ପୁଣି ଚର୍ଚ୍ଚାରେ ‘ବାବା କି ଢାବା’: କାନ୍ତା ପ୍ରସାଦଙ୍କୁ କ୍ଷମା କରିଦେଲେ ଗୌରବ
ନୂଆଦିଲ୍ଲୀ,୧୫।୬: ‘ବାବା କି ଢାବା’ ପୁଣି ଥରେ ଚର୍ଚ୍ଚାରେ ରହିଛି। ଢାବା ମାଲିକ କାନ୍ତ ପ୍ରସାଦଙ୍କ ଦ୍ୱାରା ହୋଇଥିବା ଚୋରି ଅଭିଯୋଗର ସମ୍ମୁଖୀନ ହେଉଥିବା ୟୁଟ୍ୟୁବର୍ ଗୌରବ ୱାସନ ବୃଦ୍ଧ ଦମ୍ପତ୍ତିଙ୍କୁ କ୍ଷମା କରିଛନ୍ତି। ସେ ଏକ ଟୁଇଟ ମାଧ୍ୟମରେ...
୭୬ ଦିନ ପରେ ଦେଶରେ ଆଜି ସବୁଠୁ କମ୍ କରୋନା ସଂକ୍ରମଣ ଚିହ୍ନଟ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୫।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୯୫୮ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୭୩୨...
ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ...
ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍
ବଲିଉଡ୍ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା। ଏହି ଚଳଚ୍ଚିତ୍ର ତାଙ୍କୁ ଜଣେ ପରଫେକ୍ଟନିଷ୍ଟ ଅଭିନେତା ଭାବରେ ପ୍ରତିଷ୍ଠିତ କରିଥିଲା। ସେହି...
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ...
ମାଳବିକା ଜିତିଲେ ଟାଇଟଲ
କନାସ୍ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆରଏସ୍ଏଲ୍ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ ସିଡ୍ ମାଳବିକା ୨୧-୧୪, ୨୧-୧୧ରେ ଆୟର୍ଲାଣ୍ଡର ରଚେଲ ଡାରାଗ୍ଙ୍କୁ ପରାସ୍ତ କରିଥିଲେ।...
ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ
ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖାଯାଏ। ମୋନାଲିସା ପ୍ରାୟତଃ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର...
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ...
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ ଟିକା ଏକମାତ୍ର ଅସ୍ତ୍ରୀ ବୋଲି କୁହାଯାଉଛି। ଏସବୁ ଭିତରେ ଆମେରିକାର ଟିକା ନିର୍ମାତା...
ହାତ ଯୋଡି ଏମିତି ଅପିଲ୍ କଲେ ରାଜ୍ୟପାଳ
କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା ଦଳର ବିଧାୟକଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ...