ଅକାଳୀ ଦଳ-ବିଏସ୍ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ
ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ ହେଉଥିବାର ମଧ୍ୟ ନଜିର ରହିଛି। ସେହିପରି ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା...
ଶିଳ୍ପା ଦୋଷୀ ନୁହନ୍ତି, କୋଟି କୋଟି ଟଙ୍କା ଖର୍ଚ୍ଚ କରି…
ବମ୍ବେ: ବଲିଉଡ୍ର ପରଫେକ୍ଟ କପଲଙ୍କ ମଧ୍ୟରୁ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ-ରାଜ କୁନ୍ଦ୍ରା ଜଣେ। ଉଭୟଙ୍କ ଲଭ୍ଷ୍ଟୋରୀ କୌଣସି ସିନେମାଠାରୁ କମ୍ ନୁହେଁ। ପ୍ରଥମ ସ୍ତ୍ରୀଙ୍କଠାରୁ ଅଲଗା ହେବା ପରେ ଶିଳ୍ପାଙ୍କ ହାତ ଧରିଥିଲେ ରାଜ। ହେଲେ ଉଭୟଙ୍କ ବିବାହ ସେତେଟା...
ବରଙ୍କ ନାମ ସମାଜବାଦ, କନ୍ୟାଙ୍କ ନାମ ମମତା ବାନାର୍ଜୀ; ଜାଣନ୍ତୁ କେବେ ପଡ଼ିବ ହାତଗଣ୍ଠି
ତାମିଲନାଡୁର ସେଲମ ଜିଲାରୁ ଏମିତି ଏକ ବିବାହ ଖବର ସାମ୍ନାକୁ ଆସିଛି ଯାହାକୁ ନେଇ ଖୁବ୍ ଚର୍ଚ୍ଚା ହେଉଛି। ଚର୍ଚ୍ଚାର ମୁଖ୍ୟ କାରଣ ହେଲା ବର ଏବଂ କନ୍ୟାଙ୍କ ନାମକୁ ନେଇ। ଏହି ବିବାହରେ ବରଙ୍କ ନାମ ‘ସମାଜବାଦ’ ଏବଂ...
ପଳାତକ ମେହୁଲ ଚୋକସିଙ୍କ ଜାମିନ ଆବଦେନ ଡୋମିନିକା ହାଇକୋର୍ଟରେ ଖାରଜ
ରୋସେୟୁ,୧୨।୬: ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକସିଙ୍କୁ ପୁଣି ଥରେ ଏକ ଶକ୍ତ ଧକ୍କା ଲାଗିଛି। ଶୁକ୍ରବାର ଡୋମିନିକା ହାଇକୋର୍ଟ ମେହୁଲଙ୍କ ଜାମିନ ଆବେଦନକୁ ଖାରଜ କରିଦେଇଛନ୍ତି। ଫ୍ଲ୍ଲାଇଟ୍ ରିସ୍କ ଯୋଗୁ ହାଇକୋର୍ଟ ତାଙ୍କ ଏହି ଆବେଦନ ଖାରଜ କରିଦେଇଥିବା...
ଭାରତ ଫେରିବେନି କେରଳର ୪ ମହିଳା ଆଇଏସ୍ ଆତଙ୍କବାଦୀ…
ନୂଆଦିଲ୍ଲୀ,୧୨।୬: ଆଫଗାନିସ୍ତାନର ଜେଲ୍ରେ ଥିବା କେରଳର ୪ ମହିଳା ଇସଲାମିକ୍ ଷ୍ଟେଟ୍(ଆଇଏସ୍) ଆତଙ୍କବାଦୀଙ୍କୁ ଭାରତ ଫେରାଇ ଆଣାଯିବ ନାହିଁ। ଏହି ମହିଳା ଆତଙ୍କବାଦୀମାନେ ଆଫଗାନିସ୍ତାନର ଜେଲରେ ଅଛନ୍ତି। ସେମାନଙ୍କୁ ଭାରତ ଫେରିବାକୁ ଅନୁମତି ଦିଆଯିବ ନାହିଁ। ମହିଳା ଆତଙ୍କବାଦୀମାନେ ସେମାନଙ୍କ...
ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା
ବମ୍ବେ: ବଲିଉଡ୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ ହେଁ ପ୍ରଥମ ସ୍ତ୍ରୀ କବିତାଙ୍କୁ ଛାଡ଼ପତ୍ର ଦେଇ ଶିଳ୍ପାଙ୍କୁ ଜୀବନସାଥୀ କରିଥିଲେ ସେ।...
ଖୁସି ଖବର: ଭାକ୍ସିନ୍ ମିକ୍ସିଂରେ ପରାଜିତ ହେବ କରୋନା…
ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍ର ୨ ଡୋଜ୍ ମିକ୍ସିଂ ଦ୍ୱାରା ସୁଫଳ...
କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ
ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର...
ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…
ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ଅନେକ ମହିଳା ଏବଂ ଶିଶୁଙ୍କ ମଧ୍ୟରେ ବିବାହ କରୁଥିବା ଦେଖାଯାଉଛି। ତେବେ ଯେଉଁ...
ଭାକ୍ସିନ୍ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍ ଭାକ୍ସିନ୍ର ୨ ଡୋଜ୍ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ...