ଭାରତ ବାୟୋଟେକ୍ରେ ସେନା ଛାଉଣୀ…
ହାଇଦ୍ରାବାଦ୍,୯।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ଭାକ୍ସିନ୍ ପ୍ରସ୍ତୁତ କରିଥିବା ଭାରତ ବାୟୋଟେକ୍ର ହାଇଦ୍ରାବାଦ୍ ସ୍ଥିତ କ୍ୟାମ୍ପସ୍ ଏବେ କେନ୍ଦ୍ରୀୟ ସୁରକ୍ଷାକର୍ମୀଙ୍କ ଛାଉଣୀରେ ପରିଣତ ହୋଇଛି। ଦେଶରେ କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ବାୟୋଟେକ୍ର କୋଭାକ୍ସିନ୍ ପ୍ରଭାବଶାଳୀ...
ଚୋରା ମଦ ବେପାରୀଙ୍କୁ ସୁହାଉଛି ଲକ୍ଡାଉନ
ବୋଲଗଡ଼/ନିରାକାରପୁର/ବାଣପୁର,୯ା୬(ଡି.ଏନ୍.ଏ.):କରୋନା ପାଇଁ ରାଜ୍ୟରେ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ବୋଲଗଡ଼ ଅଞ୍ଚଳରେ ଚୋରା ମଦ ବେପାରୀମାନେ ସକ୍ରିୟ ହୋଇ ଉଠିଛନ୍ତି। ବୋଲଗଡ଼ ପୋଲିସ ମଙ୍ଗଳବାର ବୋଲଗଡ଼ ଗ୍ରାମ ତୃତୀୟାପଡା ସାହିରେ ଚଢ଼ାଉ କରି ୨୨ ପେଟି ମଦ ଜବତ...
ସ୍ବପ୍ନରେ ଏସବୁ ଦେଖିଲେ…
ବ୍ୟକ୍ତିର ଭବିଷ୍ୟ ସହ ଜଡ଼ିତ ଥାଏ ସ୍ବପ୍ନ। ସବୁ ସ୍ବପ୍ନର କିଛି ନା କିଛି ମାନେ ଥାଏ। ସ୍ବପ୍ନ ଶାସ୍ତ୍ର ଅନୁଯାୟୀ ଏଭଳି କିଛି ସ୍ପପ୍ନ ଅଛି ଯାହାକୁ ଦେଖିଲେ ଅର୍ଥହାନୀର ପୂର୍ବ ସୂଚନା ମିଳେ। ଶୁଭ ସ୍ବପ୍ନ ଦେଖିଲେ...
ସ୍ତ୍ରୀଙ୍କୁ ଏମିତି ପ୍ରେମ ! ବାପଘର ଚାଲିଗଲେ ବୋଲି ସ୍କୁଟିରେ ୫୦୦ କିମି ଦୂର ଯାତ୍ରା କଲେ ସ୍ବାମୀ; ଥାନାରେ ବିତିଲା…
ପୁର୍ନିୟା: ସ୍ତ୍ରୀସ୍ବାମୀଙ୍କ ମଧ୍ୟରେ ପ୍ରେମକୁ ନେଇ ଅନେକ କାହାଣୀ ଶୁଣିଥିବେ। ଏବେ ସେଭଳି ଏକ ଅଗାଧ ପ୍ରେମର ଘଟଣା ବିହାରର ପୁର୍ନିୟା ଜିଲାରେ ଦେଖିବାକୁ ମିଳିଛି। ଏଠାରେ ସ୍ତ୍ରୀ ବାପଘରକୁ ଚାଲିଯିବା ଯୋଗୁଁ ସ୍ବାମୀ ଏତେ ମର୍ମାହତ ହୋଇପଡ଼ିଲେ ଯେ...
ଚାଇନାକୁ ଘେରିଲା ଡବ୍ଲ୍ୟୁଏଚ୍ଓ: କରୋନା ନମୁନା ନଷ୍ଟ କରୁଥିବା ଅଭିଯୋଗ…
ଜେନେଭା/ବେଜିଂ,୯।୬: କରୋନା ମହାମାରୀ ସଂକ୍ରମଣର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ହରଡ଼ଘଣାରେ ପଡ଼ିଛି। ଏବେ ବିଶ୍ୱସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ଚାଇନାକୁ ଘେରିଛି। କରୋନା ନମୁନା ସହିତ ଏସମ୍ପର୍କିତ ବିଭିନ୍ନ ତଥ୍ୟ ଚାଇନା ନଷ୍ଟ କରୁଥିବା ଅଭିଯୋଗ ହୋଇଛି। ଡବ୍ଲ୍ୟୁଏଚ୍ଓର ପରାମର୍ଶଦାତା ବୋର୍ଡ...
୨୫୮ ବିଦ୍ୟାଳୟରେ ‘ଷ୍ଟେମ୍’ ଶିକ୍ଷାର ଶୁଭାରମ୍ଭ
ଭୁବନେଶ୍ୱର, ୯।୬(ବ୍ୟୁରୋ):ରାଜ୍ୟରେ ୩୦ ଜିଲାର ୨୫୮ଟି ବିଦ୍ୟାଳୟରେ ଆଇବିଏମ୍ ପକ୍ଷରୁ ‘ଷ୍ଟେମ୍’ (ବିଜ୍ଞାନ, ପ୍ରଯୁକ୍ତି, ଇଞ୍ଜିନିୟରିଂ ଓ ଗଣିତ) ଶିକ୍ଷା ଆରମ୍ଭ କରାଯାଇଛି। ମଙ୍ଗଳବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।...
ପଥର ଅଭାବରୁ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ବିଳମ୍ବ
ପୁରୀ ଅଫିସ,୯।୬:କୋଭିଡ୍ କଟକଣା ଭିତରେ ଶ୍ରୀମନ୍ଦିର ମରାମତି କାର୍ଯ୍ୟ ଚାଲିଥିତ୍ବାବେଳେ ପଥର ଅଭାବ ଦେଖାଦେଇଛି। ଫଳରେ ମରାମତି କାର୍ଯ୍ୟ ବିଳମ୍ବ ହେବାରେ ଲାଗିଛି। ମୁଖ୍ୟତଃ ବିଭିନ୍ନ ପଥରକୁ ନେଇ ମରାମତି କାର୍ଯ୍ୟ ଚାଲିଥିବାବେଳେ ଗତ କିଛିଦିନ ହେବ ଖଣ୍ଡୋଲାଇଟ୍ ପଥର...
ମଣ୍ଡିକୁ ଧାନ ଆସି ଫେରିଲା
ଯାଜପୁର ଅଫିସ,୯ା୬:ଯାଜପୁର ଜିଲାରେ ଗତ ୨୧ ତାରିଖରୁ ରବି ଧାନ କିଣା ଆରମ୍ଭ ହୋଇଛି। ହେଲେ ଏହି କାରବାରରେ ବ୍ୟାପକ ଅନିୟମିତତା ଦେଖାଦେଇଛି। ଟୋକନ ମିଳିଛି, ମୋବାଇଲକୁ ଏସ୍ଏମ୍ଏସ୍ ଆସିଛି। ହେଲେ ଧାନ ବିକ୍ରି କରିବାକୁ ଆସିଥିବା ଚାଷୀଙ୍କୁ ଫେରାଇ...
୨୦ ବର୍ଷ ବୟସରେ ମାରିଥିଲେ ୨୦ ଛକା: ମଦ ନିଶା ଯୋଗୁ ନଷ୍ଟ ହୋଇଯାଇଥିଲା କ୍ରିକେଟ୍ କ୍ୟାରିୟର୍
ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ୍ ଆଜି ୪୬ତମ ଜନ୍ମଦିନ ପାଳନ କରୁଛନ୍ତି। ସାଇମଣ୍ଡସ ଜଣେ ମହାନ ଅଲରାଉଣ୍ଡର ଥିଲେ। ସେ ପଡ଼ିଆରେ ଯାହା ବି କରିଥିଲେ, ସେ ସମ୍ପୂର୍ଣ୍ଣ ଉତ୍ସର୍ଗୀକୃତ ଭାବରେ କରିଥିଲେ। ସେ ବୋଲିଂ, ବ୍ୟାଟିଂ କିମ୍ବା...
ସରକାରୀ ବାବୁଙ୍କ ଅଭାବ: ସଙ୍କଟରେ ମୋଦି ସରକାର,ରାଜ୍ୟର ସହାୟତା ଲୋଡିଲେ…
ନୂଆଦିଲ୍ଲୀ,୯।୬: ଏବେ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ସଙ୍କଟରେ ପଡ଼ିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ସହାୟତା ଲୋଡା ଯାଇଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ସରକାରୀ ବାବୁଙ୍କ ଅଭାବ ଯୋଗୁ ଏହି ସଙ୍କଟ ସୃଷ୍ଟି ହୋଇଛି। ଫଳରେ ଅଫିସ...