ଟିକଟ କନଫର୍ମ, ନିର୍ବାଚନ ପାଇଁ ପ୍ରସ୍ତୁତି କର: ୫୦ ନେତାଙ୍କୁ ଫୋନ୍ କଲେ ପ୍ରିୟଙ୍କା…
ନୂଆଦିଲ୍ଲୀ,୨୧।୬: ଉତ୍ତର ପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏନେଇ କଂଗ୍ରେସ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। କଂଗ୍ରେସ ପକ୍ଷରୁ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ରାଜ୍ୟର ୫୦ ଜଣ ତୁଙ୍ଗ ନେତାଙ୍କୁ ଫୋନ୍ କରି ସେମାନଙ୍କର...
ଶ୍ୱେତ କବକ
କିଛି ରିପୋର୍ଟ ଅନୁଯାୟୀ, ଧଳା ଫଙ୍ଗସ୍ ରୋଗ ବୃଦ୍ଧି ପାଇବାରେ ଲାଗିଛି। କୋଭିଡ୍ରେ ଆକ୍ରାନ୍ତ ରୋଗୀମାନେ ଧଳା ଫଙ୍ଗସ୍ ବା ଶ୍ୱେତ କବକ (ହ୍ବାଇଟ୍ ଫଙ୍ଗସ୍)ରେ ଅଧିକ ମାତ୍ରାରେ ଆକ୍ରାନ୍ତ ହୋଇଥାଆନ୍ତି, କାରଣ ଏହା ରୋଗ ପ୍ରତିରୋଧକ କ୍ଷମତାକୁ ଦମନ...
ସୌଭାଗ୍ୟ ବୃଦ୍ଧି ପାଇଁ କରିବେ କେଉଁ ପ୍ରକାର ଯୋଗାସନ, ଜାଣନ୍ତୁ …
ସୁସ୍ବାସ୍ଥ୍ୟ ପାଇଁ ଦୈନଦିନ ଜୀବନରେ ଯୋଗାସନ କରିବା ଜରୁରୀ। ତେବେ ଜାତକରେ ବିଭିନ୍ନ ଗ୍ରହଙ୍କୁ ସନ୍ତୁଷ୍ଟ କରିବା ସହିତ ସୌଭାଗ୍ୟ ବୃଦ୍ଧି ଲାଗି ଭିନ୍ନ ଭିନ୍ନ ଯୋଗାସନ ସମ୍ପର୍କରେ ଜ୍ୟୋତିଷ ଶାସ୍ତ୍ରରେ ଉଲ୍ଲେଖ କରାଯାଇଛି। ସୂର୍ଯ୍ୟଙ୍କୁ ସନ୍ତୁଷ୍ଟ କରିବା ପାଇଁ...
ପୁଅର ପ୍ରଥମ ଝଲକ୍ ଦେଖାଇଲେ କପିଲ୍ ଶର୍ମା
କମେଡି କିଙ୍ଗ୍ କପିଲ୍ ଶର୍ମା ଏବେ ଶୁଟିଂରୁ କିଛି ଦିନ ବିରତି ନେଇ ନିଜ ପରିବାର ସହ ସମୟ ବିତାଉଛନ୍ତି। ସେ ସୋସିଆଲ ମିଡିଆରେ ବହୁତ ସକ୍ରିୟ। ପ୍ରାୟତଃ ବଡ଼ ଝିଅ ଅନାୟାରଙ୍କ ଫଟୋ ପ୍ରଶଂସକଙ୍କ ସହ ଶେୟାର କରନ୍ତି।...
୨୨୦ ଲିଟର ଦେଶୀ ରନ୍ଧା ମଦ ସହ ୩ ବାଇକ୍ ଜବତ, ୩ ଗିରଫ
ଭଦ୍ରକ ଅଫିସ,୨୧ା୬: ଜିଲା ଅବକାରୀ ବିଭାଗ ପକ୍ଷରୁ ଗଠିତ ଏକ ସ୍ବତନ୍ତ୍ର ଟିମ୍ ଦ୍ୱାରା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁ ଓ ବାରାପୁର ଗ୍ରାମ ଅଞ୍ଚଳରେ ଚଢ଼ାଉ କରାଯାଇ ଗୋଟିଏ ହୋଣ୍ଡା ମୋଟରସାଇକେଲ(ଓଡି-୦୧ଆର-୮୬୭୬) ଓ ଗୋଟିଏ ସ୍କୁଟିରୁ(ଓଡି-୦୧ଏଜେ-୮୯୬୯) ୧୭୦ ଲିଟର...
୧୫ ମିନିଟ୍ରେ ଚା’:ଡେଲିଭରୀ ବୟଙ୍କୁ ମିଳିଲା ୭୩,୦୦୦ନଗଦ ପୁରସ୍କାର
ହାଇଦ୍ରାବାଦ,୨୧।୬: ଗତ କିଛି ମାସରୁ ବଲିଉଡ୍ ଅଭିନେତା ସୋନୁ ସୁଦ ଲୋକଙ୍କ ସହାୟତା କରିଆସୁଛନ୍ତି। କିନ୍ତୁ ଲୋକଙ୍କ ସହାୟତା ପାଇଁ ସୋନୁ ସବୁବେଳେ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ। ତେଣୁ ଲୋକଙ୍କ ସାହାଯ୍ୟ ପାଇଁ ସୋନୁଙ୍କ ଅନୁପସ୍ଥିତିକୁ ପୂରଣ...
କୂଅରେ ପଡ଼ିଥିବା ଶିଶୁକୁ ଉଦ୍ଧାର କରିବାକୁ ଯାଇ ଯୁବକଙ୍କ ଜୀବନ ଗଲା
ଛେଣ୍ଡିପଦା,୨୧ା୬(ଡି.ଏନ୍.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଥାନା ଅନ୍ତର୍ଗତ ଶିମିଳିପାଳ ଗ୍ରାମ ପୁରିହାପାଟ ଠାକୁରାଣୀ ପୀଠ ନିକଟରେ ଥିବା କୂଅରେ ପଡ଼ିଯାଇଥିବା ୩ ବର୍ଷର ଶିଶୁକୁ ଉଦ୍ଧାର କରିବାକୁ ଯାଇ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ...
ଟାଇଗରଙ୍କ ପ୍ରେମ ସମ୍ପର୍କକୁ ନେଇ ଏମିତି କହିଲେ ବାପା
ବଲିଉଡ ଅଭିନେତା ଟାଇଗର ଶ୍ରଫ ଏବଂ ଦିଶା ପଟାନୀଙ୍କ ମଧ୍ୟରେ ଦୀର୍ଘ ଦିନ ହେବ ପ୍ରେମ ସମ୍ପର୍କ ଚାଲିଛି। ଉଭୟ ଅନେକ ପାର୍ଟିରେ ଏକତ୍ର ନଜର ଆସନ୍ତି। ଦିଶା ପ୍ରାୟତଃ ଟାଇଗରଙ୍କ ମା’ ଆୟେଶା ଏବଂ ଭଉଣୀ କୃଷ୍ଣା ଶ୍ରଫଙ୍କ...
ମୃତ୍ୟୁର ୪ ଘଣ୍ଟା ପୂର୍ବରୁ ଶୁଟିଂ କରୁଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ
ବଲିଉଡରେ କିଛି ଅଭିନେତ୍ରୀ ଅଛନ୍ତି, ଯେଉଁମାନେ ବଡ ପରଦାରେ ମା’ ଭୂମିକା ପାଇଁ ଫିଟ ବିବେଚିତ ହୋଇଥିଲେ। ରିମା ଲାଗୁ ଏହି ଅଭିନେତ୍ରୀମାନଙ୍କ ମଧ୍ୟରୁ ଜଣେ ଥିଲେ। ବଡ ପରଦା ହେଉ କି ଛୋଟ, ସେ ସବୁବେଳେ ମା’ ଚରିତ୍ରରେ...
ରୋଗ ପାଇଁ ଯୋଗ
ରବର୍ଟ ବେନ୍ସନ ଥିଲେ ଆମେରିକାସ୍ଥିତ ହାର୍ଭାର୍ଡ ମେଡିକାଲ ସ୍କୁଲର ପ୍ରଫେସର। ୧୯୮୫ ମସିହାରେ ସେ ନିଜର କେତେ ଜଣ ସହକର୍ମୀଙ୍କୁ ନେଇ ପରିଦର୍ଶନ କରିଥିଲେ ଉତ୍ତର ଭାରତରେ ଥିବା ଏକ ତିବ୍ବତୀୟ ସନ୍ନ୍ୟାସୀ ଆଶ୍ରମ। ଆଶ୍ରମଟି ଅବସ୍ଥିତ ଥିଲା ହିମାଳୟର...