୩ ଜିଲାରେ ହେବ ଚତୁର୍ଥ ସେରୋ ସର୍ଭେ
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଆସନ୍ତା ୧୬ କିମ୍ବା ୧୭ ତାରିଖରୁ ଆରମ୍ଭ ହେବ ନ୍ୟାଶନାଲ ସେରୋ ସର୍ଭେ। ଦେଶର ଯେଉଁ ୭୦ ଜିଲାରେ ପୂର୍ବରୁ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ରାଉଣ୍ଡ ସେରୋ ସର୍ଭେ ହେଇଥିଲା, ଚତୁର୍ଥ ରାଉଣ୍ଡରେ ମଧ୍ୟ ସେହିସବୁ...
ବଢୁଛି ଅନ୍ଲକ୍ ସମ୍ଭାବନା
ଭୁବନେଶ୍ୱର, ୧୩ା୬(ବ୍ୟୁରୋ): ରାଜ୍ୟରେ ତଳମୁହାଁ ହେଉଛି କରୋନା ସଂକ୍ରମଣ। ଅନେକ ଜିଲାରେ ସଂକ୍ରମଣ ହାର କମ୍ ରହୁଥିବାରୁ ଆସନ୍ତା ୧୭ତାରିଖ ସକାଳ ୫ଟାରେ ଲକ୍ଡାଉନ ଶେଷ ହେବା ପରେ ଅନ୍ଲକ୍ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି କୁହାଯାଉଛି। ଯେଉଁ ଜିଲାରେ...
ପ୍ରଥମ ଦେଖାରେ ପତ୍ରଲେଖାଙ୍କୁ ହୃଦୟ ଦେଇ ବସିଥିଲେ ରାଜକୁମାର, ଏବେ…
ବମ୍ବେ: ପ୍ରଥମ ଦେଖାରେ ପ୍ରେମ। ଏଭଳି କିଛି ଘଟିଛି ବଲିଉଡ୍ ଅଭିନେତା ରାଜକୁମାର ରାଓଙ୍କ କ୍ଷେତ୍ରରେ। ଏକ ବିଜ୍ଞାପନ ଶୁଟିଂ ସମୟରେ ଅନ୍ବିତା ପଲ୍ ଓରଫ ପତ୍ରଲେଖାଙ୍କୁ ଭେଟିଥିଲେ ସେ। ପ୍ରଥର ଦେଖାରେ ହିଁ ରାଜକୁମାର ତାଙ୍କ ପ୍ରେମରେ ପଡ଼ିଯାଇଥିଲେ।...
ଭାଜପାରେ ଫାଟ: ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ବସୁନ୍ଧରା ହଟିଲେ…
ଜୟପୁର,୧୩।୬: ରାଜସ୍ଥାନ ଭାଜପାରେ ଧୀରେ ଧୀରେ ଫାଟ ବଢ଼ିବାରେ ଲାଗିଛି। ଗତ ୨୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଦଳୀୟ ପୋଷ୍ଟରରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରାରାଜେ ସିନ୍ଧିଆଙ୍କୁ ହଟା ଯାଇଛି। ରାଜ୍ୟରେ ବିଧାନସଭା ନିର୍ବାଚନ ପୂର୍ବରୁ ଏଭଳି ଘଟିଛି।...
ପାଣି ପାଇଁ କରୋନା ସଂକ୍ରମଣ ଅବା ମୃତ୍ୟୁକୁ ନାହିଁ ଭୟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। ରାଜଧାନୀ ଦିଲ୍ଲୀରେ କରୋନା ଯୋଗୁ ଭୟଙ୍କର ସ୍ଥିତି ଦେଖାଦେଇଛି। ତେବେ ରାଜଧାନୀରେ ପାଣିର ଅଭାବ ଯୋଗୁ ଲୋକେ କରୋନା ମାର୍ଗଦର୍ଶିକାକୁ ଭୁଲିଯାଇ ପାଣି ପାଇଁ...
କରୋନା ମାତା ମନ୍ଦିର ଉପରେ ପୋଲିସ ଚଳାଇଲା ବୁଲ୍ଡୋଜର…
ପ୍ରତାପଗଡ଼,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଛି। କରୋନାରୁ ଦୂରେଇ ରହିବା ପାଇଁ ଉତ୍ତରପ୍ରଦେଶ ପ୍ରତାପଗଡ଼ରେ ଲୋକେ କରୋନା ମାତାଙ୍କ ମନ୍ଦିର ନିର୍ମାଣ କରିପୂଜା କରିବା ନେଇ ଖବର ସୋସିଆଲ୍ ମିଡ଼ିଆରେ ଭାଇରାଲ...
ମୋଦିଙ୍କ କ୍ୟାବିନେଟ୍ରେ ସିନ୍ଧିଆ ପାଇବେ ସ୍ଥାନ: ମିଳିପାରେ ରେଳ ମନ୍ତ୍ରଣାଳୟ…
ନୂଆଦିଲ୍ଲୀ,୧୩।୬: ସଂସଦର ମୌସୁମୀ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍ର ସମ୍ପ୍ରସାରଣ କରାଯିବ। ଏଥିରେ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ସ୍ଥାନ ମିଳିବା ପ୍ରାୟ ନିଶ୍ଚିତ ହୋଇଛି। କଂଗ୍ରେସ ଛାଡ଼ି ଭାଜପାରେ ଯୋଗ ଦେବାର ୧୫ ମାସ ପରେ ସିନ୍ଧିଆଙ୍କୁ ମୋଦିଙ୍କ...
ସୋମବାରଠାରୁ ଏହି ସହରରେ ଘର ଘର ବୁଲି ହେବ ଟିକାଦାନ…
ବିକାନେର୍,୧୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ତେବେ ଦେଶରେ ପ୍ରଥମ ଥର ପାଇଁ ରାଜସ୍ଥାନ ବିକାନେର୍ ସହରରେ ଘର ଘର ବୁଲି ଟିକାଦାନ...
ଅଢ଼େଇ ମାସ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୧୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ଗତ ଅଢ଼େଇ ମାସ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ରବିବାର ସର୍ବନିମ୍ନରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦେଶରେ...
୨୬ରେ ରାଜଭବନ ଆଗରେ ଚାଷୀଙ୍କ ବିକ୍ଷୋଭ
ନୂଆଦିଲ୍ଲୀ, ୧୩।୬(ଆଇଏଏନ୍ଏସ୍): କେନ୍ଦ୍ର ସରକାରଙ୍କ ବିବାଦୀୟ କୃଷି ଆଇନ ବିରୋଧରେ ଚାଷୀମାନଙ୍କ ଆନ୍ଦୋଳନ ପ୍ରାୟ ୨୦୦ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ଆହୁରି ଜୋର୍ଦାର କରିବା ଲାଗି ଆସନ୍ତା ୨୬ ତାରିଖରେ ସବୁ ରାଜ୍ୟର ରାଜଭବନ ସମ୍ମୁଖରେ ଧାରଣା ଦେବା ପାଇଁ...