ଗର୍ଲପ୍ରେଣ୍ଡଙ୍କ ପାଇଁ ସୋନୁ ସୁଦଙ୍କୁ ଆଇଫୋନ୍ ମାଗିଲେ ଯୁବକ: ଜବାବରେ ମିଳିଲା
ବଲିଉଡ ଅଭିନେତା ସୋନୁ ସୁଦ କରୋନା ମହାମାରୀ ବେଳେ ଲୋକଙ୍କୁ ସହାୟତାର ହାତ ବଢାଇଛନ୍ତି। ଲୋକମାନେ ସୋନୁଙ୍କୁ ଟୁଇଟ୍ର୍ରେ ସହାୟତା ମାଗିଥିଲେ। ଅନେକ ଥର, ସୋନୁଙ୍କ ଉଦାରତାର ସୁଯୋଗ ନେଇ ଲୋକମାନେ ମଧ୍ୟ ତାଙ୍କଠାରୁ ଅଜବ କିଛି। ଦାବି କରିଥା’ନ୍ତି,...
ଝାଡ଼ଖଣ୍ଡ କଂଗ୍ରେସରେ ସଙ୍କଟ, ୪ ବିଧାୟକ ଦିଲ୍ଲୀରେ…
ରାଞ୍ଚି,୨୩।୬: ପଞ୍ଜାବ ଏବଂ ରାଜସ୍ଥାନ କଂଗ୍ରେସର ଘର କଳି ପଦାକୁ ଆସିବା ପରେ ଏବେ ଝାଡ଼ଖଣ୍ଡରେ ବିବାଦ ସୃଷ୍ଟି ହୋଇଛି। ରାଜ୍ୟର ୪ କଂଗ୍ରେସ ବିଧାୟକ ହାଇକମାଣ୍ଡଙ୍କୁ ଅଭିଯୋଗ କରିବା ପାଇଁ ଦିଲ୍ଲୀରେ ପହଞ୍ଚିଛନ୍ତି। ରାଜ୍ୟ କଂଗ୍ରେସ ନେତୃତ୍ୱ ପ୍ରତି...
ବଲିଉଡ୍ ସେଲିବ୍ରିଟିଙ୍କ ଡାକନାମ ଜାଣିଲେ ହସି ହସି ଗଡିବେ
ବଲିଉଡରେ ଅନେକ ତାରକା ଅଛନ୍ତି ଯେଉଁମାନେ ଫିଲ୍ମରେ ଅଭିନୟ କରିବା ପୂର୍ବରୁ ସେମାନଙ୍କ ନାମ ପରିବର୍ତ୍ତନ କରିଥିଲେ। ଅନେକ ସେଲିବ୍ରିଟିଙ୍କ ଡାକ ନାଁ ଜାଣିଲେ ତାଙ୍କ ପ୍ରଶଂସକଙ୍କୁ ଅଜବ ଲାଗିବ। ଏହି ତାଲିକାର ପ୍ରଥମ ନାମ ଶ୍ରଦ୍ଧା କପୁରଙ୍କ। ତାଙ୍କର...
ପୁଣି ଘନେଇଲା ବିପଦ, ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଟପିଲା…
ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ଘନେଇବାରେ ଲାଗିଛି। ଡେଲ୍ଟା ଭାରିଆଣ୍ଟ୍ ପରେ ଏବେ ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ନୂଆ ଡେଲ୍ଡା ପ୍ଲସ୍...
ନ୍ୟୁଜିଲାଣ୍ଡ ଅଧିନାୟକଙ୍କୁ ଆଉଟ୍ କରିବା ପାଇଁ ସୋନୁ ସୁଦ୍ଙ୍କୁ ସାହାଯ୍ୟ ମାଗିଲେ ପ୍ରଶଂସକ: ଜବାବ ମିଳିଲା ଏମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ବିଶ୍ୱ ଟେଷ୍ଟ ଚାମ୍ପିଅନ୍ଶିପ୍ର ଫଶଇନାଲ୍ ଖେଳାଯାଉଛି। ଡବ୍ଲୁଟିଏସି ଫାଇନାଲ୍ ପଞ୍ଚମ ଦିନରେ ଦ୍ରୁତ ବୋଲରମାନେ ଟିମ ଇଣ୍ଡିଆକୁ ମ୍ୟାଚକୁ ଫେରାଇ ଆଣିଥିଲେ। ଭାରତର ପ୍ରଥମ ଇନିଂସରେ ୨୧୭ ରନ୍ ଜବାବରେ ନ୍ୟୁଜିଲାଣ୍ଡର ସମସ୍ତ...
ବ୍ୟାଟିଂରେ ବି ଜଲଓ୍ବା ଦେଖାଉଛନ୍ତି ବିଶ୍ୱର ଏହି ଶ୍ରେଷ୍ଠ ବୋଲର୍: ବଡ ବଡ ବ୍ୟାଟ୍ସମ୍ୟାନ୍ଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍
ସାଉଥାମ୍ପଟନ୍,୨୩।୬: ନ୍ୟୁଜିଲାଣ୍ଡ ଦଳର ଏବେକାର ସବୁଠାରୁ ସଫଳ ବୋଲର ଟିମ ସାଉଥ। ତାଙ୍କର ସ୍ବିଙ୍ଗ ବୋଲିଂ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି ଫାଇନାଲ) ର ଫାଇନାଲରେ ଭାରତୀୟ ବ୍ୟାଟ୍ସମ୍ୟାନ୍ଙ୍କୁ ଅସୁବିଧାରେ ପକାଉଛି। କିନ୍ତୁ ଆପଣ ଜାଣନ୍ତି କି ନ୍ୟୁଜିଲାଣ୍ଡର ଏହି...
ଭିନ୍ନ ହେବେ ‘ସ୍ପେସ୍ ବେବି’
ନୂଆଦିଲ୍ଲୀ: ମହାକାଶରେ ଗୁରୁତ୍ୱ ଆକର୍ଷଣ ନାହିଁ। ତେଣୁ ସେଠାରେ ଜଣେ ଗର୍ଭବତୀଙ୍କ ସାମାନ୍ୟ ପ୍ରସବ ଅସମ୍ଭବ। ଯଦିଓ ସ୍ବାସ୍ଥ୍ୟ ବିଜ୍ଞାନର ଅତ୍ୟାଧୁନିକ ଜ୍ଞାନକୌଶଳକୁ ଉପଯୋଗ କରି ପ୍ରସବ କରାଯାଏ, ତଥାପି ରେଡିଏଶନ ଏବଂ ଅନ୍ୟ ପ୍ରତିକ୍ରିୟା କାରଣରୁ ପୃଥିବୀରେ ଜନ୍ମିତ...
ଅମରିନ୍ଦରଙ୍କୁ ଜବାବ ମାଗିଲା ଏଆଇସିସି
ନୂଆଦିଲ୍ଲୀ, ୨୩ା୬: ପଞ୍ଜାବ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ୱ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ନବଜୋତ ସିଂ ସିଦ୍ଧୁ ଓ ଅନ୍ୟ କେତେଜଣ ବିଧାୟକ ତଥା ମନ୍ତ୍ରୀ ବିଭିନ୍ନ ପ୍ରସଙ୍ଗ ଉଠାଇ ଅମରିନ୍ଦ୍ର ସିଂ ସରକାରଙ୍କୁ ଘେରିବାରେ...
ଜୀବନରେ କିଛି ନୂଆ କାମ ଆରମ୍ଭ କରିବାକୁ ଯାଉଛନ୍ତି କି? ନିଜକୁ ପଚାରିନିଅନ୍ତୁ ଏହି ୩ ପ୍ରଶ୍ନ..
ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କୁହନ୍ତି, କୌଣସି କାର୍ଯ୍ୟ ବିଷୟରେ ନ ଭାବି ସେଥିରେ ଜଡ଼ିତ ହୋଇଯାଉ। ଫଳରେ ସଫଳତା ମିଳିବ କିମ୍ବା...
ଆବର୍ଜନା ପାହାଡ଼ରେ ପାର୍କ
ରୁଷିଆ ରାଜଧାନୀ ମସ୍କୋରେ ଏଣିକି ଅଳିଆଗଦାରେ ପାର୍କ ଦେଖିବାକୁ ମିଳିବ। ମସ୍କୋ ଓ ଏହାର ଆଖପାଖ ଅଞ୍ଚଳରୁ ଏଠାକୁ ବହୁ ଟନ୍ ଅଳିଆ ଆବର୍ଜନା ଆସିଥାଏ। ଗତ ୫୦ ବର୍ଷରେ ଏଠାରେ ଆବର୍ଜନାର ଅନେକ ପାହାଡ଼ ତିଆରି ହୋଇଯାଇଛି। ଏହି...