ସୋମବାରଠାରୁ ବାର୍-ପାର୍କ ଖୋଲା…
ନୂଆଦିଲ୍ଲୀ,୨୦।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀରେ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏବେ ଧୀରେଧୀରେ ଅନ୍ଲକ୍ ଅନ୍ତର୍ଗତ କଟକଣା ହଟାଯାଉଛି। ସୋମବାରଠାରୁ ଦିଲ୍ଲୀରେ ବାର୍ ଏବଂ ପାର୍କ ଖୋଲା ଯିବ। ବାର୍ ଗୁଡ଼ିକ ୫୦ ପ୍ରତିଶତ କ୍ଷମତା ଆଧାରରେ ଖୋଲା...
ରାଜ୍ୟରେ ଜନ୍ମନେଲା ସବୁଠୁ ଓଜନିଆ ଶିଶୁ, ଓଜନ ଜାଣିଲେ..
ଗୌହାଟୀ,୨୦ା୬: ଆସାମର କଛର ଜିଲାରେ ଜଣେ ମହିଳା ୫.୨ କିଲୋଗ୍ରାମ ଓଜନର ଏକ ଶିଶୁକୁ ଜନ୍ମ ଦେଇଛନ୍ତି। ଡାକ୍ତରମାନେ ଏହି ନବଜାତକକୁ ରାଜ୍ୟର ସବୁଠୁ ଓଜନିଆ ଶିଶୁ ବୋଲି କହିଛନ୍ତି। ଡାକ୍ତର କହିଛନ୍ତି, ଶିଶୁଟିର ଜନ୍ମ ପରେ ରାଜ୍ୟରେ ଥିବା...
ଥରିଲା ରାଜଧାନୀ …
ନୂଆଦିଲ୍ଲୀ,୨୦।୬: ରାଜଧାନୀ ଦିଲ୍ଲୀରେ ରବିବାର ମଧ୍ୟାହ୍ନ ୧୨ଟା ୨ରେ ଭୂକମ୍ପ ଘଟିଛି। ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲ୍ରେ ୨.୧ ଥିଲା ବୋଲି ଜାତୀୟ ଭୂ ଗବେଷଣା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ ପଞ୍ଜାବୀ ବାଗ୍ ଅଞ୍ଚଳରେ ହଠାତ୍ ଭୂକମ୍ପ...
ରୋଜଗାର ଟଙ୍କାରେ ଭଉଣୀକୁ ଶାଢ଼ୀ ଦେଇଥିଲି: ଡ. ତୁଳସୀ ଓଝା
କଟକ ଜିଲା ସିଦ୍ଧେଶ୍ୱରପୁରରେ ମୋ ଜନ୍ମ। ସ୍ଥାନୀୟ ଗୋପାଳ ସ୍ମୃତି ବିଦ୍ୟାପୀଠରୁ ମାଟ୍ରିକ୍ ପାସ୍ କରିବା ପରେ ଶୈଳବାଳା କଲେଜରେ ନାଁ ଲେଖାଇଥିଲି। ସେଠାରୁ ଅର୍ଥନୀତି ସମ୍ମାନରେ ବି.ଏ. ପାସ୍ କରି ରେଭେନ୍ସା କଲେଜରେ ଓଡ଼ିଆରେ ପି.ଜି. କଲି। ତା’ପରେ...
‘ସେବାରୁ ଆତ୍ମତୃପ୍ତି’
୧୯୯୯ ମସିହା ମହାବାତ୍ୟା ସମୟରେ ସହାୟତାର ହାତ ବଢ଼ାଇଥିଲେ ଦେଶ ବିଦେଶର ବହୁ ସଂସ୍ଥା। ଏଥିରେ ଚେନ୍ନାଇସ୍ଥିତ ଉତ୍କଳ ଆସୋସିଏଶନ ସହ ସତ୍ସଙ୍ଗ ସାମିଲ ହୋଇଥିଲା। ଏହି ରିଲିଫ ଟିମ୍ର ନେତୃତ୍ୱ ନେଇଥିଲେ ଜଣେ ଯୁବ ଇଞ୍ଜିନିୟର। ଭିନ୍ନ ଭିନ୍ନ...
ଶୋକାକୁଳ ପରିବେଶରେ ସମ୍ପନ୍ନ ହେଲା ତପୁ ମିଶ୍ରଙ୍କ ଶେଷକୃତ୍ୟ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାର ସୁନାମଧନ୍ୟା କଣ୍ଠଶିଳ୍ପୀ ତପୁ ମିଶ୍ର ଚିକିତ୍ସାଧୀନ ଅବସ୍ଥାରେ ଶନିବାର ରାତିରେ ଆଖି ବୁଜିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୩୬ ବର୍ଷ ହୋଇଥିଲା। ପାର୍ଥିବ ଶରୀରକୁ ପ୍ରଥମେ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଥିଲା। ପରିବାର ଲୋକ ଓ ସମ୍ପର୍କୀୟ ଶେଷ...
ବାପାଙ୍କୁ ଚିଠି…
ଗୋଟେ ଦମ୍ଭର ନାଁ, ଗୋଟେ ଅହଙ୍କାରର ନାଁ, ଗୋଟେ ଆଶ୍ରାର ନାଁ, ଗୋଟେ ନିରୀହ ଭଲପାଇବାର ନାଁ ବାପା। ହେଲେ କୌଣସି ସନ୍ତାନ କ’ଣ ସତରେ ବାପାଙ୍କୁ ଠିକ୍ ଭାବରେ ବୁଝି ପାରନ୍ତି! କେହି କେହି ବୁଝନ୍ତି ଯେତେବେଳେ ସେ...
ସମସ୍ତ କରୋନା ମୃତକଙ୍କୁ କରାଯିବ ଚିହ୍ନଟ: କେନ୍ଦ୍ର ସରକାର …
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ସଂକ୍ରମଣରେ ଆକ୍ରାନ୍ତ ଯୋଗୁ ଘଟିଥିବା ସମସ୍ତ ମୃତକଙ୍କୁ ଚିହ୍ନଟ କରାଯିବ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ଦାଖଲ ହୋଇଥିବା ୧୮୩ ପୃଷ୍ଠାର ସତ୍ୟପାଠରେ ଉଲ୍ଲେଖ କରାଯାଇଛି। କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ତାଲିକାରେ ହସ୍ପିଟାଲରେ ଘଟିଥିବା...
ଆରମ୍ଭ ହେଲା ‘ଆଶୀର୍ବାଦ’ ଯୋଜନା: ମାସକୁ ମିଳିବ ୨୫୦୦ ଟଙ୍କା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ମା-ବାପାଙ୍କୁ ହରାଇଥିବା ସନ୍ତାନମାନଙ୍କ ପାଇଁ ରାଜ୍ୟ ସରକାର ନୂଆ କରି ଆରମ୍ଭ କରିଛନ୍ତି ‘ଆଶୀର୍ବାଦ’ ଯୋଜନା। ଏହି ଯୋଜନା ମାଧ୍ୟମରେ ମା-ବାପାଙ୍କୁ ହରାଇଥିବା ପିଲାମାନଙ୍କୁ ମାସିକ ୨୫୦୦ ଟଙ୍କା ଲେଖାଏ ସହାୟତା ପ୍ରଦାନ କରାଯିବ। ପରିବାରର ମୁଖ୍ୟ ଉପାର୍ଜନାକାରୀଙ୍କୁ...
ସନ୍ତାନ ପ୍ରସବ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ମହିଳା, ଡାକ୍ତର କରିଦେଲେ ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର; ଆଉ ତା’ ପରେ…
ରାଞ୍ଚି,୨୦ା୬: ଜଣେ ମହିଳା ସଦର ହସ୍ପିଟାଲରେ ସନ୍ତାନ ପ୍ରସବ କରିବା ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ମାତ୍ର ଡାକ୍ତରମାନେ କାହାକୁ କିଛି ନ ପଚାରି ମହିଳାଙ୍କର ଜନ୍ମ ନିୟନ୍ତ୍ରଣ ଅସ୍ତ୍ରୋପଚାର କରାଇ ଦେଇଛନ୍ତି। ଫଳରେ ଡାକ୍ତରଙ୍କ ନାମରେ ମାମଲା ରୁଜୁ...