ସୋନୁ ସୁଦଙ୍କୁ ପ୍ରଧାନମନ୍ତ୍ରୀ ରୂପେ ଦେଖିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ସମୟରେ ନିଃସ୍ବାର୍ଥପର ଭାବରେ ଲୋକଙ୍କ ସେବା କରୁଛନ୍ତି। ତାଙ୍କୁ ସାରା ଦେଶରେ ପ୍ରଶଂସା କରାଯାଉଛି। ବଲିଉଡ୍ ଅଭିନେତ୍ରୀ ମାନେ ମଧ୍ୟ ତାଙ୍କୁ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି। ଅଭିନେତ୍ରୀ ହୁମା କୁରେଶୀ କହିଛନ୍ତି...
କୋଦାଳ ଧରି ମାଟି ହାଣୁଛନ୍ତି ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡ ଅଭିନେତ୍ରୀ ରବିନା ଟଣ୍ଡନ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ନିକଟରେ ସେ ନିଜ ଇନଷ୍ଟାଗ୍ରାମରେ କିଛି ଭିଡିଓ ଶେୟାର କରିଛନ୍ତି। ଭିଡିଓରେ ରବିନା ତାଙ୍କ ଗାଁ ଫାର୍ମରେ ଏକ କୋଦାଳ ଧରି ମାଟି ହାଣୁଥିବା ନଜର ଆସିଛନ୍ତି। ଭିଡିଓ...
ଘର ବାହୁଡ଼ିବାକୁ ଦିଦିଙ୍କ ଅନୁମତି ଲୋଡିଲେ ଦିପେନ୍ଦୁ, କହିଲେ ଭାଜପାରେ ଯୋଗଦେବା ଥିଲା ଭୁଲ୍ ନିଷ୍ପତ୍ତି…
କୋଲକାତା,୧।୬: ବିଧାନସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ ଛାଡ଼ି ବହୁ ନେତା ଭାଜପାରେ ଯୋଗଦେଇଥିଲେ। ଏବେ ନିର୍ବାଚନ ଶେଷ ପରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଗଠନ ହୋଇଛି। ଭାଜପାରେ ଯୋଗଦେଇଥିବା ନେତା ଏବେ ତୃଣମୂଳ କଂଗ୍ରେସ ମୁହାଁ...
ପାରିବାରିକ ହିଂସା ମାମଲାରେ କରନଙ୍କୁ ମିଳିଲା ଜାମିନ
ମୁମ୍ବାଇ,୧।୬: ଅନେକ ଟିଭି ସିରିୟଲ୍ରେ କାମ କରି ବେଶ୍ ଲୋକପ୍ରିୟତା ହାସଲ କରିଥିବା ଅଭିନେତା କରନ ମେହେରାଙ୍କୁ ପାରିବାରିକ ହିଂସା ମାମଲାରେ ଜାମିନ ମିଳିଛି। ସୋମବାର କରନ ତାଙ୍କ ପତ୍ନୀ ନିଶା ରାଓ୍ବଲଙ୍କ ସହ ଘରୋଇ ହିଂସା ଘଟାଇଥିବା ଅଭିଯୋଗରେ...
ଭାରତୀୟ ଷ୍ଟ୍ରେନ୍କୁ ‘ଡେଲ୍ଟା’ ନାମ ଦେଲା ଡବ୍ଲ୍ୟୁଏଚ୍ଓ…
ଜେନେଭା/ନୂଆଦିଲ୍ଲୀ,୧।୬: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ଭୂତାଣୁର ଷ୍ଟ୍ରେନ୍କୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଗ୍ରୀକ୍ ଅକ୍ଷର ଡେଲ୍ଟଶ ଭାବେ ନାମକରଣ କରାଯାଇଛି। ଅକ୍ଟୋବର ୨୦୨୦ରେ ମିଳିଥିବା କରୋନା ଭୂତାଣୁ ଭାରିଆଣ୍ଟ୍ ବି-୧-୬୧୭-୨କୁ ଡେଲ୍ଟା ନାମ ଦିଆଯାଇଥିବାବେଳେ ବି-୧-୬୧୭-୧ ଭାରିଆଣ୍ଟ୍କୁ...
ଭୁବନେଶ୍ୱରଙ୍କ ଦୁଃଖ ସରୁନି: ପିତାଙ୍କ ମୃତ୍ୟୁ ପରେ ମା’ ହସ୍ପିଟାଲରେ, ନିଜଠାରେ କରୋନା ଲକ୍ଷଣ
ଟିମ ଇଣ୍ଡିଆର ଦ୍ରୁତ ବୋଲର ଭୂବନେଶ୍ୱର କୁମାରଙ୍କ ସମସ୍ୟା ଶେଷ ହେବାର ନାଁ ନେଉନାହିଁ। ନିକଟରେ ତାଙ୍କ ପିତାଙ୍କ ମୃତୁ ପରେ ଏବେ ଭୁବନେଶ୍ୱରଙ୍କ ମା’ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏବେ ସେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।...
ଦ୍ୱିତୀୟ ଲହର ଯୋଗୁ ଲୋକଙ୍କୁ ମିଳୁନି ଦୁଇମୁଠା ଖାଦ୍ୟ: ଏକ କୋଟିରୁ ଅଧିକ ବେରୋଜଗାର…
ନୂଆଦିଲ୍ଲୀ,୧।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ସାଧାରଣ ଲୋକଙ୍କ ଆର୍ଥିକ ସ୍ଥିତି ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। କରୋନା ମହାମାରୀ ଯୋଗୁ ଦେଶରେ ୯୭ ପ୍ରତିଶତ ଲୋକଙ୍କ ରୋଜଗାର ହ୍ରାସ ପାଇଛି। ଏନେଇ ପ୍ରକାଶିତ ଏକ...
ଭାରତୀୟ ଦଳକୁ ମିଳିଲା ଖୁସି ଖବର
ମୁମ୍ବାଇ,୧।୬: ଭାରତୀୟ ଦଳ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲ୍ୟୁଟିସି-୨୦୨୧) ଫାଇନାଲ ମ୍ୟାଚ ଏବଂ ଇଂଲଣ୍ଡ ବିପକ୍ଷରେ ପାଞ୍ଚ ଟେଷ୍ଟ ସିରିଜ ପାଇଁ ଜୁନ୍ ୨ରେ ବ୍ରିଟେନ ଗସ୍ତରେ ଯିବ। ଭାରତୀୟ ପୁରୁଷ ଦଳ ଏବଂ ମହିଳା ଦଳ...
ପ୍ରେମିକାଙ୍କ ବିବାହ ଖବର ଶୁଣି ସିଗାରେଟ୍ ଲଗାଇ ହାତ ପୋଡି ଦେଇଥିଲେ ଏହି ପ୍ରସିଦ୍ଧ ଅଭିନେତା
ହିନ୍ଦୀ ସିନେମାର ଜଣେ ମହାନ ଅଭିନେତ୍ରୀ ଥିଲେ ନର୍ଗିସ ଦତ୍ତ। ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ ଦେଇଥିଲେ। ତାଙ୍କର ପ୍ରକୃତ ନାମ ଥିଲା ଫାତିମା ରସିଦ। ଜୁନ ୧, ୧୯୨୯ରେ ଜନ୍ମ ହୋଇଥିବା ନର୍ଗିସ ପାଞ୍ଚ ବର୍ଷ ବୟସରେ...
ମେ’ ମାସ ସାଜିଲା ଘାତକ: ୯୯ ହଜାର ୬୮୦ କରୋନା ଆକ୍ରାନ୍ତଙ୍କ ଜୀବନ ନେଲା…
ନୂଆଦିଲ୍ଲୀ,୧।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ମେ’ ମାସରେ କରୋନା ଘାତକ ସାଜିଛି। ଏହି ମାସରେ ଦେଶରେ ସର୍ବାଧିକ ୯୯ ହଜାର ୬୮୦ କରୋନା ଆକ୍ରାନ୍ତ ଜୀବନ ଯାଇଛି। ଏହା ପୂର୍ବରୁ...