ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ହେଲେ ମାଷ୍ଟର ବ୍ଲାଷ୍ଟର…
ନୂଆଦିଲ୍ଲୀ,୨୦।୬: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମାଷ୍ଟର ବ୍ଲାଷ୍ଟର୍ ସଚିନ ତେନ୍ଦୁଲକରଙ୍କୁ ଏକବିଂଶ ଶତାବ୍ଦୀର ଶ୍ରେଷ୍ଠ ବ୍ୟାଟ୍ସ୍ମ୍ୟାନ୍ ଭାବେ ଚୟନ କରାଯାଇଛି। ଷ୍ଟାର ସ୍ପୋଟର୍ସ ପକ୍ଷରୁ ହୋଇଥିବା ଚୟନ ପ୍ରକ୍ରିୟାରେ ଶ୍ରୀଲଙ୍କାର ପୂର୍ବତନ ଅଧିନାୟକ କୁମାର ସଙ୍ଗାକାରାଙ୍କୁ ପଛରେ ପକାଇ...
ମହାକାଶ ଯିବ ଓଡ଼ିଆ ଛାତ୍ରଙ୍କ ପ୍ରକଳ୍ପ
ସୁନାବେଡ଼ା ,୨୦ା୬(ସ୍ବ.ପ୍ର.): ଆମେରିକାର ମହାକାଶ ଗବେଷଣା ସଂସ୍ଥା ନାସା ପକ୍ଷରୁ ଆସନ୍ତା ୨୪ ତାରିଖରେ ଏସ୍ଆର୍-୭ ରକେଟ୍ ଉତ୍କ୍ଷେପଣ କରାଯିବ। ଉକ୍ତ ମିଶନରେ ବ୍ୟବହୃତ ବିଭିନ୍ନ ଯନ୍ତ୍ରାଂଶକୁ ନେଇ ପ୍ରସ୍ତୁତ ଏକ ପ୍ରକଳ୍ପକୁ ଏଥିରେ ସାମିଲ କରାଯାଇଛି। ରାଜ୍ୟର ବିଭିନ୍ନ...
ମାତ୍ର ୨୮ ଘଣ୍ଟାରେ ତିଆରି ହେଲା ୧୦ ମହଲା କୋଠା
ଯେତେବେଳେ ବଡ଼ ବିଲ୍ଡିଂର କଥା ଆସେ ତେବେ ଘର କେମିତି ହେବା ଦରକାର କେତେ ସମୟ ଲାଗିବ ସେଥିପ୍ରତି ବିଶେଷ ଧ୍ୟାନ ଦିଆଯାଇଥାଏ। ମାତ୍ର ଚାଇନାର ଏକ କମ୍ପାନୀ ୧୦ ମହଲା ବିଶିଷ୍ଟ ଏକ ବଡ଼ କୋଠା ତିଆରି ପାଇଁ...
ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ମହିଳାଙ୍କ ବନ୍ଧ୍ୟାକରଣ ଅପରେଶନ୍ କରିଦେଲେ ଡାକ୍ତର…
ରାଞ୍ଚି,୨୦।୬: ଡେଲିଭରୀ ପାଇଁ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ଜଣେ ମହିଳାଙ୍କର ବନ୍ଧ୍ୟାକରଣ ଅପରେଶନ୍ କରି ଡାକ୍ତର ଏବେ ହରଡ଼ଘଣାରେ ପଡ଼ିଛନ୍ତି। ମହିଳା ତାଙ୍କ ପରିବାରର ଅନ୍ୟ ସଦସ୍ୟଙ୍କୁ ନ ପଚାରି କାହିଁକି ଡାକ୍ତର ଏଭଳି କରିଛନ୍ତି ସେ ନେଇ ଖୋଳତାଡ୍...
ବଳାତ୍କାର ପରେ ଅଚେତ ହୋଇଗଲା, ଭୟରେ ତଣ୍ଟି ଚିପିଦେଲି
ନୟାଗଡ଼ ଅଫିସ,୨୦।୬: ନୟାଗଡ଼ ଜିଲା ଦଶପଲ୍ଲା ବ୍ଲକ ନୂଆଗାଁ ପଞ୍ଚାୟତ ଧୁନ୍ଦୁଗାଡିଆ ଅଞ୍ଚଳର ଜଣେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିଲା । ଅଭିଯୁକ୍ତ ସାଗର ଦଳେଇ(୨୨)ଙ୍କୁ ବାଣିଗୋଛା ଥାନା ପୋଲିସ ୩ ଦିନିଆ ରିମାଣ୍ଡରେ ନେବା...
କରୋନା ମୃତକଙ୍କ ପରିବାରକୁ ଦେଇ ହେବନି ୪ ଲକ୍ଷ ସହାୟତା: ସତ୍ୟପାଠ ଦାଖଲ କଲେ ମୋଦି ସରକାର…
ନୂଆଦିଲ୍ଲୀ,୨୦।୬: କରୋନା ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଦେଇ ହେବନି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସୁପ୍ରିମ୍କୋର୍ଟରେ ୧୮୩ ପୃଷ୍ଠାର ସତ୍ୟପାଠ ଦାଖଲ କରାଯାଇଛି। ଯଦି ଏପରି କରାଯିବ ତେବେ ଷ୍ଟେଟ୍...
ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି ଦେଇଥିବାବେଳେ ବରିଷ୍ଠ ଆଇପିଏସ୍ ଅଧିକାରୀ ଅରୁଣ ଷଡ଼ଙ୍ଗୀ, ସୁଧାଂଶୁ ଷଡ଼ଙ୍ଗୀ, ସୌମେନ୍ଦ୍ର ପ୍ରିୟଦର୍ଶୀ,...
ଭୁବନେଶ୍ୱର ଦେଶର ଚତୁର୍ଥ ବାସୋପଯୋଗୀ ରାଜଧାନୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ମାର୍ଟ ସିଟି ଭୁବନେଶ୍ୱର ଉତ୍ତମ ବାସୋପଯୋଗୀ ସହର ତାଲିକାରେ ସ୍ଥାନ ପାଇଛି । ଦେଶର ପ୍ରମୁଖ ୧୦ଟି ସହର ମଧ୍ୟରୁ ଏହା ୪ର୍ଥ ସ୍ଥାନ ହାସଲ କରିଛି। ସେଣ୍ଟର ଫର୍ ସାଇନ୍ସ ଆଣ୍ଡ ଏନ୍ଭାଇରନମେଣ୍ଟ(ସିଏସ୍ଇ) ଇଜ୍ ଅଫ୍ ଲିଭିଂ...
୨ରୁ ଅଧିକ ସନ୍ତାନ ଥିଲେ ଆଉ ମିଳିବନି ସରକାରୀ ସୁବିଧା: ମୁଖ୍ୟମନ୍ତ୍ରୀ…
ଗୁଆହାଟି,୨୦।୬: ଏଣିକି ୨ରୁ ଅଧିକ ସନ୍ତାନ ଥିଲେ ଆଉ ସରକାରୀ ସୁବିଧା ସୁଯୋଗ ମିଳିବନି। ଏନେଇ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ସୂଚନା ଦେଇଛନ୍ତି। କେନ୍ଦ୍ରର ପ୍ରସ୍ତାବିତ ଜନସଂଖ୍ୟା ନିୟନ୍ତ୍ରଣ ଯୋଜନା ଅନ୍ତର୍ଗତ ଧୀରେଧୀରେ ରାଜ୍ୟ ସରକାର ଏନେଇ...
ତୃତୀୟ ଲହର ଚେତାବନୀ: ବୁଝି ବିଚାରି ଅନ୍ଲକ୍ କରିବା ଲାଗି ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ…
ନୂଆଦିଲ୍ଲୀ,୨୦।୬: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଏପରିସ୍ଥଳେ ତୃତୀୟ ଲହର ଆଶଙ୍କା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ରାଜ୍ୟ ସରକାରଙ୍କୁ ଚେତାବନୀ ଦିଆଯାଇଛି। ରାଜ୍ୟ ସରକାର ବୁଝି ବିଚାରି ଅନ୍ଲକ୍ କରିବାକୁ କେନ୍ଦ୍ର ପକ୍ଷରୁ ପରାମର୍ଶ...