱର ମହାନଗର...
ବିମାନ ଦୁର୍ଘଟଣାରେ ଆଖି ବୁଜିଲେ ଟାର୍ଜନ ଅଭିନେତା
ବମ୍ବେ: ପରଲୋକରେ ଅଭିନେତା ଜୋ ଲାରା। ଏକ ବିମାନ ଦୁର୍ଘଟଣାରେ ସେ ପ୍ରାଣ ହରାଇଛନ୍ତି। ୫୮ ବର୍ଷୀୟ ଜୋ ବିମାନରେ ସ୍ତ୍ରୀ ଏବଂ ପାଞ୍ଚଜଣ ଅନ୍ୟ ଲୋକଙ୍କ ସହ ଯାତ୍ରା କରୁଥିଲେ। ଏବେ ପୋଲିସ ସେମାନଙ୍କର ମୃତଦେହକୁ ଖୋଜିବାକୁ ପ୍ରୟାସ...
ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ ଅଧିନାୟକ: ଜାଣନ୍ତୁ କିଏ ହେବେ ତାଙ୍କ ଜୀବନସାଥୀ
ଲାହୋର,୧।୬: ହାତକୁ ଦୁଇ ହାତ ହେବାକୁ ଯାଉଛନ୍ତି ପାକିସ୍ତାନ କ୍ରିକେଟ ଟିମ୍ର ଅଧିନାୟକ ବାବର ଆଜମ। ଏବେ ଦମ୍ଦାର ଫର୍ମରେ ଥିବା ବାବର ନୂଆ ଇନିଂସ ଆରମ୍ଭ କରିବାକୁ ପ୍ରସ୍ତୁତ। ଏଥିପାଇଁ ସେ ହଁ ଭରିଛନ୍ତି। ବାବାର ନିଜ ସମ୍ପର୍କୀୟ...