ପୋଲିସ କଲା ରାଜପଥ ମରାମତ
କାମାକ୍ଷାନଗର,୧।୬(ଡି.ଏନ.ଏ.) ମହାମାରୀ ସମୟରେ ଆଗଧାଡ଼ିର ଯୋଦ୍ଧା ଭାବେ ଦିନରାତି କାର୍ଯ୍ୟ କରୁଥିବା ପୋଲିସ ରାଜପଥ ମରାମତି ପରି କାର୍ଯ୍ୟ କରି ବେଶ୍ ପ୍ରଶଂସା ସାଉଣ୍ଟିଛି। ଏହି ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନାର କର୍ମଚାରୀମାନେ। ପ୍ରକାଶ ଯେ,...