କୋଭିଶିଲ୍ଡ ଟିକା ବ୍ୟବଧାନ ହ୍ରାସ: ଜାଣନ୍ତୁ କାହାକୁ ଦିଆଯିବ ପ୍ରାଥମିକତା
ନୂଆଦିଲ୍ଲୀ,୧୧।୬: କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ କୋଭିଶିଲ୍ଡର ପ୍ରଥମ ଏବଂ ଦ୍ୱିତୀୟ ଡୋଜ ମଧ୍ୟରେ ବ୍ୟବଧାନକୁ ପୁଣି ଥରେ ହ୍ରାସ କରିଛି। ଏହା କେବଳ ସେହିମାନଙ୍କ ପାଇଁ, ଯେଉଁମାନେ ବିଦେଶ ଯାତ୍ରା କରିବାକୁ ଯାଉଛନ୍ତି। ନୂତନ ଗାଇଡଲାଇନ...
ଖସୁଛି କରୋନା ସଂକ୍ରମଣ: ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍
ନୂଆଦିଲ୍ଲୀ,୧୧।୬: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ କିଛିଟା ଥମିଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୯୨,୭୦୨ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩,୪୦୩...
ଖୋଲା ରହିବ କୃଷି ଉପକରଣ ଦୋକାନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): କୃଷି ଏବଂ କୃଷି ଆନୁଷଙ୍ଗିକ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସାଧାରଣ ସମୟ ଭଳି ଖୋଲା ରହିବ। ଉଭୟ ଲକ୍ଡାଉନ ଏବଂ ଶଟ୍ଡାଉନ ସମୟରେ ବିହନ, ସାର, କୃଷି ଉପକରଣ ଏବଂ କୃଷି ଯନ୍ତ୍ରପାତି ଦୋକାନ ସାଧାରଣ ସମୟ ଭଳି ଖୋଲା...
ରଥଯାତ୍ରା ପରିଚାଳନା ପାଇଁ ଏସ୍ଓପି ପ୍ରସ୍ତୁତ ହେବ
ପୁରୀ ଅଫିସ, ୧୧।୬: କରୋନା ମହାମାରୀ ଯୋଗୁ ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ କୋଭିଡ୍ କଟକଣା ଭିତରେ ମହାପ୍ରଭୁଙ୍କ ଘୋଷଯାତ୍ରାକୁ ବିନା ଭକ୍ତରେ କରିବା ପାଇଁ ଗୁରୁବାର ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ଘୋଷଣାକୁ ସେବାୟତମାନେ ସ୍ବାଗତ କରିଥିବା...
ବର୍ଷକରେ ୫ଗୁଣା ବଢ଼ିଲା ଲୁହାପଥର ମୂଲ୍ୟ
ଯାଜପୁର ଅଫିସ,୧୧।୬: ଲୁହାପଥର ଅଭାବ ଓ ଅହେତୁକ ମୂଲ୍ୟବୃଦ୍ଧି ଯୋଗୁ ରାଜ୍ୟରେ ଗଢ଼ିଉଠିଥିବା ଇସ୍ପାତ୍ କାରଖାନାଗୁଡିକ ବନ୍ଦ ହେବା ଆଶଙ୍କା ସୃଷ୍ଟି ହୋଇଛି। ଗତ ବର୍ଷକ ମଧ୍ୟରେ ଲୁହାପଥର ଦର ପ୍ରାୟ ୫ ଗୁଣାରୁ ଅଧିକ ବଢ଼ିଛି। କରୋନା ମହାମାରୀ...
ନକଲି ଡାକ୍ତରଙ୍କ କ୍ଲିନିକ୍ରେ ଚଢ଼ାଉ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ଲାଇସେନ୍ସ କିମ୍ବା ଡାକ୍ତରୀ ଶିକ୍ଷାଗତ ଯୋଗ୍ୟତା ନାହିଁ। ତଥାପି ଘରେ ହୋମିଓପାଥିକ କ୍ଲିନିକ୍ ଖୋଲି ଔଷଧ ଦେବା ସହ ରୋଗୀଙ୍କ ଚିକିତ୍ସା କରୁଛନ୍ତି। କରୋନାକୁ ନେଇ ଲୋକେ ଆତଙ୍କ ଓ ଆଶଙ୍କା ଭିତରେ ରହୁଥିବାବେଳେ ‘ଷ୍ଟପ୍ କରୋନା’ ନାମକ...
ଘରେ ରହି ରଜ ପାଳନ କରନ୍ତୁ: ଏଡିଜି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ...
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୨୨୭୮ଟି...
ବେଆଇନ ଟେଲିଫୋନ୍ ଏକ୍ସଚେଞ୍ଜକୁ କଲ୍
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍ କଲ୍ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍ ଏକ୍ସଚେଞ୍ଜ ପଦାକୁ ଆସିଛି। ଫଳରେ ଦେଶର ଅନ୍ୟ ଭାଗରେ ମଧ୍ୟ ଏପରି ବ୍ୟବସ୍ଥା...