ଚାଇନା ଆପ୍ ଉପରୁ ପ୍ରତିବନ୍ଧକ ହଟାଇଲେ ବାଇଡେନ୍
ଓ୍ବାଶିଂଟନ,୧୦ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନ୍ ତାଙ୍କର ପ୍ରଥମ ବିଦେଶ ଗସ୍ତ ପୂର୍ବରୁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ଚାଇନିଜ ଆପ ଉପରେ ଥିବା ପ୍ରତିବନ୍ଧକକୁ ହଟାଇ ଦେଇଛନ୍ତି। ଏହି ପ୍ରତିବନ୍ଧକକୁ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁୟାରୀ ୫ରେ...
‘ୟାସ୍’ ପ୍ରଭାବିତ ଚାଷୀଙ୍କ ପାଇଁ ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟରେ ବାତ୍ୟା ‘ୟାସ୍’ ଅନେକ କ୍ଷତି ଘଟାଇଥିଲା। ଏହି ବାତ୍ୟାରେ ୩୩ ପ୍ରତିଶତ ବା ଅଧିକ କ୍ଷତି ହୋଇଥିବା ଆକଳନ କରାଯାଇଥିଲା। ତେବେ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀଙ୍କ ପାଇଁ ସହାୟତା ପ୍ୟାକେଜ୍ ଘୋଷଣା କରିଛନ୍ତି। ଅଣଜଳସେଚିତ...
ପୁଣି ନ୍ୟୁଜିଲାଣ୍ଡକୁ ଲାଗିଲା ଝଟ୍କା
ଲଣ୍ଡନ,୧୦।୬: ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଫାଇନାଲ୍ ପୂର୍ବରୁ ନ୍ୟୁଜିଲାଣ୍ଡ ଗୋଟିଏ ପରେ ଗୋଟିଏ ଅସୁବିଧାର ସମ୍ମୁଖୀନ ହୋଇଛି। ବାମ କହୁଣୀରେ ଆଘାତ ଲାଗିବାରୁ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମ୍ସନ ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଟେଷ୍ଟରୁ ବାଦ ପଡିଛନ୍ତି। ଏବେ ନ୍ୟୁଜିଲାଣ୍ଡ...
୮୦ ଜଣଙ୍କୁ କଞ୍ଚା ଚୋବାଇ ଖାଇଥିଲା ୧୬ ଫୁଟ ଲମ୍ବ କୁମ୍ଭୀର …
କାମ୍ପାଲା,୧୦।୬: ଆଫ୍ରିକାର ଉଗାଣ୍ଡାରେ ଏକ ୧୬ ଫୁଟ ଲମ୍ବ କୁମ୍ଭୀର ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଥିଲେ। ଘଡ଼ିଆଳ କୁମ୍ଭୀରଟି ୮୦ ଜଣ ଲୋକଙ୍କୁ ଜୀଅନ୍ତା କଞ୍ଚା ଚୋବାଇ ଖାଇଥିଲା। ସ୍ଥାନୀୟ ଲୁୁଙ୍ଗାଗା ଗାଁରେ ଥିବ ଭତକ୍ଟୋରିଆ ହ୍ରଦରେ ଏହି କୁମ୍ଭୀରଟି...
ଏହି କ୍ରିକେଟର୍ଙ୍କ ଜ୍ୟାକେଟ୍ ପିନ୍ଧି ଫଟୋ ଶେୟାର କଲେ ଅଭିନେତ୍ରୀ
ଭାରତୀୟ କ୍ରିକେଟରମାନେ ବଲିଉଡ ସୁନ୍ଦରୀଙ୍କ ପ୍ରେମରେ ପଡ଼ିବା କିଛି ନୂଆ କଥା ନୁହେଁ। ପୂର୍ବରୁ ଅନେକ କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ଭଲ ପାଇ ବିବାହ କରିଛନ୍ତି। ଏବେ ସେହି ସୂଚୀରେ ଏକ ନୂଆ ନାଁ ସାମିଲ ହୋଇଛି। କ୍ରିକେଟର କେ.ଏଲ.ରାହୁଲ...
ମହିଳା ସଦସ୍ୟ ସଂସଦରେ ମୁଥ ମରାମରି ସହିତ କେଶ ଟଣାଟଣି ହେଲେ …
ଲା ପାଜ୍,୧୦।୬: ସଂସଦରେ ମୁଥ ମରାମରି ହେବା ସହିତ କେଶ ଟଣାଟଣି ହେବା ଭଳି ଅପ୍ରୀତିକର ଘଟଣା ଘଟିଛି। ଏଭଳି ବଲିଭିଆ ସଂସଦରେ ହୋଇଛି। ପୂର୍ବ ରାଷ୍ଟ୍ରପତି ଜିନିନ୍ ଅନେଜ୍ଙ୍କ ଗିରଫକୁ ନେଇ ଶାସକ ଏବଂ ବିରୋଧୀ ଦଳ ସଦସ୍ୟ...
ମାଟି ତଳୁ ମିଳିଲା ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା…
ତେଳଅଭିବ୍,୧୦।୬: ଇସ୍ରାଏଲ୍ରେ ମାଟିତଳୁ ୧,୦୦୦ ବର୍ଷ ତଳର କୁକୁଡ଼ା ଅଣ୍ଡା ମିଳିଛି। ଏହି ଅଣ୍ଡା ଦଶମ ଶତାବ୍ଦୀ ସମୟର ବୋଲି ଗବେଷକ ଅନୁମାନ କରିଛନ୍ତି। ତେବେ ଏହାକୁ ସଫା କରୁଥିବା ସମୟରେ ଅଣ୍ଡାଟି ଭାଙ୍ଗି ଯାଇଛି। ୟାବନେ ସହରରେ ବିକାଶ...
ଲକ୍ଷ୍ମଣଙ୍କୁ ଏହି ପ୍ରତିଶ୍ରୁତି ଦେଇଥିଲେ ସେହ୍ବାଗ: ୪ ବର୍ଷ ଭିତରେ କରିଥିଲେ ପୂରଣ
ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହ୍ବାଗ ଦୁନିଆର ସବୁଠାରୁ ଆକ୍ରମଣାତ୍ମକ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରେ ଗଣିତ ହୋଇଛନ୍ତି। ଭାରତ ପାଇଁ ଟେଷ୍ଟରେ ତ୍ରିଗୁଣ ଶତକ ହାସଲ କରିଥିବା ସେହ୍ବାଗ ହେଉଛନ୍ତି ପ୍ରଥମ ବ୍ୟାଟ୍ସମ୍ୟାନ। ତାଙ୍କ ପୂର୍ବରୁ, ଭିଭିଏସ ଲକ୍ଷ୍ମଣ ୨୦୦୧ କୋଲକାତା...
ପୁରୀ ବ୍ୟତୀତ ଆଉ କେଉଁଠି ହେବନି ରଥଯାତ୍ରା
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଚଳିତବର୍ଷ ରଥଯାତ୍ରା ଉପରେ ରାଜ୍ୟ ସରକାର କଟକଣା ଲାଗୁ କରିଛନ୍ତି। ପୁରୀ ବ୍ୟତୀତ ରାଜ୍ୟର ଅନ୍ୟ କୌଣସି ସ୍ଥାନରେ ରଥଯାତ୍ରା ହୋଇପାରିବ ନାହିଁ। ଏନେଇ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍ଆର୍ସି) ପ୍ରଦୀପ କୁମାର ଜେନା ଗୁରୁବାର ସୂଚନା ଦେଇଛନ୍ତି।...
ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ସାଙ୍ଗ
ଝାରସୁଗୁଡ଼ା ଅଫିସ,୧୦ା୬: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଥାନା ଅନ୍ତର୍ଗତ ଲୁହୁରାପଡ଼ା ପାଣି ଟାଙ୍କି ନିକଟରେ ବୁଧବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ସାଙ୍ଗ ଅନ୍ୟ ଜଣେ ସାଙ୍ଗଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କରିଥିବା ଜଣାପଡ଼ିଛି। ମୃତକ ଜଣକ ହେଲେ...