Home Left

ପରକୀୟା ପ୍ରୀତି ଥିଲେ ବି ମା’ ନେଇପାରିବେ ପିଲାଙ୍କ ଦାୟିତ୍ୱ

ଚଣ୍ଡିଗଡ଼, ୪ା୬: ପରକୀୟା ପ୍ରୀତି ଥିଲେ ବି ଜଣେ ମହିଳା ଭଲ ମା’ ନୁହନ୍ତି ବୋଲି ସିଦ୍ଧାନ୍ତ ହୋଇପାରିବ ନାହିଁ। ଏହି ଆଧାରରେ ସନ୍ତାନର ସୁରକ୍ଷା ଦାୟିତ୍ୱ…

5 years ago

ଅବସର ପରେ କମ୍ପାନୀରେ ବାବୁଙ୍କ ନିଯୁକ୍ତି

ନୂଆଦିଲ୍ଲୀ, ୪।୬(ପି.ଟି.):ସରକାରୀ ବାବୁମାନେ ଅବସର ଗ୍ରହଣ କରିବା ପରେ ବାଧ୍ୟତାମୂଳକ କୁଲିଂ ପିରିୟଡ୍‌ (ଯେଉଁ ସମୟ ମଧ୍ୟରେ ସମ୍ପୃକ୍ତ କର୍ମଚାରୀ ନିଷ୍ପତ୍ତି ବଦଳାଇପାରିବେ) ପର୍ଯ୍ୟନ୍ତ ଅପେକ୍ଷା ନ…

5 years ago

ଡେଭିଡ୍‌ଙ୍କୁ ଅନ୍ତର୍ଜାତୀୟ ବୁକର ପୁରସ୍କାର

ଲଣ୍ଡନ,୪ା୬:ଏକ ଦୁଃଖଦ କିନ୍ତୁ ଉପନିବେଶବାଦ ଓ ଯୁଦ୍ଧଭୟର କାବି୍ୟକ କାହାଣୀକୁ ନେଇ ଗତିଶୀଳ ହୋଇଥିବା ‘ଆଟ୍‌ ନାଇଟ୍‌ ଅଲ୍‌ ବ୍ଲଡ୍‌ ଇଜ୍‌ ବ୍ଲାକ୍‌’କୁ ମିଳିଛି ଚଳିତ ବର୍ଷର…

5 years ago

ନୀତି ଆୟୋଗ ଏସ୍‌ଡିଜି ସୂଚକାଙ୍କ: ଓଡ଼ିଶା ର଼୍ୟାଙ୍କ୍‌ ଖସିଲା

ନୂଆଦିଲ୍ଲୀ,୪।୬:ସରକାରଙ୍କ ଥିଙ୍କ ଟ୍ୟାଙ୍କ ନୀତି ଆୟୋଗ ପକ୍ଷରୁ ଗୁରୁବାର ସଷ୍ଟେନେବଲ ଡେଭଲପମେଣ୍ଟ ଗୋଲ୍‌ (ଏସ୍‌ଡିଜି) ବା ନିରନ୍ତର ବିକାଶ ଲକ୍ଷ୍ୟ ସୂଚକାଙ୍କ ୨୦୨୦-୨୧ ପ୍ରକାଶ ପାଇଛି। ନୀତି…

5 years ago

ଅଗଷ୍ଟରେ ଦ୍ୱିତୀୟ ଦେଶୀ ଟିକା

ନୂଆଦିଲ୍ଲୀ, ୪।୬(ଆଇଏଏନ୍‌ଏସ୍‌):କରୋନା ମହାମାରୀ ମୁକାବିଲାରେ ସାମିଲ ହେବାକୁ ଯାଉଛି ଭାରତ ନିର୍ମିତ ଦ୍ୱିତୀୟ ଟିକା ‘କର୍ବେଭାକ୍ସ’। ହାଇଦ୍ରାବାଦର ବାୟୋଲୋଜିକାଲ-ଇ ପ୍ରସ୍ତୁତ କରୁଥିବା ଏହି ଦେଶୀ ଟିକାର ଚୂଡ଼ାନ୍ତ…

5 years ago

‘କୋର୍ଟରେ ସମୟ ନଷ୍ଟ ନ କରି ମହାମାରୀର ଉପଶମ ଖୋଜ’

ନୂଆଦିଲ୍ଲୀ, ୩।୬ : ଏଲୋପାଥି ଔଷଧ ଉପରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ରାମଦେବଙ୍କ ବିରୋଧରେ ହାଇକୋର୍ଟରେ ଏକ ଜନ ସ୍ବାର୍ଥ ମାମଲା (ପିଆଇଏଲ୍‌) ଦାଖଲ କରିଥିଲା ଦିଲ୍ଲୀ…

5 years ago

ବଞ୍ଚାଇଦେଲା ପୋଷା କୁକୁର

ଢେଙ୍କାନାଳ ଅଫିସ, ୩।୬: କୁହାଯାଏ କୁକୁର ହେଉଛି ଭାରି ବିଶ୍ୱସ୍ତ। ଏହି ଗୃହପାଳିତ ପ୍ରାଣୀର ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ଜୀବନ ବଞ୍ଚତ୍ୟାଇଥିବା ନଜିର ରହିଛି। ଏଭଳି…

5 years ago

୧୧ରେ ଲଘୁଚାପ: ୫ ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୧ରେ ଉତ୍ତର-ପୂର୍ବ ବଙ୍ଗୋପସାଗର, ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଅବପାତରେ ପରିଣତ ହୋଇ ପ୍ରବଳ…

5 years ago

ପତ୍ନୀଙ୍କୁ କାମୁଡ଼ିଥିବା କୁକୁରକୁ ଗୁଳି କରି ହତ୍ୟା କଲେ ସ୍ବାମୀ

ଇନ୍ଦୋର,୩।୬: ପତ୍ନୀଙ୍କୁ କାମୁଡ଼ି କ୍ଷତାକ୍ତ କରି ଦେଇଥିଲା ପଡ଼ୋଶୀଙ୍କ ପୋଷା କୁକୁର। ଏଥିରେ ଉତ୍ତ୍ୟକ୍ତ ହୋଇ ସ୍ବାମୀ ଗୁଳିକରି ଉକ୍ତ କୁକୁରକୁ ହତ୍ୟା କରିଛନ୍ତି। ଅଭିଯୁକ୍ତଙ୍କୁ ଗୁରୁବାର…

5 years ago

ଆର୍ଥିକ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ରାଶନ କାର୍ଡ ଦିଅ

ନୂଆଦିଲ୍ଲୀ,୩।୬: ବାସହୀନ, ଜରି ଗୋଟାଳି, ହକର ଏବଂ ରିକ୍ସା ଚାଳକଙ୍କ ଭଳି ସମାଜର ଆର୍ଥତ୍କ ଦୁର୍ବଳ ଶ୍ରେଣୀର ଲୋକଙ୍କୁ ଚିହ୍ନଟ କରି ଜାତୀୟ ଖାଦ୍ୟ ନିରାପତ୍ତା ଆଇନ…

5 years ago

This website uses cookies.