ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ
କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍ୟୁସିଆଇ...
ବୃଦ୍ଧଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ
ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ...
୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…
ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ...
ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍ଏଚ୍ଆର୍ସିରେ ପିଟିଶନ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ...
ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା
ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍ପି କନଓ୍ବର...
କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ
ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି(ସିଏମ୍ଆର୍ଏଫ୍)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ...
ସର୍ବ ସମ୍ମୁଖରେ ଛାତ୍ରଙ୍କୁ ମୃତ୍ୟୁଦଣ୍ଡ
ନାଇରୋବି,୧୨ା୬: ଇଥିଓପିଆର ସରକାରୀ ବଳ ଜଣେ ନାବାଳକଙ୍କୁ ସ୍ପଷ୍ଟ ଦିବାଲୋକରେ ମୃତ୍ୟୁଦଣ୍ଡ ଦେଇଥିବା ହ୍ୟୁମାନ ରାଇଟ୍ସ ଓ୍ବାଚ୍ ପକ୍ଷରୁ ସୂଚନା ଦିଆଯାଇଛନ୍ତି। ଓରୋମିଆ ଅଞ୍ଚଳରେ ସୈନ୍ୟମାନେ ୧୭ ବର୍ଷୀୟ ଏମାନ୍ୟୁଏଲ୍ ଓଣ୍ଡିମୁଙ୍କ ବେକରେ ବନ୍ଧୁକ ରଖି ଗୁଳି ଚଳାଇଥିଲେ। ଡେମ୍ବି...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ ଘଟଣା: ଏସ୍ଡିଜେଏମ୍ କୋର୍ଟରେ ମାମଲା
ଭୁବନେଶ୍ୱର,୧୨ା୬(ବ୍ୟୁରୋ): ଶିକ୍ଷାଗତ ଯୋଗ୍ୟତା ନ ଥାଇ ନିଜକୁ ଜଣେ ହୋମିଓପାଥିକ୍ ଡାକ୍ତର କହୁଥିଲେ। ‘ଷ୍ଟପ କରୋନା’ ଔଷଧ ଦେଇ ଲୋକଙ୍କୁ ଠକୁଥିଲେ। ଏପରି ଏକ ସଙ୍ଗିନ ଅଭିଯୋଗ ଆଧାରରେ ଗୁରୁବାର ଡ୍ରଗ୍ସ କଣ୍ଟ୍ରୋଲରଙ୍କ ନିର୍ଦ୍ଦେଶକ୍ରମେ ସୁନ୍ଦରପଦସ୍ଥିତ ଉକ୍ତ କ୍ଲିନିକ୍ରେ ଚଢ଼ାଉ...
ମିଶନ ୨୦୨୪କୁ ନେଇ ଚର୍ଚ୍ଚା
ମୁମ୍ବାଇ, ୧୨।୬: ପଶ୍ଚିମବଙ୍ଗରେ ଟିଏମ୍ସିକୁ ବିଜୟୀ କରାଇଥିବା ନିର୍ବାଚନୀ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏନ୍ସିପି ନେତା ଶରଦ ପାଓ୍ବାରଙ୍କୁ ଭେଟିଛନ୍ତି। ଏନ୍ସିପି ମୁଖ୍ୟଙ୍କ ଘରେ ପ୍ରଶାନ୍ତ କିଶୋର ମଧ୍ୟାହ୍ନଭୋଜନ କରିବା ଘଟଣାରୁ ଏହା ତାଙ୍କର ମିଶନ ୨୦୨୪ ବା ପରବର୍ତ୍ତୀ...
ଦୁର୍ଭିକ୍ଷ ଆଁରେ ଇଥିଓପିଆ
ଆଡିସ୍ ଆବାବା,୧୨ା୬: ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ଇଥିଓପିଆରେ ସରକାରୀ ବଳ ଓ ବିଦ୍ରୋହୀଙ୍କ ମଧ୍ୟରେ ଲଢ଼େଇ ଟିଗ୍ରେ ଅଞ୍ଚଳ ପାଇଁ ବିପତ୍ତିକୁ ଡାକି ଆଣିଛି। ଫଳରେ ଉକ୍ତ ଅଞ୍ଚଳର ୩,୫୦,୦୦୦ ଜଣ ଦୁର୍ଭିକ୍ଷ ମୁହଁକୁ ଠେଲିହୋଇ ଯାଇଛନ୍ତି। ଜାତିସଂଘ ପକ୍ଷରୁ...