ମହାନାୟକଙ୍କ ସହ କେବେ ବି ଫିଲ୍ମରେ କାମ କରିନାହାନ୍ତି ଧକ୍ ଧକ୍ ଗର୍ଲ ମାଧୁରୀ, କାରଣ ଜାଣିଲେ..
ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍ ବିଙ୍କ ସହ ଗୋଟିଏ ଫିଲ୍ମରେ ବି କାମ କରିନାହିନ୍ତି। ସେ ହେଲେ ମାଧୁରୀ ଦିକ୍ଷୀତ।...
ରୋନାଲ୍ଡୋଙ୍କ ପରେ ପୋଗ୍ବା କଲେ ସମାନ କାମ: ହଟାଇଲେ ବିୟର ବୋତଲ…
ପ୍ୟାରିସ୍,୧୭।୬: ପର୍ତ୍ତୁଗାଲ ଫୁଟବଲ ଟିମ୍ର ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ଭୁଲ୍ ଯୋଗୁ କୋକା କୋଲା କମ୍ପାନୀର ଶେୟାରରେ ଅଳ୍ପ କିଛି ମିନିଟ୍ ମଧ୍ୟରେ ୨୯,୩୦୦ କୋଟି ଟଙ୍କାର କ୍ଷତି ହୋଇଥିଲା। ୟୁରୋ ୨୦୨୦ ହଙ୍ଗେରୀ ସହିତ ପର୍ତ୍ତୁଗାଲର ମ୍ୟାଚ୍ ପୂର୍ବରୁ...
ଶିଶୁଙ୍କଠାରେ ଦୀର୍ଘମିଆଦୀ କୋଭିଡ୍ କମ୍ ଦେଖାଯାଏ
ଭୁବନେଶ୍ୱର,୧୭ା୬(ବ୍ୟୁରୋ): କୋଭିଡ୍ରୁ ସୁସ୍ଥ ହେବା ପରେ ବି ଆକ୍ରାନ୍ତଙ୍କ ଶରୀରରେ ଅନେକ ଲକ୍ଷଣ ଦେଖାଯାଉଛି। ଅତିଶୀଘ୍ର ଅବଶ ହୋଇପଡ଼ିବା, ରାତିରେ ନିଦ ନ ହେବା, ଭୋକ କମିଯିବା, ଛାତି ବଥା, କାଶ, ଧଇଁସଇଁ ଲାଗିବା, ପେଟ କାଟିବା, ମୁଣ୍ଡ ବିନ୍ଧିବା,...
ଟିକାକରଣ: ରାଶନ କାର୍ଡ ପରିଚୟ ପତ୍ର ହୋଇପାରିବ
ଭୁବନେଶ୍ୱର, ୧୭ା୬(ବ୍ୟୁରୋ): ଏଣିକି ରାଶନ କାର୍ଡକୁ ମଧ୍ୟ ଟିକାକରଣବେଳେ ପରିଚୟ ପତ୍ର ଭାବେ ବ୍ୟବହାର କରିହେବ। ଟିକାକରଣ ପାଇଁ କୋଓ୍ବିନ ପୋର୍ଟାଲରେ ୭ ପ୍ରକାରର ପରିଚୟ ପତ୍ରକୁ ହିତାଧିକାରୀମାନେ ବ୍ୟବହାର କରିବା ପାଇଁ ବ୍ୟବସ୍ଥା ରହିଛି। ନିକଟରେ ୟୁନିକ୍ ଡିଜାବିଲିଟି...
ଭାରତ ନାଁରେ ବିପୁଳ ଅର୍ଥ ସଂଗ୍ରହ
ୱାଶିଂଟନ,୧୭ା୬: ଭାରତରେ କରୋନା ଭାଇରସ୍ର ଦ୍ୱିତୀୟ ଲହର ଯୋଗୁ ଅକ୍ସିଜେନ ସଙ୍କଟ ଦେଖାଦେଇଥିଲା। ଭାରତ ପକ୍ଷରୁ ଦିଆଯାଇଥିବା ସହାୟତା ବଦଳରେ ବିଶ୍ୱର ଅନେକ ଦେଶ ସହଯୋଗର ହାତ ବଢ଼ାଇଥିଲେ। ଏହାକୁ ଦେଖି କେତେକ ପାକିସ୍ତାନୀ ସଙ୍ଗଠନ ଭାରତକୁ ସହାୟତା ଦେବା...
୭୦ କୋଭି୍ଡ ଅନାଥଙ୍କ ଦାୟିତ୍ୱ ନେଲା ଲକ୍ଷ୍ନୌ ୟୁନିଭର୍ସିଟି
ଲକ୍ଷ୍ନୌ, ୧୭ା୬: ଉତ୍ତରପ୍ରଦେଶ ସ୍ଥିତ ଲକ୍ଷ୍ନୌ ୟୁନିଭର୍ସିଟି କରୋନାରେ ରୋଜଗାରିଆ ମାତାପିତାଙ୍କୁ ହରାଇଥିବା ୭୦ ଅନାଥ ପିଲାଙ୍କ ଦାୟିତ୍ୱ ନେଇଛି। ଏଥିସହ ଲକ୍ଷ୍ନୌ, ବାରାଣସୀ, ପ୍ରୟାଗରାଜ, ସୁଲତାନପୁର ସମେତ ଅନ୍ୟ ଜିଲାଗୁଡ଼ିକର ଶିକ୍ଷକମାନେ ପ୍ରାୟ ୧ ହଜାର ପିଲାଙ୍କ ଖର୍ଚ୍ଚ...
ଓକିଲାତିନାମାରେ ଅତିରିକ୍ତ ଷ୍ଟାମ୍ପ୍ ଫି’ ଲାଗୁ ୬ ସପ୍ତାହ ଘୁଞ୍ଚିଲା
ଭୁବନେଶ୍ୱର,୧୭ା୬(ବ୍ୟୁରୋ): ଓଡ଼ିଶା ଷ୍ଟେଟ୍ ବାର କାଉନ୍ସିଲ ଆଡ୍ଭୋକେଟ୍ସ ଓ୍ବେଲ୍ଫେୟାର କର୍ପସ ଫଣ୍ଡ୍ ଷ୍ଟାମ୍ପ୍ କାର୍ଯ୍ୟକାରିକୁ ସ୍ଥଗିତ ରଖାଯାଇଛି। ପ୍ରତ୍ୟେକ ଓକିଲାତି ନାମାରେ ଏବାବଦକୁ ୧୦୦ ଟଙ୍କାର ଅତିରିକ୍ତ ଷ୍ଟାମ୍ପ୍ ଫି’ ଲଗାଇବାକୁ ନୂଆ ନିୟମ କରାଯାଇଛି। ହେଲେ ରାଜ୍ୟର ଆଇନଜୀବୀ...
ଜେନେଭାରେ ବାଇଡେନ୍-ପୁଟିନ୍ ସମିଟ୍
ଜେନେଭା, ୧୭।୬: ଆମେରିକା ଓ ରୁଷିଆ ମଧ୍ୟରେ ଦୀର୍ଘ ବର୍ଷ ହେଲା ଉତ୍ତେଜନା ଲାଗି ରହିଥିବାବେଳେ ଜେନେଭା ସମ୍ମିଳନୀ ଅବସରରେ ଦୁଇ ରାଷ୍ଟ୍ରପତି ଜୋ ବାଇଡେନ୍ ଓ ଭ୍ଲାଡିମିର ପୁଟିନ ବୁଧବାର ପରସ୍ପର କରମର୍ଦ୍ଦନ କରିଛନ୍ତି। ଜାନୁୟରୀ ୨୦ରେ ବାଇଡେନ୍...
ଲାବ୍ରୁ ବାହାରିନି ଭୂତାଣୁ: ବ୍ୟାଟ୍ ଓମ୍ୟାନ
ବେଜିଂ, ୧୭ା୬: ଚାଇନାର ଉହାନ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଭାଇରୋଲୋଜିରୁ କରୋନା ଭୂତାଣୁ ଲିକ୍ ହୋଇଥିବା କଥା ଭୁଲ୍ ବୋଲି କହିଛନ୍ତି ଚାଇନା ବ୍ୟାଟ୍ ଓମ୍ୟାନ ଭାବେ ପରିଚିତ ଡା. ଶି ଝେଙ୍ଗଲି। କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟ ପାଇଁ ତାଙ୍କ ଇନ୍ଷ୍ଟିଚ୍ୟୁଟ୍କୁ...
୧୧ ବନ୍ଧୁକ, ୫୧ ଗୁଳି ଜବତ: ୪ ଗିରଫ
କଟକ ଅଫିସ,୧୭ା୬: ଓଡ଼ିଶା ପାଲଟିଛି ଚୋରା ବନ୍ଧୁକର ଭଣ୍ଡାର। ଗ୍ୟାଙ୍ଗ୍ଷ୍ଟର ଧଳସାମନ୍ତ ଭ୍ରାତାଙ୍କ ଆପରାଧିକ ସାମ୍ରାଜ୍ୟର ଖୋଳତାଡ କରୁକରୁ କମିଶନରେଟ୍ ପୋଲିସକୁ ମିଳିଳାଣି ବିପୁଳ ପରିମାଣର ବନ୍ଧୁକ ଓ ଗୁଳି। ଅନୁଗୋଳ ଜିଲା ତାଳଚେରର ଟୁକୁନା ସ୍ବାଇଁ ଧରାପଡିବା ପରେ...