ସଲମାନଙ୍କ ସହ ଶୁଟିଂ କରୁଥିବା ସମୟରେ ଏମିତି ହୋଇଥିଲା ଏହି ଅଭିନେତ୍ରୀଙ୍କ ଅବସ୍ଥା
ମୁମ୍ବାଇ: ବଲିଉଡ୍ ଅଭିନେତ୍ରୀ ଜରିନ୍ ଖାନ୍ ଅନେକ ଥର ଦେହ ପାଇଁ ଲଜ୍ଜାର ଶିକାର ହୋଇଛନ୍ତି। ସେ ତାଙ୍କର ଅନେକ ସାକ୍ଷାତକାରରେ ଏ ବିଷୟରେ ମଧ୍ୟ କହି ସାରିଛନ୍ତି। କେବଳ ଏତିକି ନୁହେଁ, ଜରିନ୍ଙ୍କୁ ଡେବ୍ୟୁ ଫିଲ୍ମ ପରେ ମଧ୍ୟ...
ଟୁଇଟର ପରେ ଏବେ ଇନ୍ଷ୍ଟାଗ୍ରାମ ବିରୋଧରେ ଏଫ୍ଆଇଆର
ନୂଆଦିଲ୍ଲୀ,୧୬।୬: ମୋଇକ୍ରୋ ବ୍ଲଗିଙ୍ଗ୍ ସାଇଟ୍ ଟୁଇଟର ପରେ ଏବେ ଫଟୋ ଓ ଭିଡ଼ିଓ ନେଟଓ୍ବାର୍କିଂ ସାଇଟ ଇନ୍ଷ୍ଟାଗ୍ରାମ ବି ଯାଞ୍ଚ ଘେରକୁ ଆସିଛି। ଦିଲ୍ଲୀ ପୋଲିସର ଏକ ସ୍ପେଶାଲ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଇନ୍ଷ୍ଟାଗ୍ରାମ ବିରୋଧରେ...
୬ ହାର୍ଡକୋର ମାଓବାଦୀ ମୃତ, ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ
ମାଲକାନଗିରି,୧୬ା୬(ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଜିଲା କାୟାଉର ଥାନା ଅନ୍ତର୍ଗତ ମେଟା ଜଙ୍ଗଲରେ ବୁଧବାର ଭୋର୍ରୁ ମାଓବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇ ଏଥିରେ ୬ ଜଣ ହାର୍ଡକୋର ମାଓବାଦୀଙ୍କ ମୃତ୍ୟୁ ହୋଇଥିବା...
କୋଭାକ୍ସିନ୍ରେ ନବଜାତ ବାଛୁରୀ ସିରମ୍: ଗୋହତ୍ୟା ଅଭିଯୋଗ ଆଣିଲା କଂଗ୍ରେସ…
ନୂଆଦିଲ୍ଲୀ,୧୬।୬: ଭାରତ ବାୟୋଟକ୍ ଦ୍ୱାରା ତିଆରି ହୋଇଥିବା କୋଭାକ୍ସିନ୍ ଟିକାକୁ ନେଇ ବିବାଦ ସୃଷ୍ଟି ହୋଇଛି। ସୂଚନା ଅଧିକାର ଆଇନ ଅନ୍ତର୍ଗତ ପଚରା ଯାଇଥିବା ଏକ ପ୍ରଶ୍ନର ଉତ୍ତରରୁ ଜଣାପଡ଼ିଛି ଯେ, କୋଭାକ୍ସିନ୍ରେ ୩ରୁ ୨୦ ଦିନର ନବଜାତ ବାଛୁରୀ...
କରୋନା କଟକଣା ମଧ୍ୟରେ ଶିବ-ପାର୍ବତୀଙ୍କ ବିବାହ ସମ୍ପନ୍ନ
କେନ୍ଦୁଝର,୧୬ା୬(ସ୍ବ.ପ୍ର.): କରୋନା କଟକଣା ଭିତରେ ନିରାଡ଼ମ୍ବର ଭାବରେ ଶିବ ପାର୍ବତୀଙ୍କ ବିବାହ ବିଭିନ୍ନ ଶୈବପୀଠରେ ଅନୁଷ୍ଠିତ ହୋଇଯାଇଛି। କେନ୍ଦୁଝର ସହର ବଡ଼ଶାସନରେ ଥିବା ସର୍ବ ପୁରାତନ ମନ୍ଦିର ଶ୍ରୀ ବାଲୁଙ୍କେଶ୍ୱର ମନ୍ଦିରରେ ମଧ୍ୟ ଅନୁରୂପ ଭାବେ ଶିବ ପାର୍ବତୀଙ୍କ ବିବାହ...
ବଲିଉଡ୍ର ଏହି ଅଭିନେତ୍ରୀଙ୍କ ଉପରେ ଶୁଟିଂ ହୋଇଥିଲା ସର୍ବାଧିକ ବଳାତ୍କାର ଦୃଶ୍ୟ; ମାତ୍ର ୨୭ ବର୍ଷରେ ବୁଜିଥିଲେ ଆଖି
ବମ୍ବେ: ସତୁରୀ ତଥା ଅଶୀ ଦଶକରେ ନିର୍ମାଣ ହେଉଥିବା ବଲିଉଡ୍ ଫିଲ୍ମ ବିଶେଷଭାବେ ନାରୀ ଉପରେ ପର୍ଯ୍ୟବଶିତ ଥିଲା। ମହିଳାମାନଙ୍କ ଶୋଷଣ, ସମାଜର ବିଧି ବ୍ୟବସ୍ଥା ଉପରେ ଫିଲ୍ମର କାହାଣୀ ଗତିଶୀଳ ହେଉଥିଲା। ବାସ୍ତବ ଜୀବନରେ ମହିଳାମାନେ ସହୁଥିବା ଅନ୍ୟାୟକୁ...
ସମ୍ପୂର୍ଣ୍ଣ ଉଠିଲାନି, ଆଂଶିକ କୋହଳ ହେଲା ଲକ୍ଡାଉନ୍; ଜାଣନ୍ତୁ ହେଲା କି ପରିବର୍ତ୍ତନ..
ଭୁବନେଶ୍ୱର,୧୬।୬(ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ କମିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଲକଡାଉନ୍ କଟକଣାକୁ ଆଂଶିକ କୋହଳ କରାଯାଇଛି। ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ସଂକ୍ରମଣ ୫% ତଳକୁ ଆସିଛି। ଏଣୁ ଗୁରୁବାର ସକାଳ ୫ଟା...
ଇନ୍ଦୋରରେ ଗ୍ରୀନ୍ ଫଙ୍ଗସ୍
ଇନ୍ଦୋର,୧୬।୬: କରୋନା ସଂକ୍ରମଣରୁ ଠିକ୍ ହେବା ପରେ ବ୍ୟକ୍ତିଙ୍କ ନିକଟରେ ଏବେ ବ୍ଲାକ୍, ହ୍ବାଇଟ ଓ ୟେଲୋ ଫଙ୍ଗସ୍ ପରେ ଏବେ ଗ୍ରୀନ୍ ପଙ୍ଗସ୍ ଲକ୍ଷଣ ଚିହ୍ନଟ ହୋଇଛି। ଯାହାକୁ ନେଇ ବିଶେଷଜ୍ଞ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ପୂର୍ବରୁ ଦେଶରେ...
୮୯୯ ଜଣଙ୍କୁ ଏକ୍ସପାୟର ଭାକ୍ସିନ୍: ପୁଣି ଦିଆଯିବ ଡୋଜ୍…
ଓ୍ବାଶିଂଟନ,୧୬।୬: ଆମେରିକାରେ ଜାରି ରହିଥିବା ସାବର୍ଜନୀକ ଟିକାକରଣ ଅଭିଯାନରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଟାଇମ୍ସ୍ ସ୍କୋୟାରଠାରେ ଥିବା ଟିକାଦାନ କେନ୍ଦ୍ରରେ ୮୯୯ ଜଣଙ୍କ ଫାଇଜର ଭାକ୍ସିନ୍ର ଏକ୍ସପାୟର ଡୋଜ୍ ଦିଆଯାଇଛି। ଜୁନ୍ ୫ରୁ ଜୁନ୍ ୧୦ ମଧ୍ୟରେ...
ସମସ୍ତ ପ୍ରସ୍ତୁତି ସରିଥିଲା, ଶେଷ ମୁହର୍ତ୍ତରେ ଫୋନ୍ କରି ବିବାହ ପାଇଁ ମନା କରିଦେଇଥିଲେ ପ୍ରେମିକ
ବମ୍ବେ: ପ୍ରସ୍ତୁତି ସରିଥିଲା। ଦିଲ୍ଲୀରେ ବିବାହ ପୋଷାକ ବି ପ୍ରସ୍ତୁତ କରିବାକୁ ଦିଆଯାଇଥିଲା। ହେଲେ ଗୋଟିଏ ଫୋନ କଲ୍ ସବୁକିଛି ବଦଳାଇ ଦେଇଥିଲା। କାରଣ ପ୍ରେମିକ ବିବାହ କରିବେ ନାହିଁ ବୋଲି ମନା କରିଦେଇଥିଲେ। ଆମେ କଥା ହେଉଛୁ ଅଭିନେତ୍ରୀ...