Home Left

ଆଡ୍‌ହକ କମିଟିର ନୂଆ ଚେୟାରମ୍ୟାନ ହେଲେ ଦିଲୀପ ତିର୍କୀ

ଭୁବନେଶ୍ୱର,୧୮।୬: ଓଡ଼ିଶା ହକିର ପରିଚାଳନା ପାଇଁ ହକି ଇଣ୍ଡିଆ ଶୁକ୍ରବାର ଏକ ଆଡ୍‌ହକ୍‌ କମିଟି ଗଠନ କରିଛି। ପୂର୍ବତନ ଭାରତୀୟ ଅଧିନାୟକ ତଥା ପଦ୍ମଶ୍ରୀ ଦିଲୀପ ତିର୍କୀଙ୍କୁ…

5 years ago

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ ଆମେରିକା…

5 years ago

କିମ୍‌ଙ୍କ ଶାସନରେ ଭୟଙ୍କର ଖାଦ୍ୟ ସଙ୍କଟ: ୩୦୦୦ ଟଙ୍କାରେ ବିକ୍ରି ହେଉଛି ୧ କିଗ୍ରା କଦଳୀ

ପ୍ୟୋଙ୍ଗୟାଙ୍ଗ,୧୮।୬: ବେଳକୁ ବେଳ ଉତ୍ତର କୋରିଆର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ଏନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଉଥିବା ବେଳେ ଏବେ ଦେଶର ଶାସକ କିମ୍‌…

5 years ago

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ…

5 years ago

ସେହ୍ବାଗଙ୍କ କ୍ୟାରିୟର ଶେଷ କରିଦେଇଥିଲେ ଧୋନୀ! ପ୍ରଶଂସକଙ୍କ ଏଭଳି ଯୁକ୍ତିରେ ପୂର୍ବତନ ଓପନର୍‌ କହିଲେ…

ନୂଆଦିଲ୍ଲୀ,୧୮।୬: ଭାରତୀୟ କ୍ରିକେଟ ଟିମ୍‌ର ପୂର୍ବତନ ବିସ୍ଫୋରକ ଓପନର୍‌ ବିରେନ୍ଦ୍ର ସେହ୍ବାଗ ଏବଂ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀଙ୍କ ମଧ୍ୟରେ ବିବାଦ ନେଇ ଅନେକ ଥର…

5 years ago

କୁଷ୍ଠାଶ୍ରମ ଅନ୍ତେବାସୀଙ୍କ ସହିତ ଜନ୍ମଦିନ ପାଳିଲେ ପର୍ବତାରୋହୀ ଲିପିକା ସେଟ

ବରଗଡ଼ ଅଫିସ,୧୮।୬: ବରଗଡ଼ର ଆନ୍ତର୍ଜାତୀୟ ପର୍ବତାରୋହୀ ଲିପିକା ସେଟ୍‌ଙ୍କ ଶୁକ୍ରବାର ଜନ୍ମଦିନ ଥିଲା । ନିଜ ଜନ୍ମଦିନକୁ ଲିପିକା ନିଆରା ଢଙ୍ଗରେ ପାଳନ କରିଥିଲେ। ବରଗଡ଼ ସହର…

5 years ago

୩୯୦ଜଣଙ୍କୁ ନକଲି ଟିକା ଦେବା ଘଟଣାରେ ୪ଗିରଫ

ମୁମ୍ବାଇ,୧୮।୬: ମୁମ୍ବାଇର କାନ୍ଦଓ୍ବଲି ଅଞ୍ଚଳର ହିରାନନ୍ଦାନୀ ସୋସାଇଟିର ୩୯୦ଜଣ ଲୋକଙ୍କୁ ନକଲି ଟିକା ଦେବା ମାମଲାର ପର୍ଦ୍ଦାଫାଶ୍‌ କରିଛି ପୋଲିସ। ଠକେଇ ଅଭିଯୋଗରେ ପୋଲିସ ୪ଜଣଙ୍କୁ ଗିରଫ…

5 years ago

କଟକଣାରେ ପୁରୀ ରଥଯାତ୍ରା: ଥରେ ନୁହେଁ ସମ୍ପୃକ୍ତ ଲୋକଙ୍କ ହେବ ୪ ଥର କରୋନା ଟେଷ୍ଟ

ଭୁବନେଶ୍ୱର,୧୮।୬: କରୋନା କଟକଣା ମଧ୍ୟରେ ଗତ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପୁରୀରେ ରଥଯାତ୍ରା ପାଳନ ହେବାକୁ ଯାଉଛି। ତେବେ ଏହି ରଥଯାତ୍ରାରେ ସମ୍ପୃକ୍ତ ହେବାକୁ…

5 years ago

ଟୋକିଓ ଅଲିମ୍ପିକ୍ସ: ୨ ଓଡ଼ିଆଙ୍କୁ ଟିକେଟ

ନୂଆଦିଲ୍ଲୀ,୧୮।୬: ଟୋକିଓ ଅଲମ୍ପିକ୍ସ ପାଇଁ ଶୁକ୍ରବାର ଭାରତୀୟ ପୁରୁଷ ହକି ଟିମ୍‌ର ୧୬ଜଣିଆ ସ୍କ୍ବାଡ୍‌ ଘୋଷଣା କରାଯାଇଛି। ଏଥିରେ ସ୍ଥାନ ପାଇଛନ୍ତି ୨ ଓଡ଼ିଆ। ସେମାନେ ହେଲେ…

5 years ago

ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ମୁକାବିଲା: ବର୍ଷା ଯୋଗୁ ହେବ ନାହିଁ ପ୍ରଥମ ଅଧିବେଶନର ଖେଳ

ସାଉଥାମ୍ପଟନ,୧୮।୬: ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଆରମ୍ଭ ହେବାକୁ ଥିବା ବହୁ ପ୍ରତିକ୍ଷୀତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲ ମ୍ୟାଚ୍‌ର ପ୍ରଥମ ଅଧିବେଶନରେ କୌଣସି ଖେଳ ହେବନାହିଁ। ସାଉଥାମ୍ପଟନରେ…

5 years ago

This website uses cookies.