ଇତିହାସ ରଚିବା ଠାରୁ ୧୩୯ ରନ୍ ଦୂରରେ ନ୍ୟୁଜିଲାଣ୍ଡ
ସାଉଥାମ୍ପଟନ,୨୩।୬: ଶେଷ ପର୍ଯ୍ୟାୟରେ ପହଞ୍ଚିଛି ଚଳିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ (ଡବ୍ଲ୍ୟୁସି) ଫାଇନାଲ। ୧୪୪ ବର୍ଷ ପରେ ବିଶ୍ୱକୁ ମିଳିବାକୁ ଯାଉଛି ପ୍ରଥମ ଟେଷ୍ଟ ଚାମ୍ପିୟନ। ପ୍ରଥମ ଇନିଂସରେ ୩୨ ରନ୍ରେ ପଛୁଆ ଥିବା ଟିମ୍ ଇଣ୍ଡିଆ ଦ୍ୱିତୀୟ ପାଳିରେ...
ଅଣ୍ଡରୱାର୍ଲଡ ଡନ୍ ଦାଉଦ୍ ଇବ୍ରାହିମ୍ଙ୍କ ଭାଇ ଗିରଫ
ମୁମ୍ବାଇ,୨୩।୬: ଅଣ୍ଡରୱାର୍ଲଡ ଡନ୍ ଦାଉଦ ଇବ୍ରାହିମଙ୍କ ଭାଇ ଇକ୍ବାଲ କାସକରକୁ ମୁମ୍ବାଇ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଗିରଫ କରିଛି । ବୁଧବାର ଡ୍ରଗ୍ସ ମାମଲାରେ କାସକରଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ନିକଟରେ ଏନ୍ସିବିର ବଡ଼ କାର୍ଯ୍ୟାନୁଷ୍ଠାନ ବେଳେ ପ୍ରାୟ ୨୫...
ଭୁଟାନରେ ହଜି ଯାଇଥିଲେ ବିରାଟ, ଡରି ଯାଇଥିଲେ ଅନୁଷ୍କା; କିଛି ଏଭଳି…
ନୂଆଦିଲ୍ଲୀ,୨୩।୬: ଚର୍ଚ୍ଚିତ ସେଲିବ୍ରିଟି କପଲ୍ମାନଙ୍କ ମଧ୍ୟରୁ ଭାରତୀୟ ଅଧିନାୟକ ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ଗୋଟିଏ। ୨୦୧୭ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଏହାପରେ ସେମାନେ ୨୦୧୯ରେ ଭୁଟାନରେ ଛୁଟି କଟାଇବାକୁ ଯାଇଥିଲେ। ଏହି ସମୟରେ ଏକ...
ସଞ୍ଜୁଙ୍କ ଛାତିରେ ରହିଛି ଏହି ନାଁରେ ଟାଟୁ
ମୁମ୍ବାଇ: ଅଭିନେତା ସଞ୍ଜୟ ଦତ୍ତ ଏବଂ ତାଙ୍କ ପିତା ସୁନିଲ ଦତ୍ତଙ୍କ ସମ୍ପର୍କକୁ ବୁଝିବା ବହୁତ କଷ୍ଟକର। ଫିଲ୍ମ ସଞ୍ଜୁରେ ପିତା-ପୁତ୍ରଙ୍କ ବଣ୍ଡିଂର ଝଲକ ଦେଖିବାକୁ ମିଳିଥିଲା। ସଞ୍ଜୁ ତାଙ୍କ ପିତାଙ୍କ ପ୍ରତି ଥିବା ଭଲପାଇବାକୁ ଶବ୍ଦରେ ପ୍ରକାଶ କରିପାରିଲେନି।...
କରୋନାକୁ ନେଇ ଏହି ଦେଶର ଚିନ୍ତା ନାହିଁ
ଓ୍ବାଶିଂଟନ,୨୩ା୬: ସମଗ୍ର ବିଶ୍ୱରେ କରୋନା ମହାମାରୀ ବହୁ କ୍ଷତି ଘଟାଇଲାଣି। ଇତିମଧ୍ୟରେ ଅନେକ ଦେଶରେ ନାନା ସମସ୍ୟା ମଧ୍ୟରେ ଗତି କରୁଛନ୍ତି। ଯେଉଁଥିରେ ଶକ୍ତିଶାଳୀ ଆମେରିକା ମଧ୍ୟ ରହିଛି। ଏହି ଦେଶ କରୋନାରୁ ମୁକ୍ତି ପାଇଁ ଲଗାତର ପ୍ରୟାସ ଜାରି...
୧୧୨ ବଲ୍ ଖେଳି କରିଥିଲେ ୧୯ ରନ୍; ସେହ୍ବାଗ କହିଲେ ‘ମୋତେ ନିଦ ଆସୁଛି, ଶୋଇବାକୁ ଦିଅ’
ନୂଆଦିଲ୍ଲୀ,୨୩।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ଫାଇନାଲ୍ରେ ନ୍ୟୁଜିଲାଣ୍ଡ ଅଧିନାୟକ କେନ୍ ଓ୍ବିଲିୟମସନଙ୍କ ଖେଳ ଦେଖି ନିଦ ଆସୁଥିବା କହିଛନ୍ତି ଭାରତୀୟ ଟିମ୍ର ପୂର୍ବ ଓପନର ବିରେନ୍ଦ୍ର ସେହ୍ବାଗ। ମଙ୍ଗଳବାର ପଞ୍ଚମ ଦିନରେ ଓ୍ବିଲିୟମସନ ୧୭୭ ବଲ୍ରେ ୬ ଚୌକା ସହାୟତାରେ...
ପାଳିଆ ସେବାୟତଙ୍କୁ ସ୍ନାନଯାତ୍ରା ପାସ୍
ପୁରୀ ଅଫିସ,୨୩ା୬: ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଏଥିପାଇଁ ଆଜି ରାତିରୁ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି ନୀତି। ତେବେ କୋଭିଡ କଟକଣା ପାଇଁ ଚଳିତବର୍ଷ ବିନା ଭକ୍ତରେ ସ୍ନାନଯାତ୍ରା ଏବଂ ରଥଯାତ୍ରା ଅନୁଷ୍ଠିତ ହେବ। ପୁରୀ ଜିଲାପାଳ ସମର୍ଥ ବର୍ମା...
ସତ୍ୟନାରାୟଣ କି କଥାରେ କାର୍ତ୍ତିକ
ମୁମ୍ବାଇ: ବଲିଉଡ୍ ଅଭିନେତା କାର୍ତ୍ତିକ ଆର୍ୟନ କିଛି ଦିନ ପୂର୍ବରୁ ବେଶ୍ ଚର୍ଚ୍ଚାରେ ରହିଥିଲେ। ନିକଟରେ କାର୍ତ୍ତିକଙ୍କୁ ଫିଲ୍ମ ଦୋସ୍ତାନା-୨ରୁ ବାହାର କରାଯିବା ଖବର ଲାଇମ୍ଲାଇଟ୍ରେ ରହିଥିଲା। ନିର୍ଦ୍ଦେଶକ କରନ ଜୋହରଙ୍କ ସହ ତାଙ୍କର ଝଗଡ଼ା ପରେ କାର୍ତ୍ତିକଙ୍କୁ ବହୁ...
ଡାବର ଟୁଥ୍ପେଷ୍ଟ ପ୍ୟାକିଂରେ ବ୍ୟବହୃତ ହେବନି କାଗଜ
ନୂଆଦିଲ୍ଲୀ,୨୩।୬: ଦେଶର ଅଗ୍ରଣୀ କମ୍ପାନୀ ଏଫ୍ଏମ୍ସିଜି କମ୍ପାନୀ ଡାବର ପରିବେଶ ସୁରକ୍ଷା ପାଇଁ ଏକ ବଡ଼ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ଏଣିକି କାଗଜ କାର୍ଟୁନରେ ପ୍ୟାକିଂ ହୋଇଥିବା ଡାବର ଟୁଥ୍ପେଷ୍ଟ ଆଉ ଉପଲବ୍ଧ ହେବ ନାହିଁ। ଅର୍ଥାତ୍ ଏବେଠାରୁ...
ଗୋଟିଏ ତାରିଖ, ଗୋଟିଏ ମଇଦାନ; ୨ ବର୍ଷ-୨ ରେକର୍ଡ…ମହମ୍ମଦ ସାମିଙ୍କ ପାଇଁ ଖାସ୍ ପାଲଟିଲା ୨୨ ଜୁନ୍
ନୂଆଦିଲ୍ଲୀ,୨୩।୬: ପୁଣି ଥରେ ବିଦେଶୀ ମାଟିରେ ନିଜ ବଲ୍ର ଯାଦୁ ଦେଖାଇଛନ୍ତି ଭାରତୀୟ ଟିମ୍ର ୩୦ ବର୍ଷୀୟ ପେସର୍ ମହମ୍ମଦ ସାମି। ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲର ପଞ୍ଚମ ଦିନରେ ସେ ଏକ ବିଶେଷ ରେକର୍ଡ କରିଛନ୍ତି।...