ଆଜି ଓ୍ବାଲର୍ଡ ମ୍ୟୁଜିକ୍ ଡେ’: ସଙ୍ଗୀତ ବିହୀନ ସୃଷ୍ଟି ନିରର୍ଥକ
ପ୍ରତି ବର୍ଷ ଜୁନ୍ ୨୧ରେ ସାରା ବିଶ୍ୱରେ ପାଳନ କରାଯାଏ ‘ଓ୍ବାଲର୍ଡ ମ୍ୟୁଜିକ୍ ଡେ’। ସଙ୍ଗୀତ ଭଳି ଉପହାର ଭେଟି ଦେଉଥିବାରୁ ସଙ୍ଗୀତଜ୍ଞ, ଗାୟକଙ୍କ ସମ୍ମାନରେ ଏହି ସ୍ବତନ୍ତ୍ର ଦିବସ ପାଳନ ହୋଇଥାଏ। ସଙ୍ଗୀତ ବିହୀନ ସୃଷ୍ଟି ଯେ ଅନେକଙ୍କ...
ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷର ସ୍ବାସ୍ଥ୍ୟ ବୀମା: ବିଶେଷଜ୍ଞ କମିଟି ପକ୍ଷରୁ ପ୍ରସ୍ତାବ…
ବେଙ୍ଗାଲୁରୁ,୨୧।୬: ଦେଶରେ କରୋନା ମହାମାରୀର ତୃତୀୟ ଲହର ଆଶଙ୍କା ଘନେଇ ଆସୁଛି। ଏପରିସ୍ଥଳେ ସ୍କୁଲ ଖୋଲାଯିବା ନେଇ ମଧ୍ୟ ଯୋଜନା କରାଯାଉଛି। ତେବେ ସ୍କୁଲ ଛାତ୍ରୀଛାତ୍ରଙ୍କ ପାଇଁ ୨ ଲକ୍ଷ ଟଙ୍କାର ସ୍ବାସ୍ଥ୍ୟ ବୀମା ଲାଗି କର୍ନାଟକ ସରକାରଙ୍କୁ କରୋନା...
ଗାଁ ଛାଡ଼ି ସୁରଟମୁହାଁ ୧୦ ବୁଣାକାର
ରସୁଲପୁର,୨୧।୬(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବୁଣାକାର ଗାଁ ଭାବେ ପରିଚିତ ଗୋପାଳପୁରର ୧୦ ବୁଣାକାର ସୋମବାର ଗାଁ ଛାଡ଼ି ସୁରଟ ମୁହାଁ ହୋଇଛନ୍ତି। କୌଳିକ ବୃତ୍ତି ସଙ୍କଟରେ ଥିବାରୁ ସେମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ପରିବାର ପୋଷିବାକୁ...
ସିଂଘଓ୍ବି ରାମଦେବ ମୁହାଁମୁହିଁ
ନୂଆଦିଲ୍ଲୀ,୨୧।୬: ସାରା ବିଶ୍ୱରେ ସୋମବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଉଛି। ଭାରତର ବିଭିନ୍ନ ସ୍ଥାନରେ କରୋନା ପ୍ରୋଟୋକଲ୍ ନିୟମକୁ ନଜରରେ ରଖାଯାଇ ଯୋଗ ଦିବସ ଆୟୋଜିତ କରାଯାଇଛି। ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଅଭିଷେକ ମନୁ ସିଂଘଓ୍ବିଙ୍କ ଏକ...
୨୨ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ଆସନ୍ତା ୨୨ ତାରିଖରୁ ପ୍ରବଳ ବର୍ଷା ହେବାନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ମଧ୍ୟ ଜାରି କରିଛି। ତେବେ ଆସନ୍ତା ୨୪ ଘଣ୍ଟା ଉତ୍ତର...
ଏକପାଖିଆ ବିଚାରବୋଧ ଐତିହ୍ୟକୁ ବିକୃତ କରେ
ପୂର୍ବରୁ ଏହି ସ୍ତମ୍ଭ(୧୫ା୩ା୨୧)ରେ ତୀର୍ଥକ୍ଷେତ୍ର ବିଷୟ ଉପସ୍ଥାପନ ପ୍ରାଥମିକ ଅବବୋଧ ପାଇଁ ଉଦ୍ଦିଷ୍ଟ ଥିଲା। କୋଣାଦିତ୍ୟ କ୍ଷେତ୍ରରେ ଚନ୍ଦ୍ରଭାଗା ତୀର୍ଥର ମାନବିକ ମୂଲ୍ୟବୋଧ ଭିତ୍ତିକ ଗୁରୁତ୍ୱ ନ ଥିଲେ ଗୋଟିଏ ପରେ ଗୋଟିଏ ତିନୋଟି ମନ୍ଦିର ନିର୍ମାଣ ହେବାର ଆବଶ୍ୟକତା...
ଆଜିଠୁ ୟୁଟ୍ୟୁବ୍ରେ ପାଠ ପଢ଼ିବେ ପିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାରଠାରୁ ପ୍ରଥମଥର ପାଇଁ ୟୁଟ୍ୟୁବ ମାଧ୍ୟମରେ ପ୍ରଥମରୁ ଦଶମ ଶ୍ରେଣୀ ଯାଏ ପାଠପଢ଼ା ହେବ। ଗଣଶିକ୍ଷା ବିଭାଗ ରାଜ୍ୟରେ ଏହି ନୂଆ ପ୍ରୟୋଗ ଆରମ୍ଭ କରିବାକୁ ଯାଉଛି। ପ୍ରଥମରୁ ଦଶମ ଶ୍ରେଣୀ ଯାଏ ଛାତ୍ରୀଛାତ୍ର ‘ଶିକ୍ଷା ଦର୍ପଣ’ କାର୍ଯ୍ୟକ୍ରମ...
‘ପରାରୁଛ ନା ଗାଳି କରୁଛ’; କାହିଁକି ଇଶାନ୍ତ ଶର୍ମାଙ୍କୁ ଏମିତି କହିଲେ କୋହଲି
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆ ଉପରେ ଭାରୀ ପଡିଛି। ମ୍ୟାଚର ତୃତୀୟ ଦିନରେ ପ୍ରଥମ ଇନିଂସରେ ୨୧୭ରନ ସ୍କୋର କରିବା ପରେ ଟିମ ଇଣ୍ଡିଆ ଅଲଆଉଟ ହୋଇଥିଲା। ଦଳ ୬୮ ରନ ପାଇଁ ଶେଷ...
ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ରର ସୌନ୍ଦର୍ଯ୍ୟ ଫେରିଲା
ଭୁବନେଶ୍ୱର,୨୧।୬(ବ୍ୟୁରୋ): ଭୁବନେଶ୍ୱରର ପାତ୍ରପଡ଼ା ଅଞ୍ଚଳରେ ରହିଛି ମେଡିସିନାଲ ପ୍ଲାଣ୍ଟ୍ସ ନଲେଜ ସେଣ୍ଟର ବା ଔଷଧୀୟ ଉଦ୍ଭିଦ ଜ୍ଞାନ କେନ୍ଦ୍ର। ନଗର ବନଖଣ୍ଡ ଭୁବନେଶ୍ୱର ରେଞ୍ଜ ଅଧୀନରେ ଥିବା ଏହି ଉଦ୍ୟାନ ପ୍ରାୟ ୬୦ ହେକ୍ଟର ପରିମିତ ଜମିରେ ଗଢ଼ିଉଠିଛି। ଭୁବନେଶ୍ୱର...
ଗଛ ଲଗାଇଲେ ପରୀକ୍ଷାରେ ମିଳିବ ଅତିରିକ୍ତ ନମ୍ବର: ଘୋଷଣା କଲେ ମୁଖ୍ୟମନ୍ତ୍ରୀ…
ଚଣ୍ଡିଗଡ଼,୨୧।୬: ଏଣିକି ଅଷ୍ଟମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ର ଗଛ ଲଗାଇଲେ ପରୀକ୍ଷାରେ ଅତିରିକ୍ତ ନମ୍ବର ମିଳିବ। ଏନେଇ ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟରଙ୍କ ସରକାର ପକ୍ଷରୁ ନୂଆ ଶିକ୍ଷା ନୀତି ଘୋଷଣା କରାଯାଇଛି। ଛାତ୍ରୀଛାତ୍ରଙ୍କୁ ବୃକ୍ଷଚାରା ରୋପଣ କରିବା...