୬ ବର୍ଷ ଝିଅର ବ୍ୟାଟିଂ ଦେଖି ବଡ଼ ବଡ଼ କ୍ରିକେଟର୍ ହେଲେ ଆଶ୍ଚର୍ଯ୍ୟ
ଭାରତରେ କ୍ରିକେଟ୍ ସବୁଠୁ ଅଧିକ ଲୋକପ୍ରିୟ ଖେଳ। ଏହାକୁ ସବୁ ବର୍ଗର ଲୋକ ଦେଖିଥାନ୍ତି। ନିକଟରେ ଜଣେ ୬ ବର୍ଷୀୟ ଝିଅଙ୍କ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଭିଡିଓରେ ସେ ବହୁତ ଚମତ୍କାର ବ୍ୟାଟିଂ କରୁଥିବା ଦେଖିବାକୁ ମିଳିଛି।...
ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇଲେ ରାଖି ସାଓ୍ବନ୍ତ, ଭିଡ଼ିଓ ଭାଇରାଲ…
ମୁମ୍ବାଇ,୨୨।୬: ବଲିଉଡ୍ ଅଭିନେତ୍ରୀ ରାଖି ସାଓ୍ବନ୍ତ ଏବେ ସୋସିଆଲ୍ ମିଡ଼ିଆରେ ବେଶ୍ ଆକ୍ଟିଭ୍ ରହିଛନ୍ତି। କିଛି ଦିନ ତଳେ ବାବା ରାମଦେବଙ୍କ ବିରୋଧରେ ବିବାଦୀୟ ମନ୍ତବ୍ୟ ଦେଇଥିବା ରାଖି ଏବେ ଜଣେ ଅଟୋ ଡ୍ରାଇଭରଙ୍କୁ ନୃତ୍ୟ ଶିଖାଇ ଚର୍ଚ୍ଚାରେ ରହିଛନ୍ତିି।...
ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର୍ ହେଲେ ମୁରଲିଥରନ୍…
ନୂଆଦିଲ୍ଲୀ,୨୨।୬: ଟିମ୍ ଶ୍ରୀଲଙ୍କାର ପୂର୍ବତନ ସ୍ପିନର ମୁଥିଆ ମୁରଲିଥରନ୍ଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବୋଲର ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ୫୦ ଜଣିଆ ବିଚାରକ ମଣ୍ଡଳୀଙ୍କ ଦ୍ୱାରା ହୋଇଥିବା ଚୟନ ପ୍ରକ୍ରିୟାରେ ଅଷ୍ଟ୍ରେଲିଆର ବୋଲର ଶେନ୍ ଓ୍ବାର୍ନ,...
ଭାଜପାକୁ ଟକ୍କର ଦେଇପାରିବ ନାହିଁ ତୃତୀୟ ମୋର୍ଚ୍ଚା: ପ୍ରଶାନ୍ତ କିଶୋର
ନୂଆଦିଲ୍ଲୀ,୨୨।୬: ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ତୃତୀୟ ମୋର୍ଚ୍ଚା ଗଠନକୁ ନେଇ ନିଜ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ୧୫ ଦିନ ମଧ୍ୟରେ ଦୁଇଥର ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାରଙ୍କୁ ଭେଟିବା ପରେ ପ୍ରଶାନ୍ତ କିଶୋର କହିଛନ୍ତି...
ପ୍ରଶଂସକଙ୍କୁ ମନ ଦେଇ ବସିଥିଲେ ଏହି ସୁପରଷ୍ଟାର୍
ଦକ୍ଷିଣର ସୁପରଷ୍ଟାର ବିଜୟ ଚନ୍ଦ୍ରଶେଖର ଆଜି ୪୭ ବର୍ଷରେ ପଦାର୍ପଣ କରିଛନ୍ତି। ଏପର୍ଯ୍ୟନ୍ତ ଅନେକ ହିଟ୍ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ତାଙ୍କର ସମ୍ପୂର୍ଣ୍ଣ ନାମ ଜୋସେଫ ବିଜୟ ଚନ୍ଦ୍ରଶେଖର, କିନ୍ତୁ ପ୍ରଶଂସକମାନେ ତାଙ୍କୁ ବିଜୟ ବୋଲି ଜାଣନ୍ତି। ବିଜୟ ପ୍ରାୟତଃ...
ଜୁନ୍ ୨୪ରେ ଲାଲ୍ ଟହ ଟହ ଷ୍ଟ୍ରବେରୀ ଚନ୍ଦ୍ରମା ! …
ନୂଆଦିଲ୍ଲୀ,୨୨।୬: ଜୁନ୍ ୨୪ ଦେବସ୍ନାନ ପୂର୍ଣ୍ଣିମାରେ ଆକାଶରେ ବଡ଼ ଚନ୍ଦ୍ରମାକୁ ଦେଖିବାକୁ ମିଳିବ। ସ୍ବାଭାବିକ ଆକାରଠାରୁ ଏହି ଚନ୍ଦ୍ରମା ଆକାର ଯଥେଷ୍ଟ ବଡ଼ ରହିବା ସହିତ ଅଧିକ ଉଜ୍ୱଳ ମଧ୍ୟ ଦେଖାଯିବ। ମହାକାଶ ବିଜ୍ଞାନୀ ଏହାକୁ ଷ୍ଟ୍ରବେରୀ ମୁନ୍ କହିଥାନ୍ତି।...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ରୁହନ୍ତୁ ସରକାର…
ନୂଆଦିଲ୍ଲୀ,୨୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ନେଇକଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଦ୍ୱିତୀୟ ଲହର ଆସିବା ନେଇ ବହୁ ପୂର୍ବରୁ...
ଅଧିକ ସନ୍ତାନ ଥିବା ମାତାପିତାଙ୍କୁ ମିଳିବ ୧ ଲକ୍ଷ ଟଙ୍କା
ଆଇଜଲ୍,୨୨।୬: ଦେଶରେ ଜନସଂଖ୍ୟା ନିୟନ୍ତ୍ରଣକୁ ନେଇ ବିଭିନ୍ନ ପ୍ରକାର ଯୋଜନା କରାଯାଉଛି। କିନ୍ତୁ ମିଜୋରାମ ଜଣେ ମନ୍ତ୍ରୀ ଏକ ଅଜବ ଘୋଷଣା କରି ଚର୍ଚ୍ଚାରେ ଅଛନ୍ତି। କ୍ରୀଡା ମନ୍ତ୍ରୀ ରବର୍ଟ ରୋମାଓ୍ବିଆ ରୋଏଟ ତାଙ୍କ ନିର୍ବାଚନମଣ୍ଡଳୀରେ ସର୍ବାଧିକ ସଂଖ୍ୟକ ପିଲା...
ଭାକ୍ସିନ୍ ନ ନେଲେ ମୋବାଇଲ୍ ସିମ୍ କାର୍ଡ ହେବ ବ୍ଲକ୍, କଡ଼ା ନିର୍ଦ୍ଦେଶ ଜାରି କଲେ ସରକାର…
କରାଚି,୨୨।୬: କରୋନା ମହ।ମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ଲାଗି ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ପାକିସ୍ତାନର ପଞ୍ଜାବ ପ୍ରଦେଶରେ ସରକାରଙ୍କ ପକ୍ଷରୁ ଟିକା ନେବାକୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି।...
ଡବ୍ଲୁଟିସି ଫାଇନାଲ ଡ୍ର’ ରହିଲେ ଭାରତ ସହିବ କ୍ଷତି, ନ୍ୟୁଜିଲାଣ୍ଡର ହେବ ଲାଭ: ଜାଣନ୍ତୁ କେମିତି
ସାଉଥାମ୍ପଟନ୍,୨୩।୬: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ବିଶ୍ୱ ଟେଷ୍ଟ ଚାମ୍ପିଅନସିପ (ଡବ୍ଲୁଟିସି)ର ଫାଇନାଲ ପାଇଁ ପ୍ରଶଂସକମାନେ ଦୀର୍ଘ ସମୟ ଅପେକ୍ଷା କରିଥିଲେ। ଏହି ମ୍ୟାଚ ପାଇଁ ଉଭୟ ଦଳ କଠିନ ପରିଶ୍ରମ କରିଛନ୍ତି। ଗତ ଦୁଇ ବର୍ଷ ଧରି...