ଆଜି ରାଜ୍ୟରୁ ୪୩୩୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ କିଛିଦିନ ହେବ କମିବାରେ ଲାଗିଛି। ତେବେ ସୋମବାର ରାଜ୍ୟରୁ ୪୩୩୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୫୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ...
ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତ ଅଛୁ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): ରାଜ୍ୟରେ ନକଲି ଔଷଧ କାରବାରକୁ କୌଣସି ପ୍ରକାର ବରଦାସ୍ତ କରାଯିବ ନାହିଁ। ଯେଉଁମାନେ ଏଥିରେ ସମ୍ପୃକ୍ତ ଥିବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରବିବାର ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ କହିଛନ୍ତି। ସେ କହିଛନ୍ତି,...
ଓଡ଼ିଶାରେ ବି ପାଳନ ହେଉନି ନିୟମ
ଭୁବନେଶ୍ୱର(ବ୍ୟୁରୋ),୧୪ା୬: ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ସାଢ଼େ ୮ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରେ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ପ୍ରାୟ ୮ ଲକ୍ଷ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ମଧ୍ୟ ୬୦,୦୦୦ରୁ ଊର୍ଦ୍ଧ୍ୱ ସଂକ୍ରମିତ ରାଜ୍ୟର ୮୩ କୋଭିଡ୍ ହସ୍ପିଟାଲରେ...
ଆଗକୁ ବିପଦ କୋଭିଡ୍ ଆବର୍ଜନା
ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ),୧୪ା୬: ମହାମାରୀ କରୋନାର ଦ୍ୱିତୀୟ ଲହର କ୍ରମଶଃ ଦୁର୍ବଳ ହେବାରେ ଲାଗିଥିବାବେଳେ କୋଭିଡ୍ ରୋଗୀଙ୍କ ଚିକିତ୍ସାରୁ ବାହାରୁଥିବା ବ୍ୟବହୃତ ଡାକ୍ତରୀ ଉପକରଣର ଗଦା ଗଦା ଆବର୍ଜନା ସାରା ଦେଶ ପାଇଁ ଆଉ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଗତ ଏପ୍ରିଲରୁ...
କାହାକୁ ବେଶି ଭୟ କରନ୍ତି ଅଭିଷେକ; ସ୍ତ୍ରୀ ନା ମା’
ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ୨୦୦୭ରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନଙ୍କୁ ବିବାହ କରିଥିଲେ। ସେହି ଦିନଠାରୁ ଏହି ଯୋଡି ପ୍ରଶଂସକଙ୍କ ପ୍ରିୟ ଯୋଡି ଆଖ୍ୟା ପାଇଛନ୍ତି। ଏଥି ସହିତ, କିଛି ଦିନ ପୂର୍ବରୁ ଅଭିଷେକ ତାଙ୍କ ଭଉଣୀ ଶ୍ୱେତା ନନ୍ଦାଙ୍କ...
ସୁଶାନ୍ତଙ୍କୁ ମନେ ପକାଇଲେ ଅଙ୍କିତା
ଟିଭିରୁ ବଲିଉଡରେ ପ୍ରବେଶ କରିଥିବା ଜଣାଶୁଣା ଅଭିନେତ୍ରୀ ଅଙ୍କିତା ଲୋଖଣ୍ଡେ କିଛି ଦିନ ପୂର୍ବରୁ ସୋସିଆଲ ମିଡିଆରୁ ବିରତି ନେଇଥିଲେ। କିନ୍ତୁ ତାଙ୍କ ପୂର୍ବତନ ପ୍ରେମିକ ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀ ପୂର୍ବରୁ ସେ ଇନଷ୍ଟାଗ୍ରାମରେ ପ୍ରତ୍ୟାବର୍ତ୍ତନ...
ବିଶ୍ୱର ସବୁଠୁ ବଡ ପରିବାରର ମୁଖିଆ ଚାଲିଗଲେ
ଅଜୈଓ୍ବାଲ୍,୧୩।୬: ଦୁନିଆର ସବୁଠୁ ବଡ ପରିବାରର ମୁଖ୍ୟ ଜିଓନା ଚାନାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ଚାନାଙ୍କର ୩୮ ସ୍ତ୍ରୀ ଏବଂ ୮୯ ସନ୍ତାନ ଅଛନ୍ତି। ଏତେ ବଡ ପରିବାର ଯୋଗୁ ସେ ମିଜୋରାମରେ...
କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନ ଉଠାଇଲେ ସିବଲ
ନୂଆଦିଲ୍ଲୀ,୧୩।୬: କଂଗ୍ରେସ ଦଳର ବରିଷ୍ଠ ନେତା କପିଲ ସିବଲ ପୁଣି ଥରେ ତାଙ୍କ ଦଳର ବିବାଦ ଏବଂ ଦେଶର ରାଜନୈତିକ ପରିସ୍ଥିତି ସମ୍ପର୍କରେ ଏକ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ, ଏହି ସମୟରେ ଦେଶକୁ ଏକ ମଜଭୁତ ବିପକ୍ଷ...
କଂଗ୍ରେସର ବରିଷ୍ଠ ନେତ୍ରୀ ଇନ୍ଦିରାଙ୍କ ପରଲୋକ
ଡେରାଡୁନ୍,୧୩।୬: ଉତ୍ତରାଖଣ୍ଡ କଂଗ୍ରେସର ବରିଷ୍ଠ ନେତା ଇନ୍ଦିରା ହ୍ରିଦୟେଶଙ୍କ ହୃଦଘାତରେ ପରଲୋକ ଘଟିଛି। ରବିବାର ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଦିଲ୍ଲୀର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। କଂଗ୍ରେସର ଜଣେ ଶକ୍ତିଶାଳୀ ନେତାଙ୍କ ମୃତ୍ୟୁ ଦଳ ପାଇଁ ଏକ ବଡ...
ଶେଷରେ ଭୁଲ୍ ବୁଝିପାରିଲେ କାନ୍ତା ପ୍ରସାଦ; ଗୌରବଙ୍କୁ ମାଗିଲେ କ୍ଷମା
ନୂଆଦିଲ୍ଲୀ,୧୩।୬: ବାବା କା ଢାବାର ମାଲିକ କାନ୍ତ ପ୍ରସାଦଙ୍କ ଭିଡିଓ ସୋସିଆଲ ମିଡିଆରେ ପୁଣି ଥରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ କାନ୍ତ ପ୍ରସାଦ ଗତ ବର୍ଷ ଘଟିଥିବା ବିବାଦକୁ ସ୍ପଷ୍ଟ କରୁଥିବା ଦେଖାଯାଇଛି। ଏହି ଭିଡିଓରେ ବ୍ଲଗର୍...