ବଳଦ ସହ ମିଶି ହଳ ଟାଣୁଛନ୍ତି କୁନି ବାଳକ, କାରଣ ଜାଣିଲେ…
ହାଇଦ୍ରାବାଦ,୧୭ା୬: ମଣିଷ ହଳ ଟାଣୁଥିବାର ବଲିଉଡ୍ର କିଛି ପୁରୁଣା ଫିଲ୍ମରେ ନିଶ୍ଚିତ ଦେଖିଥିବେ। ମାତ୍ର ବାସ୍ତବରେ ମଧ୍ୟ ବଳଦ ନ ଥିଲେ ମଣିଷ ହଳ ଟାଣେ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ଆଜି ବି ବଳଦ ଅଭାବ ଯୋଗୁ...
ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ପୂର୍ବରୁ ସାକ୍ଷାତକାର ନେଲେ ସ୍ତ୍ରୀ, ବୁମ୍ରା ପଚାରିଲେ- ମୁଁ ଆପଣଙ୍କୁ ପୂର୍ବରୁ କେଉଁଠି ଦେଖିଛି କି?
ସାଉଥାମ୍ପଟନ,୧୭।୬: ଚଳିତ ବର୍ଷ ଫେବୃୟାରୀରେ ଭାରତୀୟ ଦ୍ରୁତ ବୋଲର ଜସପ୍ରିତ ବୁମ୍ରା ଲୋକପ୍ରିୟ ଟେଲିଭିଜନ ଉଦ୍ଘୋଷିକା ସଞ୍ଜନା ଗଣେଶନଙ୍କୁ ବିବାହ କରିଥିଲେ। ଉଭୟ ବିବାହ ପର୍ଯ୍ୟନ୍ତ ସମ୍ପର୍କକୁ ଲୁଚାଇ ରଖିଥିଲେ। ଏବେ ବୁମ୍ରା ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍ ଫାଇନାଲ ଖେଳିବା...
୧୦ ହଜାରରୁ ଅଧିକ ଘର ଉପରେ ଚାଲିବ ବୁଲ୍ଡୋଜର: ସୁପ୍ରିମ୍କୋର୍ଟଙ୍କ ନିର୍ଦ୍ଦେଶ…
ଚଣ୍ଡିଗଡ଼,୧୭।୬: ହରିୟାଣାର ଫରିଦାବାଦ୍ ଏବଂ ଆରାବଳୀ ଜଙ୍ଗଲ ଅଞ୍ଚଳରେ ଥିବା ୧୦ ହଜାରରୁ ଅଧିକ ଘର ଉପରେ ବୁଲ୍ଡୋଜର ଚଳାଇବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାର ରୋକ ପାଇଁ କରାଯାଇଥିବା ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଫରିଦାବାଦ୍ ନଗର ନିଗମର ଲକଡ଼ପୁର-ଖୋରି...
ଏହି ଦେଶକୁ ମିଳିଲା ୧,୦୯୮ କ୍ୟାରେଟ୍ ପୃଥିବୀର ତୃତୀୟ ବୃହତ୍ତମ ହୀରା: ଏବେ ସୁଧୁରିବ ଆର୍ଥିକ ଅବସ୍ଥା…
ଗାର୍ବୋନ୍,୧୭।୬: ଆଫ୍ରିକୀୟ ଦେଶ ବୋଷ୍ଟଓ୍ବାନାକୁ ପୃଥିବୀର ତୃତୀୟ ବୃହତ୍ତମ ହୀରା ମିଳିଛି। ଜୁନ୍ ୧ରେ ମିଳିଥିବା ଏହି ହୀରାକୁ ରାଷ୍ଟ୍ରପତି ମୋକଗଓ୍ବେତ୍ସି ମସିସି ବୁଧବାର ଦେଖିଛନ୍ତି। ହୀରା ଖନନକାରୀ କମ୍ପାନୀ ଦେବସ୍ବାନାର ପରିଚାଳନା ନିର୍ଦ୍ଦେଶକ ଲାୟନଟି ଆର୍ମଷ୍ଟ୍ରଙ୍ଗ୍ ଏହାକୁ ରାଷ୍ଟ୍ରପତିଙ୍କୁ...
ତୃତୀୟ ଲହର ବିପଦ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ତାଣ୍ଡବ ରଚିବା ଆଶଙ୍କା …
ନୂଆଦିଲ୍ଲୀ,୧୭।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। ଏହି ନୂଆ ଭାରିଆଣ୍ଟ୍ ଯୋଗୁ ତୃତୀୟ ଲହର ସୃଷ୍ଟି...
କେତେବେଳେ ଜାହ୍ନବୀ କପୁରଙ୍କ ହାତ ଧରୁଛନ୍ତି ତ କେବେ ସାରାଙ୍କ ଅତି ନିକଟରେ; କିଏ ଏହି ବ୍ୟକ୍ତି ଯାହାଙ୍କୁ କହାଯାଉଛି ‘ମିଷ୍ଟ୍ରି ମ୍ୟାନ୍’
ବମ୍ବେ: ବଲିଉଡ୍ରେ ଏଭଳି ଜଣେ ବ୍ୟକ୍ତି ଏବେ ଚର୍ଚ୍ଚାରେ, ଯାହାଙ୍କୁ ସବୁବେଳେ ବଲିଉଡ୍ ଅଭିନେତ୍ରୀଙ୍କ ସହ ଦେଖିବାକୁ ମିଳୁଛି। ସେ ଜାହ୍ନବୀ କପୁର ନଚେତ ସାରା ଅଲୀ ଖାନଙ୍କ ସହ ଅଧିକାଂଶ ସମୟରେ ନଜର ଆସୁଛନ୍ତି। ଫିଲ୍ମଜଗତର ଲଳନାମାନଙ୍କ ମଧ୍ୟରେ...
ପ୍ରଧାନମନ୍ତ୍ରୀଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍, ପଠାଇଥିଲେ ଏମିତି ମେସେଜ
ଲଣ୍ଡନ,୧୭ା୬: ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ୍ ଜନସନଙ୍କ ହ୍ବାଟ୍ସଆପ୍ ଚାଟ୍ ଲିକ୍ ହୋଇଥିବା ସାମ୍ନାକୁ ଆସିଛି। ଏହି ଚାଟ୍କୁ ବୋରିସ୍ଙ୍କ ପୂର୍ବତନ ବରିଷ୍ଠ ପରାମର୍ଶଦାତା ଡୋମିନକ୍ କମିଙ୍ଗ୍ସ ଲିକ୍ କରିଦେଇଛନ୍ତି। ଏହି ଚାଟ୍ରେ ବୋରିସ୍ ସ୍ବାସ୍ଥ୍ୟ ସଚିବ ମ୍ୟାଟ୍ ହାନକକ୍ଙ୍କ ବିଷୟରେ...
ଘର ବାହୁଡ଼ା ପରେ ହଟିଲା ଜେଡ୍ ସିକ୍ୟୁରିଟି
କୋଲକାତା,୧୭।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ ଛାଡ଼ି ଭାଜପାର ହାତ ଧରିଥିଲେ ମୁକୁଲ ରୟ। ହେଲେ ନିକଟରେ ପୁଣି ଥରେ ତାଙ୍କର ଘର ବାହୁଡ଼ା ହୋଇଛି। ଅର୍ଥାତ୍ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ଟିଏମ୍ସିର ବିଜୟ ହାସଲ ପରେ...
କୋଭାକ୍ସିନ୍କୁ ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ: ଜୁନ୍ ୨୩ରେ ବୈଠକ…
ଜେନେଭା,୧୭।୬: ଭାରତ ବାୟୋଟେକ୍ ଦ୍ୱାରା ପ୍ରସ୍ତୁତ ହୋଇଥିବା କରୋନା ଭାକ୍ସିନ୍ କୋଭାକ୍ସିନ୍କୁ ବିଶ୍ୱସ୍ତରରେ ବ୍ୟବହାର କରାଯିବା ଲାଗି ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ)ର ମଞ୍ଜୁରୀ ପାଇଁ ଜୁନ୍ ୨୩ରେ ବୈଠକ ଅନୁଷ୍ଠିତ ହେବ। ଭାରତ ବାୟୋଟେକ୍ ପକ୍ଷରୁ ଏସମ୍ପର୍କିତ ତୃତୀୟ ପର୍ଯ୍ୟାୟ କ୍ଲିନିକାଲ...
ପୂର୍ବ ଶତ୍ରୁତାରୁ ଗୋଷ୍ଠୀ ସଂଘର୍ଷ: ୧୦ ଆହତ
ସୋର,୧୭ା୬(ଡି.ଏନ୍.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନସ୍ଥ ଆଟପୁର ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ରକ୍ତାକ୍ତ ସଂଘର୍ଷ ଘଟିଛି। ଏଥିରେ ୧୦ ଜଣ ଆହତ ହୋଇ ସୋର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏହି ଗ୍ରାମର...