ଖୁସି ଖବର: ଆଜି ୩୦୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୨୯୧୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୯୩,୫୦୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬୭୫ ଜଣ...
ବିଆର୍ପିଏଲ୍ ବିରୋଧରେ ଏନ୍ଜିଟି ମାମଲା: ଏସ୍ପିସିବିର ଲୋକଦେଖାଣିଆ ତଦନ୍ତ
ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ (ଏନ୍ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍ପିଏଲ୍) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସ୍ପିସିବି) ପକ୍ଷରୁ ତଦନ୍ତ କରାଯାଇଛି। ଏହି ତଦନ୍ତରେ ଏସ୍ପିସିିବି ପକ୍ଷରୁ ପରିବେଶବିତ୍ ହିରଣ୍ୟ...
ଆଜି କ୍ରୋମାଇଟ୍ ନିଲାମ
ଯାଜପୁର ଅଫିସ,୨୫ା୬: ଗତ ଫେବୃୟାରୀରୁ ଓଡ଼ିଶା ଖଣି ନିଗମ (ଓଏମ୍ସି)ଦ୍ୱାରା ଆହୂତ କ୍ରୋମାଇଟର ମାସିକ ନିଲାମ ପ୍ରକ୍ରିୟା କ୍ରମାଗତ ଭାବେ ବିଫଳ ହୋଇଆସୁଛି। ଏଥିଯୋଗୁ ନିଲାମ ପାଇଁ ରଖାଯାଇଥିବା ପ୍ରାୟ ୬ ଲକ୍ଷ ମେଟ୍ରିକ ଟନ୍ କ୍ରୋମାଇଟ ବିକ୍ରୀ ହୋଇ...
ନକଲି ଓଷଧ ବିକ୍ରି ମାମଲା: ପରିଚାଳନା ନିର୍ଦ୍ଦେଶକ ଶିବ ଜେନା ଗିରଫ
କଟକ ଅଫିସ,୨୫।୬: ନକଲି କରୋନା ଔଷଧ ବିକ୍ରି ମାମଲାରେ କ୍ରାଇମବ୍ରାଞ୍ଚ ଏସ୍ଟିଏଫ୍ ଗୁରୁବାର ଔଷଧ ବିତରଣ କମ୍ପାନୀ ମେଡିଲଏଡ ମେଡିକାମେଣ୍ଟ ପ୍ରାଇଭେଟ ଲିମିଟେଡର ପରିଚାଳନା ନିର୍ଦ୍ଦେଶକ ଶିବପ୍ରସନ୍ନ ଜେନାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଧିକ ତଦନ୍ତ ପାଇଁ...
କୋଭିଡ୍ଜନିତ ମୃତ୍ୟୁ ଅଡିଟ୍ ପ୍ରସଙ୍ଗ: ହାଇକୋର୍ଟରେ ମାମଲା ଖାରଜ
କଟକ ଅଫିସ,୨୫।୬: କୋଭିଡ୍ଜନିତ ମୃତ୍ୟୁର ଅଡିଟ୍ ପାଇଁ ହୋଇଥିବା ଜନସ୍ବାର୍ଥ ମାମଲାକୁ ଗୁରୁବାର ହାଇକୋର୍ଟ ମୁଖ୍ୟବିଚାରପତି ଏସ୍. ମୁରଲୀଧର ଏବଂ ବିଚାରପତି ଏସ୍.କେ. ପାଣିଗ୍ରାହୀଙ୍କୁ ନେଇ ଗଠିତ ଖଣ୍ଡପୀଠ ଖାରଜ କରିଦେଇଛନ୍ତି। କିନ୍ତୁ ପ୍ରତି ଜିଲାରେ କୋଭିଡ୍ରେ କେତେଜଣଙ୍କ ମୃତ୍ୟୁ...
୨୭ ଯାଏ ବର୍ଷା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା...
ଦୁଗ୍ଧଚାଷୀଙ୍କୁ ୧୧ କୋଟିର ସହାୟତା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଓମ୍ଫେଡ ଦୁଗ୍ଧଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୧୧ କୋଟି ଟଙ୍କାର କୋଭିଡ୍ ସହାୟତା ଘୋଷଣା କରିଛନ୍ତି। ପ୍ରତ୍ୟେକ ଦୁଗ୍ଧଚାଷୀଙ୍କୁ ଗୋଖାଦ୍ୟ ଖର୍ଚ୍ଚ ବାବଦ ସର୍ବାଧିକ ୬ ହଜାର ଟଙ୍କା ପର୍ଯ୍ୟନ୍ତ ସହାୟତା ଯୋଗାଇ ଦିଆଯିବ। ଏହାଦ୍ୱାରା...
ଜେଲରେ ଜନ୍ ମେକେଫି ମୃତ
ମାଡ୍ରିଡ୍,୨୫।୬: ଆଣ୍ଟିଭାଇରସ୍ ଜଗତର ଜଣାଶୁଣା ନାମ ଜନ୍ ମେକେଫିଙ୍କ ମୃତ୍ୟୁ ଘଟିଛି। ବ୍ରିଟେନ ଜନ୍ମିତ ଏହି ଆମେରିକୀୟ କମ୍ପ୍ୟୁଟର ପ୍ରୋଗ୍ରାମର୍ଙ୍କ ଝୁଲନ୍ତା ମୃତଦେହ ସ୍ପେନ୍ର ବାର୍ସିଲୋନାସ୍ଥିତ ଏକ ଜେଲରେ ବୁଧବାର ଠାବ କରାଯାଇଛି। ତାଙ୍କୁ ବଞ୍ଚାଇବା ପାଇଁ ସବୁ ଉଦ୍ୟମ...
ଓ୍ବେବ୍ସାଇଟରେ ପ୍ରଭାବ ଏବଂ ପଇସା
ଭୁବନେଶ୍ୱର,୨୫।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅଧୀନରେ ବର୍ତ୍ତମାନ ୪୨ଟି ବିଭାଗ କାର୍ଯ୍ୟ କରୁଛି। ସେ ସମସ୍ତ ବିଭାଗର ଗୁରୁତ୍ୱପୂର୍ଣ୍ଣ ତଥ୍ୟଗୁଡ଼ିକ କେତେ ମାତ୍ରାରେ ସୁରକ୍ଷିତ ତାକୁ ନେଇ ବର୍ତ୍ତମାନ ଲୋକସେବା ଭବନରେ କାର୍ଯ୍ୟରତ କର୍ମଚାରୀ ମହଲରେ ଗୁଞ୍ଜରଣ ଆରମ୍ଭ ହେଲାଣି। ସରକାରଙ୍କ...
ଜୁନ୍ରେ ବଢ଼ିଲାଣି ୧୩ଥର ପେଟ୍ରୋଲ ୨୬, ଡିଜେଲ ୮ ପଇସା ବୃଦ୍ଧି
ନୂଆଦିଲ୍ଲୀ/ଭୁବନେଶ୍ୱର,୨୫।୬ଦିନକର ବିରତି ପରେ ପୁଣି ଥରେ ତୈଳ ଦରରେ ପରିବର୍ତ୍ତନ ହୋଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଇଣ୍ଡିଆନ ଅଏଲ କର୍ପୋରେଶନ ଲିମିଟେଡ୍ (ଆଇଓସିଏଲ୍) ର ସୂଚନା ଅନୁସାରେ ଗୁରୁବାର ଭୁବନେଶ୍ୱରରେ ପେଟ୍ରୋଲ ଉପରେ ୨୬ ପଇସା ଏବଂ...