ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ଦେହାନ୍ତ
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୨୬।୬: ପୂର୍ବତନ ଆଡ୍ଭୋକେଟ ଜେନେରାଲ ତଥା ବରିଷ୍ଠ ଆଇନଜୀବୀ ଜୟନ୍ତ ଦାସଙ୍କ ୭୬ ବର୍ଷ ବୟସରେ ପରଲୋକ ଘଟିଛି। ଜୟନ୍ତ ହେଉଛନ୍ତି ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଅଣନାତି ଏବଂ ହାଇକୋର୍ଟର ପୂର୍ବତନ ବିଚାରପତି ସ୍ବର୍ଗତ ନବକୁମାର ଦାସଙ୍କ...
ଅଜଣା ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ, ୨ବର୍ଷର ଶିଶୁ ପୁତ୍ର ଗୁରୁତର
ମହାକାଳପଡ଼ା,୨୬।୬(ଡି.ଏନ୍.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ବ୍ଲକ ଅଧିନ ଜମ୍ବୁ ପଞ୍ଚାୟତରେ ଏକ କରୁଣ ଦୃଶ୍ୟ ସାମ୍ନାକୁ ଆସିଛି। ମା’ ମୃତଦେହ ପାଖରେ ପଡ଼ିରହିଛି ଗୁରୁତର ଶିଶୁପୁତ୍ର। ଜମ୍ବୁ ପଞ୍ଚାୟତରେ ସ୍ଥାନୀୟ କଣ୍ଡରା ପାଟିଆ ମୁଖ୍ୟ ରାସ୍ତାରେ ଏକ ଅଜଣା ମହିଳାଙ୍କ...
ବିଲ୍ଡିଂ ଧସିଲା, ୯/୧୧ ମନେପଡ଼ିଲା
ୱାଶିଂଟନ,୨୬ା୬: ଆମେରିକାର ଫ୍ଲୋରିଡାସ୍ଥିତ ମିଆମି ସହରରେ ୧୨ ମହଲା ବିଶିଷ୍ଟ ଏକ ୪୦ ବର୍ଷ ପରୁଣା କୋଠା ଭୁଶୁଡ଼ିପଡ଼ିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ପ୍ରାୟ ୧୫୯ ଜଣ ବାସିନ୍ଦା ନିଖୋଜ ହୋଇଯାଇଛନ୍ତି। ନିଖୋଜଙ୍କ ମଧ୍ୟରେ କେତେଜଣ ଲାଟିନ...
ରବିଶଙ୍କରଙ୍କ ଟୁଇଟର ଆକାଉଣ୍ଟ ବନ୍ଦ
ନୂଆଦିଲ୍ଲୀ,୨୬ା୬: କେନ୍ଦ୍ର ସରକାର ଓ ସୋସିଆଲ ମିଡିଆ ପ୍ଳାଟ୍ଫର୍ମ ମଧ୍ୟରେ ଚାଲିଥିବା ଶୀତଳଯୁଦ୍ଧର ଏକ ବିଚିତ୍ର ପରିଣାମ ଶୁକ୍ରବାର ଦେଖିବାକୁ ମିଳିଛି। ସୂଚନା ଓ ପ୍ରଯୁକ୍ତିବିଦ୍ୟା (ଆଇଟି) ମନ୍ତ୍ରୀ ରବିଶଙ୍କରଙ୍କ ଟୁଇଟର ହ୍ୟାଣ୍ଡେଲକୁ ଏହି ମାଇକ୍ରୋବ୍ଲଗିଂ ସାଇଟ୍ ପକ୍ଷରୁ ପ୍ରାୟ...
ଚିନ୍ତା ବଢ଼ାଉଛି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୭ ଜୀବନ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ପୁଣି ଦୈନିକ ସଂକ୍ରମଣ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍। ଶନିବାର ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନାଜନିତ ୪୭ ଜଣଙ୍କ ପ୍ରାଣହାନୀ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୮୪୮କୁ ବୃଦ୍ଧି...
ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ: ଗତ ୨୪ଘଣ୍ଟାରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଗତ କିଛି ଦିନରୁ ଓଡ଼ିଶାରେ କରୋନା ସଂକ୍ରମଣ ନିୟନ୍ତ୍ରଣକୁ ଆସିଥିବା ବେଳେ ପୁଣି ଶନିବାର ରାଜ୍ୟରେ ସଂକ୍ରମଣ ହାର ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟରେ ୨,୯୧୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟା ବୃଦ୍ଧି...
ଭୁବନେଶ୍ୱର ସ୍ମାର୍ଟସିଟିକୁ ୨ଟି ପୁରସ୍କାର
ଭୁବନେଶ୍ୱର,୨୬।୬(ବ୍ୟୁରୋ): କେନ୍ଦ୍ର ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଇଣ୍ଡିଆ ସ୍ମାର୍ଟସିଟି ଆଓ୍ବାର୍ଡସ କଣ୍ଟେଷ୍ଟ (ଆଇଏସ୍ଏସି)-୨୦୨୦ ପ୍ରତିଯୋଗିତାରେ ଭୁବନେଶ୍ୱର ସ୍ମାର୍ଟସିଟିକୁ ଦୁଇଟି ପୁରସ୍କାର ମିଳିଛି। ‘ସୋସିଆଲି ସ୍ମାର୍ଟ ଭୁବନେଶ୍ୱର’ ପାଇଁ ସାମାଜିକ ପର୍ଯ୍ୟାୟ ବର୍ଗରେ ଦେଶରେ...
୩୦ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ କାମ ଆରମ୍ଭ
ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍ଫରେନ୍ସ ଜରିଆରେ ରାଜ୍ୟର ଆଉ ୭ଟି ଜିଲାରେ ଲିକ୍ୟୁଡ୍ ମେଡିକାଲ ଅକ୍ସିଜେନ ସଂରକ୍ଷଣ ଓ ବଣ୍ଟନ ବ୍ୟବସ୍ଥା ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ୩୦ ଜିଲାରେ...
ମ୍ୟାଲେରିଆ ଶୂନ୍ୟ ହେବ ଓଡ଼ିଶା
ଭୁବନେଶ୍ୱର,୨୬।୬(ବ୍ୟୁରୋ): ଓଡ଼ିଶା ମ୍ୟାଲେରିଆ ଶୂନ୍ୟ ରାଜ୍ୟ ଭାବେ ଅଗ୍ରସର ହେବା ଆରମ୍ଭ କରିଛି । ୨୦୧୬ରୁ ୨୦୧୯ ମଧ୍ୟରେ ରାଜ୍ୟରେ ମ୍ୟାଲେରିଆ ରୋଗୀଙ୍କ ସଂଖ୍ୟାରେ ୯୦ ପ୍ରତିଶତ ହ୍ରାସ ପାଇଛି। ଏହି ସମୟ ମଧ୍ୟରେ ମୃତ୍ୟୁ ସଂଖ୍ୟା ୭୭ରୁ ୯କୁ...
ଇଂଲଣ୍ଡ ଗସ୍ତ: ଭାରତ ୨ଟି ଇଣ୍ଟ୍ରା ସ୍କ୍ବାଡ୍ ଗେମ୍ ଖେଳିବ
ନୂଆଦିଲ୍ଲୀ,୨୬।୬: ଇଂଲଣ୍ଡ ଗସ୍ତରେ ଯାଇଥିବା ଭାରତୀୟ କ୍ରିକେଟ ଦଳ ଘରୋଇ ଇଂଲଣ୍ଡ ବିପକ୍ଷରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ୨ଟି ଇଣ୍ଟ୍ରା ସ୍କ୍ବାଡ୍ ଗେମ୍ ଖେଳିବ। ଅର୍ଥାତ୍ ଭାରତୀୟ ଖେଳାଳିମାନେ ଦୁଇ ଭାଗ ବା ଦଳରେ...