ମାଣ୍ଡୁକା ପାହାଡ଼ରେ ବେଆଇନ ଖନନ
ଚଣ୍ଡିଖୋଲ,୨୧ା୬(ଡି.ଏନ.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ମାଣ୍ଡୁକା ପାହାଡ଼ରେ ଗତ କିଛିଦିନ ଧରି ମୋରମ ମାଫିଆମାନେ ସକ୍ରିୟ ହୋଇ ଉଠିଛନ୍ତି। ବେଆଇନ୍ ଭାବେ ଏହି ପାହାଡ଼କୁ ଖନନ କରି ବ୍ୟାପକ ମୋରମ ଓ ବୋଲ୍ଡ଼ର ଲୁଟ୍ କରୁଛନ୍ତି। ଅସିହା...
ଯୋଗ କରୋନା ଲଢ଼େଇରେ ଗୁରୁତ୍ୱପୂର୍ଣ୍ଣ…
ସମ୍ପ୍ରତି କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ପ୍ରାକୃତିକ ଉପାୟରେ ଶୀରର ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିବା ନେଇ ଲୋକଙ୍କ ମଧ୍ୟରେ ଯୋଗାଭ୍ୟାସ ପ୍ରତି ଆଗ୍ରହ ସୃଷ୍ଟି ହୋଇଛି। ପ୍ରାଣାୟାମ ଦ୍ୱାରା ଶରୀରରେ...
ପଡିଆରେ ଭାଙ୍ଗ୍ଡା ନାଚିଲେ କୋହଲି: ଜାଣନ୍ତୁ କାହିଁକି
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଉପରେ କେନ ୱିଲିୟମସନଙ୍କ ନ୍ୟୁଜିଲାଣ୍ଡ ଦଳ ଭାରୀ ପଡିଛି। କିୱି ବୋଲରମାନେ ଭାରତର ପ୍ରଥମ ଇନିଂସକୁ ୨୧୭ ରନ୍ରେ ଅଲଆଉଟ୍ ହୋଇଥିଲେ। ଅଜିଙ୍କେ ରାହାନେ ଭାରତ...
୧୫ ହଜାର ହେକ୍ଟରରୁ ଅଧିକ ବେଆଇନ ଘେରି
କେନ୍ଦ୍ରାପଡ଼ା ଅଫିସ/ରାଜନଗର, ୨୧।୬: (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଜାତୀୟ ଉଦ୍ୟାନ ଭିତରକନିକାରେ ଥିବା ୧୪୧ ବେଆଇନ ଚିଙ୍ଗୁଡ଼ି ଘେରିକୁ ଗତ ୧୭ ତାରିଖରେ ରାଜସ୍ବ, ବନ ବିଭାଗ ଓ ଜିଲା ପୋଲିସର ମିଳିତ ଭାବେ ଚଢ଼ାଉ କରି ଉଚ୍ଛେଦ...
ଯୋଗାମୁଦ୍ରାରେ ପଶୁପତି…
ଯୋଗର ଆରମ୍ଭ ପ୍ରାକ୍ ବୈଦିକ ଯୁଗରୁ ହୋଇଛି ବୋଲି ଗ୍ରହଣ କରାଯାଇଥାଏ । ସିନ୍ଧୁ ସଭ୍ୟତାରୁ ମିଳିଥିବା ପୋଡ଼ାମାଟି ମୁଦ୍ରାରେ ପଶୁପତି ଯୋଗାସନ ମୁଦ୍ରାରେ ବସିଥିବାର ଖୋଦେଇ ଛବି ଯୋଗ ବିଦ୍ୟାର ପ୍ରାଚୀନତା ସମ୍ପର୍କରେ ସୂଚନା ପ୍ରଦାନ କରିଥାଏ। ଋଗ୍ବେଦରେ...
ଆଜି ଆଉ ୪୩ ଜୀବନ ନେଲା କରୋନା, ୩୬୦୦ ଟପିଲା ମୃତ୍ୟୁସଂଖ୍ୟା
ଭୁବନେଶ୍ୱର,୨୧ା୬(ବ୍ୟୁରୋ): ସୋମବାର ରାଜ୍ୟରୁ କରୋନା ମହାମାରୀ ଆଉ ୪୩ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୬୩୩କୁ ବୃଦ୍ଧି ପାଇଛି। ସୂଚନାଯୋଗ୍ୟ,...
ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୩ ଆତଙ୍କବାଦୀଙ୍କ ମୁଣ୍ଡ ଗଡ଼ିଲା…
ଶ୍ରୀନଗର,୨୧।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଅପରେଶନ୍ରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ସୋପୋରରେ ସୁରକ୍ଷାକର୍ମୀଙ୍କ ଏନ୍କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ମୃତ ଆତଙ୍କବାଦୀଙ୍କ ମଧ୍ୟରେ ଲଶ୍କର-ଇ-ତୋଏବାର ଟପ୍ କମାଣ୍ଡର ମୁଦାସିର୍ ପଣ୍ଡିତଙ୍କ ସହିତ ଅନ୍ୟ ୨ ଜଣ...
୨୦୨୨ରେ ଭୋଟ୍ ପ୍ରଚାର କରିବ ରୋବୋ
ନୂଆଦିଲ୍ଲୀ, ୨୧।୬: ଗତ ମାର୍ଚ୍ଚ, ଏପ୍ରିଲରେ ୫ଟି ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିଲା। କୋଭିଡ୍ ମହାମାରୀ ସମୟରେ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ଆୟୋଜିତ ପ୍ରଚାର ସଭାରେ ଲକ୍ଷାଧିକ ଲୋକଙ୍କ ସମାବେଶ ହେବାରୁ ସଂକ୍ରମଣ ବଢ଼ିଥିଲା। ନେତାମାନଙ୍କ ନିର୍ବାଚନୀ...
ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୩୮ ଜଣ...
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ ଦେଇ ଟିମ ଇଣ୍ଡିଆର ୩ ଉଇକେଟ ନେଇ ମ୍ୟାଚକୁ ଫେରିଛି। ଦ୍ୱିତୀୟ ଦିନର...