ସ୍ବତନ୍ତ୍ର ଟେନ୍ରେ କାନପୁର ଗସ୍ତରେ ରାଷ୍ଟ୍ରପତି
ନୂଆଦିଲ୍ଲୀ,୨୫।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦିଲ୍ଲୀ ସଫଦରଗଞ୍ଜ ଷ୍ଟେସନରୁ ଏକ ସ୍ବତନ୍ତ୍ର ଟ୍ରେନ୍ରେ କାନପୁରରେ ଥିବା ନିଜ ଜନ୍ମସ୍ଥାନକୁ ଗସ୍ତ କରିଛନ୍ତି। ଏହି ଯାତ୍ରାରେ ରାମନାଥ କୋବିନ୍ଦ ସସ୍ତ୍ରୀକ ସବିତା କୋବିନ୍ଦ ସାମିଲ ହୋଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ମହାରାଜା ଏକ୍ସପ୍ରେସ୍...
ପୂର୍ବତନ ଗୃହମନ୍ତ୍ରୀଙ୍କ ଘରେ ଇଡିର ଚଢ଼ାଉ
ମୁମ୍ବାଇ,୨୫।୬: ପଦ ଛାଡ଼ିବା ପରେ ବି ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିବାଦ ଥମିବାର ନା ନେଉନି। ଶୁକ୍ରବାର ଅନୀଲ ଦେଶମୁଖଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଛି। ମନି ଲଣ୍ଡରିଂ ମାମଲାରେ ସକାଳୁ ଅନୀଲ ଦେଶମୁଖଙ୍କ...
ଅଭିନେତ୍ରୀ ପାୟଲ ଗିରଫ
ଅହମଦାବାଦ,୨୫।୬: ଅଭିନେତ୍ରୀ ପାୟଲ ରୋହତଗୀଙ୍କୁ ଶୁକ୍ରବାର ଅହମଦାବାଦ ସେଟେଲାଇଟ ପୋଲିସ ଗିରଫ କରିଛି। ପାୟଲ ସୋସାଇଟିର ଲୋକଙ୍କ ସହ ବାରମ୍ବାର ଝଗଡ଼ା କରିବା ଓ ଚେୟାରମ୍ୟାନଙ୍କୁ ଜୀବନରେ ମାରିଦେବାକୁ ଧମକ ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଛି। ସୋସିଆଲ ମିଡିଆରେ...
ପୁରା ବିମାନରେ ଏକମାତ୍ର ଯାତ୍ରୀ; ଅମୃତସରରୁ ଦୁବାଇ ଯିବା ବେଳେ ‘ମହାରାଜା’ଙ୍କ ଭଳି ଲାଗୁଥିଲା ବୋଲି କହିଲେ…
ଅମୃତସର: ଅମୃତସରରୁ ୟୁଏଇକୁ ଏକାକୀ ଯାତ୍ରା। ଏହାକୁ ନେଇ ଚର୍ଚ୍ଚାରେ ସଂଯୁକ୍ତ ଆରବ ଏମିରେଟ୍ସରେ ରହୁଥିବା ଭାରତୀୟ ବ୍ୟବସାୟୀ ଏସ୍ପି ସିଂହ ଓବରୟ। ଏହି ଯାତ୍ରା ତାଙ୍କ ପାଇଁ ସ୍ମରଣୀୟ ପାଲଟିଥିବା ବେଳେ ସେ ନିଜେ ‘ମହାରାଜା’ ଭଳି ଅନୁଭବ...
ବିବାହକୁ ନେଇ ଚର୍ଚ୍ଚାରେ ଏହି ଅଭିନେତା: ୩୮ ବର୍ଷ ବୟସରେ ସ୍ତ୍ରୀଙ୍କୁ କରିଥିଲେ ଦ୍ୱିତୀୟ ବିବାହ
ବଲିଉଡ୍ ଅଭିନେତା ଆଫତାବ ଶିବଦାସାନିଙ୍କ ଆଜି ଜନ୍ମଦିନ। ଏହି ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନ ସମ୍ପର୍କିତ କିଛି କଥା। ହୁଏତ ଆଫତାବ ଚଳଚ୍ଚିତ୍ର କ୍ୟାରିୟର ଫ୍ଲପ୍ ହୋଇଥାଇପାରେ, କିନ୍ତୁ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସେ ଅନେକ ସମୟରେ...
ଗପରେ ଏମିତି ମଜ୍ଜିଗଲେ ଯେ ଟିକା ନ ଭରି ଖାଲି ଇଞ୍ଜେକଶନ ଫୋଡ଼ିଦେଲେ ନର୍ସ; ଭିଡିଓ ଭାଇରାଲ ପରେ…
ଛପରା,୨୫।୬: ମହାମାରୀ କରୋନାର ସଂକ୍ରମଣକୁ ରୋକିବା ଲାଗି ଟିକାକରଣକୁ ଗୁରୁତ୍ୱ ଦିଆଯାଉଛି। ଏଭଳି ସ୍ଥିତିରେ ଅନେକ ସ୍ଥାନରୁ ଅବହେଳାର ଘଟଣା ସାମ୍ନାକୁ ଆସୁଛି। ସେହି କ୍ରମରେ ବିହାରର ଛପରାରେ ଜଣେ ନର୍ସ ଟିକା ଭର୍ତ୍ତି ନ କରି ଜଣେ ଯୁବକଙ୍କୁ...
ଜୁଲାଇ ପହିଲା ପର୍ଯ୍ୟନ୍ତ ଭୁବନେଶ୍ୱର ୧ ନମ୍ବର ହାଟ ବନ୍ଦ
ଭୁବନେଶ୍ୱର,୨୫।୬(ବ୍ୟୁରୋ): ଭୁବନେଶ୍ୱର ୧ ନମ୍ବର ହାଟକୁ ବନ୍ଦ କରାଯାଇଛି। ଶୁକ୍ରବାରଠାରୁ ଜୁଲାଇ ପହିଲା ପର୍ଯ୍ୟନ୍ତ ହାଟ ବନ୍ଦ କରାଯାଇଛି। ଉଭୟ ହୋଲ୍ସେଲ୍ ଓ ରିଟେଲ ବ୍ୟବସାୟୀଙ୍କ ପାଇଁ ହାଟ ବନ୍ଦ କରାଯାଇଛି । କରୋନା ସଂକ୍ରମଣ ବଢ଼ିବା ଆଶଙ୍କା କରି...
ମାତ୍ର ୩ ରନ୍ ଯୋଗୁ ଇତିହାସ ରଚିବାରୁ ବଞ୍ଚିତ ହୋଇଥିଲେ ସେହ୍ବାଗ-ଦ୍ରାବିଡ ଯୋଡ଼ି: ହେଲେ ଛିଡ଼ା ହୋଇ ତାଳି ମାରିଥିଲେ ଦର୍ଶକ
ନୂଆଦିଲ୍ଲୀ,୨୫।୬: ୧୫ ବର୍ଷ ପୂର୍ବେ ବିରେନ୍ଦ୍ର ସେହଓ୍ବାଗ୍- ରାହୁଲ ଦ୍ରାବିଡଙ୍କ ଯୋଡ଼ି ପାକିସ୍ତାନ ବିପକ୍ଷରେ ଜାନୁୟାରୀ ୧୭ରେ ଉଲ୍ଲେଖନୀୟ ଓପନିଂ ଭାଗିଦାରୀ କରିଥିଲେ। ଉଭୟଙ୍କ ଖେଳ ଦେଖି ଲାହୋରରେ ଦର୍ଶକ ଛିଡ଼ା ହୋଇ ତାଳି ବଜାଇଥିଲେ। ମାତ୍ର ସେହଓ୍ବାଗ୍ ଆଉଟ୍...
ଭାରତୀୟ ସୀମା ନିକଟବର୍ତ୍ତୀ ତିବ୍ବତରେ ଚାଇନା ଆରମ୍ଭ କଲା ପ୍ରଥମ ବୁଲେଟ ଟ୍ରେନ୍
ବେଜିଂ,୨୫।୬: ଚାଇନାର ରଣନୈତିକ ଭାବେ ମହତ୍ୱପୂର୍ଣ୍ଣ ଥିବା ହିମାଳୟର ତିବ୍ବତ ଅଞ୍ଚଳରେ ଚାଇନା ପ୍ରଥମ ଇଲେକ୍ଟ୍ରୋନିକ୍ ବୁଲେଟ ଟ୍ରେନ୍ ଆରମ୍ଭ କରିଛି। ଶୁକ୍ରବାର ଏହି ଟ୍ରେନ୍ ଆରମ୍ଭ ହୋଇଥିବା ବେଳେ ଏହା ତିବ୍ବତର ପ୍ରାଦେଶିକ ରାଜଧାନୀ ଲହସା ଓ ଅରୁଣାଞ୍ଚଳ...
ଗୋଟିଏ ଦିନରେ ୩୦୯ ରନ୍ କରି ଚକିତ କରିଥିଲେ ଏହି ବ୍ୟାଟ୍ସମ୍ୟାନ୍: ୯୧ ବର୍ଷ ହେଲାଣି ଭାଙ୍ଗିନି ରେକର୍ଡ
ବ୍ରିସ୍ବେନ୍,୨୫।୬: ଅଷ୍ଟ୍ରେଲିୟ କ୍ରିକେଟ ଟିମ୍ ଘରୋଇ ମାଟିରେ ସଂଘର୍ଷ କରିବା ଭଳି ଘଟଣା ବିରଳ। କାରଣ ଅନେକ କ୍ରିକେଟର ଏଠାରେ ବ୍ୟାଟିଂ କରି ଇତିହାସ ସୃଷ୍ଟି କରିଛନ୍ତି। ସେମାନଙ୍କ ମଧ୍ୟରୁ ସାର୍ ଡନ୍ ବ୍ରାଡ୍ମ୍ୟାନ୍ ଜଣେ। ଏହି ଅଷ୍ଟ୍ରେଲିୟ ବ୍ୟାଟ୍ସମ୍ୟାନ୍...