ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ...
ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା
କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିଲା। ସେ ଦକ୍ଷିଣ କୋଲକାତାରେ ଥିବା ତାଙ୍କ ବାସଭବନରେ...
ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…
ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ...
ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ...
ପାନୀୟ ଜଳ ସମସ୍ୟାକୁ ନେଇ କନିଷ୍ଠ ଯନ୍ତ୍ରୀଙ୍କୁ ଭେଟିଲେ ଗ୍ରାମବାସୀ
ଗଞ୍ଜାମ,୧୦।୬(ଡି.ଏନ୍.ଏ.): ଗଞ୍ଜାମ ସହରରେ ପାନୀୟ ଜଳ ସମସ୍ୟା ଦୀର୍ଘ ଦିନ ଧରି ଲାଗି ରହିଛି l ଏନେଇ ଗ୍ରାମବାସୀ ଜନସ୍ବାସ୍ଥ୍ୟ ବିଭାଗକୁ ବାରମ୍ବାର ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିପାରିନାହିଁ। ଗୁରୁବାର ଏନେଇ ଗ୍ରାମବାସୀ କନିଷ୍ଠଯନ୍ତ୍ରୀ ଆଶିଷ କୁମାର...
ଆଜି ସାବିତ୍ରୀ ବ୍ରତ: ରାଜଧାନୀର ଦେବାଳୟ ଖାଁ ଖାଁ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ଚଳିତବର୍ଷ କରୋନା ମହାମାରୀ ଯୋଗୁ ବିଭିନ୍ନ ରାଜଧାନୀର ଦେବାଳୟ ଖାଁ ଖାଁ ଦେଖିବାକୁ ମିଳିଛି। କରୋନା କଟକଣା ଯୋଗୁ ଶ୍ରଦ୍ଧାଳୁଙ୍କ ଗହଳି ଚହଳି ନାହିଁ। କରୋନା ଯୋଗୁ ଘରେ ରହି ପୂଜାର୍ଚ୍ଚନା କରିଛନ୍ତି ମହିଳାମାନେ।...
ବିବାହ ମୁଦି କଥା ଭୁଲି ଯାଇଥିଲେ ରୋହିତ୍ ଶର୍ମା: କୋହଲି ଦେଲେ ବଡ଼ ଖବର
ଭାରତୀୟ କ୍ରିକେଟ ଦଳ ସହ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର୍ ଫାଇନାଲ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି ଷ୍ଟାର୍ କ୍ରିକେଟର୍ ରୋହିତ ଶର୍ମା। ଜୁନ ୧୮ରୁ ୨୨ ପର୍ଯ୍ୟନ୍ତ ସାଉଥମ୍ପଟନରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟେଷ୍ଟ ଚାମ୍ପିଅନସିପର ଫାଇନାଲ ଖେଳାଯିବ।...
ପ୍ରେମ ନିବେଦନରେ ବିଫଳ ହେବା ପରେ ଯୁବକଙ୍କ ଉନ୍ମତ୍ତକାଣ୍ଡ: ନାବାଳିକାଙ୍କୁ ଛୁରିରେ ମରଣାନ୍ତକ ଆକ୍ରମଣ
ଖଇରା,୧୦।୬(ଡି.ଏନ୍.ଏ): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ନିବେଦନରେ ବିଫଳ ହେବା ପରେ ଜଣେ ଯୁବକ ଜଣକ ଏକ ଧାରୁଆ ଛୁରିରେ ଉକ୍ତ ଗ୍ରାମର ଜନୈକ ନାବାଳିକାଙ୍କୁ ଆକ୍ରମଣ କରିଥିବା...
ଏହି ଅଭିନେତ୍ରୀଙ୍କ ସହ ଚାଲିଛି ସଲମାନଙ୍କ ଲୁଚାଛପା ପ୍ରେମ
ମୁମ୍ବାଇ: ସୁନ୍ଦରୀ ନାୟିକା କ୍ୟାଟ୍ରିନା କୈଫଙ୍କ ସହ ବ୍ରେକଅପ୍ ପରେ ଦବଙ୍ଗ ଖାନ ସଲମାନଙ୍କ ନାମ ଆଉ ଜଣେ ମଡେଲଙ୍କ ସହ ଯୋଡ଼ା ଯାଇଛି। ସେ ଆଉ କେହି ନୁହନ୍ତି, ସେ ହେଉଛନ୍ତି ରୋମାନିଆର ବିଉଟି କୁଇନ୍ ୟୁଲିଆ ବନ୍ତୁର।...
ଟିମ୍ ଇଣ୍ଡିଆର ୩ ବ୍ୟାଟ୍ସ୍ମ୍ୟାନ୍ ଆଇସିସିର ଟପ୍ ୧୦ରେ…
ନୂଆଦିଲ୍ଲୀ,୧୦।୬: ଆଇସିସି ବିଶ୍ୱ ଟେଷ୍ଟ ଚମ୍ପିୟନଶିପ୍ରେ ଭାରତ ନ୍ୟୁଜିଲାଣ୍ଡ୍ ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆ ପାଇଁ ଖୁସି ଖବର ଆସିଛି। ଆଇସିସି ପକ୍ଷରୁ ଟେଷ୍ଟ୍ ର଼୍ୟାଙ୍କିଙ୍ଗ୍ ଜାରି କରାଯାଇଛି। ଏହି ତାଲିକାରେ ଟପ୍ ୧୦ ବ୍ୟାଟ୍ସ୍ ମ୍ୟାନ୍ଙ୍କ ମଧ୍ୟରେ ଟିମ୍...