ଡବ୍ଲୁଟିସି ଫାଇନାଲ୍ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା
ଲଣ୍ଡନ,୧୫।୬: ଜୁନ ୧୮ରୁ ଭାରତ ବିପକ୍ଷ ଆଇସିସି ବିଶ୍ୱ ଟେଷ୍ଟ ଚାମ୍ପିଅନସିପ ଫାଇନାଲ ପାଇଁ ନ୍ୟୁଜିଲାଣ୍ଡ ୧୫ ଜଣିଆ ଦଳ ଘୋଷଣା କରିଛି। କିୱି ଚୟନକର୍ତ୍ତାଙ୍କ ଘୋଷଣା ଅନୁଯାୟୀ ନିୟମିତ ଅଧିନାୟକ କେନ ୱିଲିୟମସନ ଦଳକୁ ଫେରିଛନ୍ତି। ଅସୁସ୍ଥତା ହେତୁ...
ଭାରତ ପାଖରେ କମ୍ ଆଣବିକ ଅସ୍ତ୍ର: ତେବେ ବି ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବାକୁ ସକ୍ଷମ…
ନୂଆଦିଲ୍ଲୀ,୧୫।୬: ଭାରତ ପାଖରେ ଚାଇନା ଏବଂ ପାକିସ୍ତାନ ତୁଳନାରେ କମ୍ ଆଣବିକ ଅସ୍ତ୍ର ରହିଛି। ତେବେ ବି ଭାରତ ଉଭୟ ଚାଇନା ଏବଂ ପାକିସ୍ତାନକୁ କଡ଼ା ଜବାବ୍ ଦେବାକୁ ସକ୍ଷମ। ସମ୍ପ୍ରତି ଚାଇନା ନିକଟରେ ୩୫୦ ଆଣବିକ ଅସ୍ତ୍ର ରହିଛି।...
କରୋନା ଭୂତାଣୁକୁ ନାଶ କରିବ ଏହି ମାସ୍କ
ପୁଣେ,୧୫।୬: କରୋନା ମହାମାରୀର ଦ୍ୱିତୀୟ ଲହର ଲକ୍ଷ ଲକ୍ଷ ଲୋକଙ୍କ ଜୀବନ ନେଇଛି। ଦ୍ୱିତୀୟ ଲହର ସମୟରେ କରୋନା ଭୂତାଣୁର ସବୁଠାରୁ ବିପଜ୍ଜନକ ଭାରିଏଣ୍ଟ ଦେଖାଦେଇଛି। ଏହି କାରଣରୁ କରୋନା ସଂକ୍ରମିତ ରୋଗୀମାନେ ନିଃଶ୍ୱାସ ନେବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...
ମୃତ୍ୟୁର ୩୬ ଘଣ୍ଟା ବିତିଗଲାଣି, ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି ପରିବାର ଲୋକେ
ଆଇଜୋଲ୍,୧୫।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ମିଜୋରାମର ଜିଓନା ଚାନା ଶେଷନିଃଶ୍ୱାସ ତ୍ୟାଗ କରିବାର ୩୬ ଘଣ୍ଟାରୁ ଅଧିକ ସମୟ ବିତିଯାଇଛି, କିନ୍ତୁ ତାଙ୍କ ପ୍ରିୟଜନମାନେ ତାଙ୍କ ଅନ୍ତିମ ସଂସ୍କାର କରୁନାହାନ୍ତି। କାରଣ ସେମାନେ ଦାବି କରିଛନ୍ତି ଜିଓନା...
ପୁଣି ଘନେଇଲା ବିପଦ, ଆସିଲା କରୋନାର ନୂଆ ରୂପ: ଡେଲ୍ଟା ପ୍ଲସ୍ ଭାରିଆଣ୍ଟ୍ ଅଧିକ ତାଣ୍ଡବ ରଚିବା ଆଶଙ୍କା…
ନୂଆଦିଲ୍ଲୀ,୧୫।୬: କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଭାରତରେ ସୃଷ୍ଟି ହୋଇଥିବା ଡେଲ୍ଟା ଭାରିଆଣ୍ଟ୍ର ନୂଆ ରୂପ ଡେଲ୍ଟା ପ୍ଲସ୍ ଚିହ୍ନଟ କରାଯାଇଛି। କରୋନା ଭୂତାଣୁ ଲଗାତାର ମ୍ୟୁଟେଶନ ଦ୍ୱାରା ନିଜର ନୂଆ...
ଦିଲ୍ଲୀରୁ ଖୁସି ଖବର: କରୋନା ଗ୍ରାଫ୍ ତଳ ମୁହାଁ,ଡେଲ୍ଟା ଭାରିଆଣ୍ଟ୍କୁ ପ୍ରଭାବହୀନ କରିବ ଭାକ୍ସିନ୍…
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ତେବେ ଦିଲ୍ଲୀରୁ ପୁଣି ଖୁସି ଖବର ଆସିଛି। କରୋନା ଗ୍ରାଫ୍ ତଳମୁହାଁ ହେବାରେ ଲାଗିଛି। ଗତ ୭୫ ଦିନ ପରେ...
ଭାଜପାରେ ଫାଟ: ଶୁଭେନ୍ଦୁଙ୍କଠାରୁ ଦୂରେଇ ଯାଉଛନ୍ତି ବିଧାୟକ…
କୋଲକାତା,୧୫।୬: ପଶ୍ଚିମବଙ୍ଗରେ ଭାଜପାରେ ଫାଟ ବଢ଼ିବାରେ ଲାଗିଛି। ବିଧାନସଭା ନିର୍ବାଚନ ପୂର୍ବରୁ ବହୁନେତା ନିଜ ନିଜ ଦଳଛାଡି ଭାଜପାରେ ଯୋଗ ଦେଇଥିଲେ। ତେବେ ନିର୍ବାଚନ ପରେ ଏବେ ସ୍ଥିତି ବଦଳିବାରେ ଲାଗିଛି। ନେତା ଭାଜପା ଛାଡି ତୃଣମୂଳ କଂଗ୍ରେସ ମୁହାଁ...
ଭାରତ ସହ ସମ୍ପର୍କ ମଜଭୁତ ହେବ: ନେଫ୍ଟାଲି
ଜେରୁଜେଲମ, ୧୫ା୬: ଇସ୍ରାଏଲ ଓ ଭାରତ ଭଳି ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ମଧ୍ୟରେ ସମ୍ପର୍କକୁ ଆହୁରି ମଜଭୁତ କରିବା ପାଇଁ ଇସ୍ରାଏଲର ନବନିର୍ବାଚିତ ପ୍ରଧାନମନ୍ତ୍ରୀ ନେଫ୍ଟାଲି ବେନେଟ ଭାରତ ପ୍ରତିପକ୍ଷ ନରେନ୍ଦ୍ର ମୋଦିଙ୍କ ସହ କାମ କରିବାକୁ ଇଚ୍ଛୁକ ବୋଲି...
ଏଆଇଏଡିଏମ୍କେରୁ ୧୭ ନେତା ବହିଷ୍କୃତ
ଚେନ୍ନାଇ, ୧୫।୬(ଆଇଏଏନ୍ଏସ୍): ପୂର୍ବତନ ସାଧାରଣ ସମ୍ପାଦକ ଭି.କେ. ଶଶିକଳାଙ୍କ ସହ ସମ୍ପର୍କ ରଖିଥିବା ଏଆଇଏଡିଏମ୍କେର ମୁଖପାତ୍ର ଭି. ପୁଗାଝେନ୍ଦିଙ୍କ ସମେତ ୧୭ ଜଣ ନେତାଙ୍କୁ ସୋମବାର ଦଳରୁ ବହିଷ୍କାର କରାଯାଇଛି। ଦଳ ମୁଖ୍ୟାଳୟରେ ଏଆଇଏଡିଏମ୍କେର ବୈଠକ ବସି ଏଭଳି ନିଷ୍ପତ୍ତି...
ବଢ଼ିଛି ଦ୍ୱନ୍ଦ୍ୱ ମନୋବୃତ୍ତି
ନୂଆଦିଲ୍ଲୀ, ୧୫ା୬: ପୂର୍ବ ଲଦାଖ ସ୍ଥିତ ଗଲଓ୍ବାନ ଘାଟିରେ ଭାରତ ଓ ଚାଇନା ସେନା ମଧ୍ୟରେ ରକ୍ତାକ୍ତ ସଂଘର୍ଷକୁ ବର୍ଷେ ପୂରିଛି। ଏବେ ବି ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍ଏସି) ନିକଟରୁ ହଟିନି ବେଜିଂ। ୧୧ ପର୍ଯ୍ୟାୟ ଧରି ଡିଜିଏମ୍ଓ ସ୍ତରୀୟ...